Posted inଜାତୀୟ

୨୫ ବର୍ଷ ତଳେ ମୋଦିଙ୍କ ସହ ଯାଇଥିଲେ ଆମେରିକା ଏବେ ହେବେ କ୍ୟାବିନେଟ୍‌ ମନ୍ତ୍ରୀ

ନୂଆଦିଲ୍ଲୀ,୩୦।୫: ନରେନ୍ଦ୍ର ମୋଦିଙ୍କ କ୍ୟାବିନେଟ୍‌ରେ ତେଲେଙ୍ଗାନାର ସିକନ୍ଦରାବାଦ ଲୋକ ସଭା ଆସନ ଏମ୍‌ପି ଜି.କିଶନ୍‌ ରେଡ୍ଡୀ ଯୋଗଦେବେ। ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ତାଙ୍କ ପାଖକୁ ଫୋନ୍‌ କଲ୍‌ ଯାଇଛି। ୨୫ ବର୍ଷ ତଳେ କିଶନ ମୋଦିଙ୍କ ସହିତ ଆମେରିକା ଯାଇଥିଲେ। ଏବେ ସେ ମୋଦି କ୍ୟାବିନେଟ୍‌ରେ ସ୍ଥାନ ପାଇବା ପକ୍କା ହୋଇଛି। କିଶନଙ୍କ ଉଦ୍ୟମରେ ତେଲେଙ୍ଗାନାରେ ଭାଜପା ୪ ଲୋକ ସଭା ଆସନ ହାତେଇବାରେ ସଫଳ ହୋଇଛି। ତେଣୁ ତାଙ୍କୁ କ୍ୟାବିନେଟ୍‌ରେ ନେବାକୁ ମୋଦି ଇଛା ପ୍ରକାଶ କରିଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଶୋପିଆନ୍‌ରେ ସୁରକ୍ଷାକର୍ମୀ-ଆତଙ୍କବାଦୀ ମୁହାଁମୁହିଁ

ଶ୍ରୀନଗର,୨୭।୭: ଜମ୍ମୁ-କଶ୍ମୀରର ଶୋପିଆନ୍‌ରେ ଆତଙ୍କବାଦୀ ମୁହାଁମୁହିଁ ହୋଇଛନ୍ତି। ଏଥିରେ ୨ ଜଣ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଥିବା କୁହାଯାଉଛି। ମୃତକଙ୍କ ମଧ୍ୟରେ ଜୈଶ୍‌-ଇ-ମହମ୍ମଦ ଆତଙ୍କବାଦୀ ସଂଗଠନର କମାଣ୍ଡର...

ନିଜ ଓଜନର ରୁପା ଦାନ କଲେ ଭାଜପା ନେତା: ବଣ୍ଟାଗଲା ୧୦୧ କିଲୋଗ୍ରାମ୍‌ ରୁପା

ସୁରଟ,୯।୧୧: ଗୁଜରାଟର ରାଜ୍ୟ ଭାଜପା ଅଧ୍ୟକ୍ଷ ସି.ଆର୍‌. ପାଟିଲ ନିଜ ଓଜନର ରୁପା ଦାନ କରିଛନ୍ତି। ସୁରଟରେ ଜୈନ ସୋସାଇଟି ପକ୍ଷରୁ ଆୟୋଜିତ ହୋଇଥିବା ରଜତ...

ତ୍ରିପୁରାରେ ବାଦଲ ଫଟା ବର୍ଷା: ୭ଶହ ଲୋକ ବେଘର

ଅଗରାତାଲା,୨୬।୫: ତ୍ରିପୁରାରେ ଗତ ୩ ଦିନ ଧରି ବାଦଲ ଫଟା ବର୍ଷା ଲାଗି ରହିଛି। କେତେକ ଅଞ୍ଚଳରେ ବର୍ଷାଜଳ ଜମି ରହିବାରୁ ୭ଶହ ଲୋକ ବାସ...

ବିଶ୍ୱର ଶହେ ପ୍ରଭାବଶାଳୀ ବ୍ୟକ୍ତିଙ୍କ ମଧ୍ୟରେ ମୋଦି,ମମତା, ପୁନାୱାଲା

ନୂଆଦିଲ୍ଲୀ,୧୬ ।୯: ଟାଇମ୍ ମାଗାଜିନର ୨୦୨୧ ବର୍ଷ ପାଇଁ ପ୍ରକାଶ ପାଇଥିବା ବିଶ୍ୱର ୧୦୦ ପ୍ରଭାବଶାଳୀ ବ୍ୟକ୍ତିଙ୍କ ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ ମୋଦି, ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ...

୩୫୧ ପ୍ରତିରକ୍ଷା ଉପକରଣ ଆମଦାନୀ ଉପରେ ଲାଗିଲା ପ୍ରତିବନ୍ଧକ

ନୂଆଦିଲ୍ଲୀ,୨୯।୧୨: ପ୍ରତିରକ୍ଷା ମନ୍ତ୍ରଣାଳୟ ପକ୍ଷରୁ ବୁଧବାର ଏକ ବଡ ନିଷ୍ପତ୍ତି ନିଆଯାଇଛି। ୩୫୧ ପ୍ରତିରକ୍ଷା ଉପକରଣ ଆମଦାନୀ ଉପରେ ପ୍ରତିବନ୍ଧକ ଲଗାଯାଇଛି। ଏହି ଉପକରଣଗୁଡ଼ିକରେ ଅନେକ...

ଚାଇନା ଆମକୁ ବନ୍ଧୁ ଭାବେ ଦେଖେନାହିଁ

ନୂଆଦିଲ୍ଲୀ,୨୮ା୫(ପି.ଟି.): ଚାଇନା ଆମକୁ ବନ୍ଧୁ ଭାବେ ଦେଖେନାହିଁ। ୧୯୫୦ ନଭେମ୍ବର ୭ରେ ଭାରତର ତତ୍କାଳୀନ ଉପପ୍ରଧାନମନ୍ତ୍ରୀ ସର୍ଦ୍ଦାର ବଲ୍ଲଭଭାଇ ପଟେଲ ପ୍ରଧାନମନ୍ତ୍ରୀ ଜବାହରଲାଲ୍‌ ନେହେରୁଙ୍କୁ ପତ୍ର...

ଦିଗ୍‌ବିଜୟଙ୍କ ପିଟିଶନ ଖାରଜ

ବେଙ୍ଗାଲୁରୁ,୧୯ା୩: ବେଙ୍ଗାଲୁରୁରେ ଥିବା ମଧ୍ୟପ୍ରଦେଶର ବିଦ୍ରୋହୀ କଂଗ୍ରେସ ବିଧାୟକମାନଙ୍କୁ ଭେଟିବା ଲାଗି ଅନୁମତି ଦେବାକୁ ବରିଷ୍ଠ ନେତା ଦିଗ୍‌ବିଜୟ ସିଂଙ୍କ ଆବେଦନକୁ କର୍ନାଟକ ହାଇକୋର୍ଟ ଖାରଜ...

କର୍ନାଲରେ କୃଷକଙ୍କ ଶକ୍ତି ପ୍ରଦର୍ଶନ

କର୍ନାଲ,୮।୯: ଅଗଷ୍ଟ ୨୮ରେ ଅଧିକାର ମାଗୁଥିଲେ, ଲାଠିମାଡ଼ ଖାଇଲେ। ପୋଲିସ ପ୍ରହାରରେ ଜଣେ ଚାଷୀଙ୍କ ଜୀବନ ଚାଲିଗଲା। ଏହାର ପ୍ରତିବାଦରେ ହରିୟାଣାର କର୍ନାଲ ସ୍ଥିତ ମିନି...

Advertisement
Archives

Model This Week