ରେମୁଣା, ୬।୧୧(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖନ୍ତାପଡା ଥାନା ଶେରଗଡ ଟୋଲଗେଟ୍ଠାରେ ପୋଲିସ ଏକ କାର୍ ତନଖି କରି ସେଥିରୁ ୨୫ ଗ୍ରାମ୍ ବ୍ରାଉନସୁଗାର ଜବତ କରାଯାଇଛି। କାର୍ରେ ଥିବା ଡ୍ରାଇଭରଙ୍କ ସମେତ ୫ଜଣଙ୍କୁ ଗିରଫ କରାଯାଇ ସେମାନଙ୍କଠାରୁ ୫୪ହଜାର ଟଙ୍କା ଜବତ କରାଯାଇଛି। ଗିରଫ ବ୍ୟକ୍ତିମାନେ ହେଲେ ଶେକ୍ ରସତୋଲା, ଡ୍ରାଇଭର କୃଷ୍ଣଚନ୍ଦ୍ର ପ୍ରଧାନ, କାର୍ତ୍ତିକ ମହାପାତ୍ର, ନରସିଂହ ସାମନ୍ତରାୟ, ରାଜକୁମାର ଗୋସ୍ବାମୀ। ଏନେଇ ଖନ୍ତାପଡା ଥାନାରେ ମାମଲା(ନଂ ୩୫୦/୧୯) ରୁଜୁ କରାଯାଇ ତଦନ୍ତ କରାଯାଉଛି ବୋଲି ଖନ୍ତାପଡା ଥାନା ଅଧିକାରୀ ଶ୍ରୀବଲ୍ଲଭ ସାହୁ କହିଛନ୍ତି। ଏହି କାର୍ ଜଳେଶ୍ୱରରୁ ପୁରୀ ଯାଉଥିବା ଥାନା ଏସ୍ଆଇ କେ.ପିଙ୍ଗୁଆ ସୂଚନା ଦେଇଛନ୍ତି।
Posted inଆମ ଜିଲା ଖବର, ବାଲେଶ୍ୱର View All
ଭଞ୍ଜନଗରରେ ଖୁସିର ଲହରୀ: ପ୍ରଦ୍ୟୁମ୍ନ ଭାଜପା ରାଜ୍ୟ ଓବିସି ମୋର୍ଚ୍ଚା ସଭାପତି
ଭଞ୍ଜନଗର,୧୦।୧୨(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ୍ନ କୁମାର ନାୟକଙ୍କୁ ଭାଜପା ରାଜ୍ୟ ଓବିସି ମୋର୍ଚ୍ଚା ସଭାପତି ଭାବେ ମଙ୍ଗଳବାର ନିଯୁକ୍ତି ଦିଆଯାଇଛି। ଏହି ଖବର...
ଚାଷୀ ମହଲରେ ଚାଞ୍ଚଲ୍ୟ, ଚର୍ଚ୍ଚାରେ ନିଷ୍ପତ୍ତି: କଟନୀଛଟନୀକୁ ସରକାରୀ ମୋହର୍!
ବରଗଡ଼,୧୦।୧୨(ପ୍ରେମାନନ୍ଦ ଖମାରୀ): ଧାନ ସଂଗ୍ରହ ପ୍ରକ୍ରିୟାରେ କଟନୀଛଟନୀ ନୂଆ କଥା ନୁହେଁ। ପ୍ରତିବର୍ଷ ବିଭିନ୍ନ ଆଳ ଦେଖାଇ ଧାନ କଟନୀଛଟନୀ ହୋଇଥାଏ। କେତେବେଳେ ମଣ୍ଡିରେ ତ...
ମାଲକାନଗିରିରେ ବଢ଼ିଲା ଇଣ୍ଟରନେଟ କଟକଣା
ମାଲକାନଗିରି,୯।୧୨: ମାଲକାନଗିରି ଜିଲା କୋରୁକୋଣ୍ଡା ଥାନା ଅଧୀନ ଡୁଡ଼ାମେଟଲା ନଦୀ ନିକଟରୁ ଜଣେ ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ଜବତ ଘଟଣା ପରେ ରାଖେଲଗୁଡ଼ା ଏବଂ ଏମ୍ଭି...
ଆର୍ଡିଙ୍କ ଅଚାନକ କଲେଜ ପରିଦର୍ଶନ
ଭଞ୍ଜନଗର,୯।୧୨(ବାବୁଲା ପ୍ରଧାନ): ବ୍ରହ୍ମପୁର ଆଞ୍ଚଳିକ ଉଚ୍ଚ ଶିକ୍ଷା ନିର୍ଦ୍ଧେଶକ(ଆର୍ଡି) ପ୍ରଫେସର ଡ.ନାରାୟଣ ବେହେରା ମଙ୍ଗଳବାର ଅଚାନକ ଭଞ୍ଜନଗର ସହରରେ ଥିବା ୩ ପ୍ରମୁଖ କଲେଜ କବି...
୩ ଦିନ ହେଲା ଅଟକି ରହିଛି ଟ୍ରକ୍, ବାହାରୁଛି ପଚା ଦୁର୍ଗନ୍ଧ, ରକ୍ତ: ଅଞ୍ଚଳରେ ଚାଞ୍ଚଲ୍ୟ
ନୟାଗଡ଼,୯।୧୨(ଲୋକନାଥ ମିଶ୍ର ମିଶ୍ର): ଟ୍ରକରୁ ବାହାରୁଛି ପଚା ଦୁର୍ଗନ୍ଧ ଏବଂ ରକ୍ତ। ନୟାଗଡ଼ ବ୍ଲକ ଶାଳଭଙ୍ଗା ଜଙ୍ଗଲ ଫରେଷ୍ଟ ଟାୱାର ନିକଟରେ ଟ୍ରକଟି ଅଟକି ରହିଛି।...
ସରପଞ୍ଚଙ୍କ ଘରୁ ଲୁଟ୍
ନୟାଗଡ଼,୯।୧୨(ଲୋକନାଥ ମିଶ୍ର ମିଶ୍ର): ନୟାଗଡ଼ ଜିଲା ଦଶପଲ୍ଲା ଥାନା ଭୋଗବାଡ଼ି ସରପଞ୍ଚ ନିିର୍ମଳା ସାହୁଙ୍କ ଘରୁ ଚୋରି ହୋଇଛି। ଦୁର୍ବୃତ୍ତମାନେ ସୋମବାର ରାତିରେ ସରପଞ୍ଚଙ୍କ ଘରେ...
ମନ୍ଦିର ନିକଟରେ କୁଟୁରାକୁ ଧକ୍କା ଦେଲା ବାଇକ୍: ଆଉ ତା’ପରେ ଘଟିଗଲା…
ଭଞ୍ଜନଗର,୯।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଦୁର୍ଗାପ୍ରାସାଦ ମୁଖ୍ୟ ରାସ୍ତାର ସୋରଦେବୀ ମନ୍ଦିର ନିକଟରେ ମଙ୍ଗଳବାର ସକାଳେ ବାଇକ ଧକ୍କାରେ ଏକ କୁଟୁରା ମୃତ୍ୟୁବରଣ କରିଛି। ଏଥିରେ...
ଗୋପୀନାଥ ମନ୍ଦିରରୁ ଚୋରି: ନେଇଗଲେ ଦିଅଙ୍କ ଅଳଙ୍କାର
ଗଜପତି,୯।୧୨(ଗିରିଧାରୀ ପରିଛା): ଆନ୍ଧ୍ରପ୍ରଦେଶ କତୁରୁ ମଡ଼ଲମରେ ଥିବା ଲିହୁରୀ ଗ୍ରାମ ଗୋପୀନାଥ ମନ୍ଦିରରୁ ଚୋରି ହୋଇଛି । ଦୁର୍ବୃତ୍ତମାନେ ଦିଅଙ୍କ ଅଳଙ୍କାର ସହ ମନ୍ଦିରରେ ଲାଗିଥିବା...
Archives


