୨୫ ବର୍ଷ ପରେ ପରଦାକୁ ଫେରୁଛନ୍ତି ଏହି ପ୍ରସିଦ୍ଧ ଅଭିନେତା

ପ୍ରସିଦ୍ଧ ଅଭିନେତା ଅମୁଲ ପାଲେକର ଦୀର୍ଘ ୨୫ ବର୍ଷ ପରେ ପରଦାକୁ ଫେରୁଛନ୍ତି। ସେ ଥ୍ରୀଲିଙ୍ଗ ଡ୍ରାମା ହିନ୍ଦୀ ପ୍ଲେ ‘କୁସୁର’ରେ ନଜର ଆସିବେ। ‘କୁସୁର’ର କାହାଣୀ ସନ୍ଧ୍ୟା ଗୋଖଲେ ଲେଖିଛନ୍ତି। ଏଥିରେ ଜଣେ ଅବସରପ୍ରାପ୍ତ ଏସିପି ଦଣ୍ଡବତେ ଚରିତ୍ରରେ ନଜର ଆସିବେ ୭୩ ବର୍ଷୀୟ ଅମୋଲ। ଜଣେ କଳାକାର ଭାବେ ଏ ବୟସରେ ଏଭଳି ଭୂମିକାରେ ଅବତୀର୍ଣ୍ଣ ହେବା ମୋ ପାଇଁ ବେଶ୍‌ ଚ୍ୟାଲେଜିଂ ହୋଇଛି ବୋଲି ସେ କହିଛନ୍ତି। ଏହି ପ୍ଲେର ପ୍ରିମିୟର ଟାଟା ଥିଏଟର, ଏନସିପିଏ ଏବଂ ମୁମ୍ବାଇରେ କରାଯିବ। ଅମୋଲ ଫିଲ୍ମ କ୍ୟାରିୟର ଆରମ୍ଭ ୧୯୭୧ରେ ମରାଠି ଫିଲ୍ମରୁ ଆରମ୍ଭ କରିଥିଲେ। ୧୯୭୪ରେ ସେ ଫିଲ୍ମ ‘ରଜନୀଗନ୍ଧା’ ଜରିଆରେ ବଲିଉଡ୍‌ରେ ପ୍ରବେଶ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମୋହନାରେ ନୂତନ ଥାନା ଅଧିକାରୀ

ମୋହନା,୨୦ା୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନାରେ ନୂତନ ଥାନା ଅଧିକାରୀ ଭାବେ ଓମ ନାରାୟଣ ପାତ୍ର ଦାୟିତ୍ୱ ଗ୍ରହଣ କରିଛନ୍ତି। ପୂର୍ବରୁ ରହିଥିବା ଥାନା ଅଧିକାରୀ…

ସୁଦୃଢ଼ ହେବ ସ୍ବାସ୍ଥ୍ୟସେବା, ରାଜ୍ୟରେ ୫ ନୂଆ ମେଡିକାଲ କଲେଜ ନେଇ ମୁଖ୍ୟମନ୍ତ୍ରୀଙ୍କ ଘୋଷଣା

ଭୁବନେଶ୍ୱର,୨୦।୨: ରାଜ୍ୟରେ ସ୍ବାସ୍ଥ୍ୟସେବାକୁ ଅଧିକ ସୁଦୃଢ଼ କରିବା ପାଇଁ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବଡ଼ ଘୋଷଣା କରିଛନ୍ତି। ରାଜ୍ୟରେ ୫ ନୂଆ ମେଡିକାଲ…

କିଡ୍‌ନୀ, ହାର୍ଟ ଦାନକରି ଅମର ହେଲେ ଶୁଭମ୍‌

ବଞ୍ଚୋ/ବଉଳା/ଛେନାପଦି,୨୦ା୨(ପ୍ରଦୋଷ କୁମାର ବିଶ୍ୱାଳ/ଦୁର୍ଗା ପ୍ରସାଦ ଆୟଚ/ ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ ଜମ୍ଭିରା ଗ୍ରାମର ଉପେନ୍ଦ୍ର ଆୟଚଙ୍କ ପୁତ୍ର ଶୁଭମ୍‌ ଆୟଚ(୧୨) ଦୁର୍ଘଟଣାରେ ମୃତ୍ୟୁ…

୨୧୮ ଛାତ୍ରୀଛାତ୍ରଙ୍କ ଚକ୍ଷୁ ପରୀକ୍ଷା

ଦିଗପହଣ୍ଡି/ପାଟପୁର,୨୦ା୨(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ସମଗ୍ର ଶିକ୍ଷା ଅଭିଯାନ ଓ ଜିଲା ଦୃଷ୍ଟି ବାଧିତ ନିୟନ୍ତ୍ରଣ କାର୍ଯ୍ୟାଳୟ ଆନୁକୂଲ୍ୟରେ ରାଜ୍ୟ ସରକାରଙ୍କ ସୁରେନ୍ଦ୍ର ସାଏ…

ଏଣିକି ନିଜ ଲଢ଼େଇ ନିଜର

ଦିଗପହଣ୍ଡି,୨୦ା୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜରେ ଛାତ୍ରୀ ଆତ୍ମ ସୁରକ୍ଷା ପ୍ରଶିକ୍ଷଣ ଶିବିର ଉଦଘାଟିତ ହୋଇଛି। ଅଧ୍ୟାପିକା ଅଞ୍ଜଳୀ ମଣ୍ଡଳଙ୍କ ସଂଯୋଜନାରେ ଅନୁଷ୍ଠିତ ଉଦଘାଟନୀ…

ମାଟି ଅତଡ଼ା ଖସି ଶ୍ରମିକଙ୍କ ମୃତ୍ୟୁ: ଜଳ ସିଞ୍ଚନ ପ୍ରକଳ୍ପ କାର୍ଯ୍ୟରେ ଅଘଟଣ

ଆନନ୍ଦପୁର,୨୦ା୨(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ବୁଢ଼ୀକୁଦ ଗଁା ନିକଟରେ ଚାଲିଥିବା ଜମିକୁ ଜଳ ସିଞ୍ଚନ ପ୍ରକଳ୍ପ କର୍ଯ୍ୟରେ ଶୁକ୍ରବାର ଅଘଟଣ ଘଟିଛି। ୧୫…

ସୁଭଦ୍ରା ଯୋଜନାକୁ ନେଇ ସରକାରଙ୍କ ବଡ଼ ଘୋଷଣା, ମହିଳାଙ୍କୁ ମିଳିବ…

ଭୁବନେଶ୍ୱର,୨୦।୨: ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ମୋହନ ମାଝୀ ଚଳିତ ବର୍ଷ ପାଇଁ ୩ ଲକ୍ଷ ୧୦ ହଜାର କୋଟି ଟଙ୍କାର ବଜେଟ ଆଗତ କରିଛନ୍ତି । ଏହି…

‘ମଧୁବାବୁ ପେନସନ୍‌ ଯୋଜନା’କୁ ନେଇ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ବାଦ୍‌ ପଡ଼ିଥିବା ୬ ଲକ୍ଷ ଯୋଗ୍ୟଙ୍କୁ ମିଳିବ ଭତ୍ତା, ଆଉ କାହାକୁ… 

ଭୁବନେଶ୍ୱର,୨୦।୨: ୨୦୨୬-୨୭ ବର୍ଷ ପାଇଁ ଶୁକ୍ରବାର ଉପସ୍ଥାପନ କରାଯାଉଛି ବଜେଟ। ୨୦୨୬-୨୭ ବର୍ଷ ପାଇଁ ଶୁକ୍ରବାର ଉପସ୍ଥାପନ କରାଯାଉଛି ବଜେଟ। ଏଥିରେ ‘ମଧୁବାବୁ ପେନସନ୍‌ ଯୋଜନା’କୁ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri