‘୨୫ ବିମାନବନ୍ଦର ଘରୋଇକରଣ ହେବ’

ନୂଆଦିଲ୍ଲୀ,୨୭-୭: କେନ୍ଦ୍ର ସରକାର ପରବର୍ତ୍ତୀ ପର୍ଯ୍ୟାୟରେ ଦେଶର ୨୦ରୁ ୨୫ ବିମାନବନ୍ଦରକୁ ଘରୋଇକରଣ କରିବେ ବୋଲି ଏୟାରପୋର୍ଟ ଅଥରିଟି ଅଫ୍‌ ଇଣ୍ଡିଆ(ଏଏଆଇ) ଅଧ୍ୟକ୍ଷ ଗୁରୁପ୍ରସାଦ ମହାପାତ୍ର ଶୁକ୍ରବାର ପ୍ରକାଶ କରିଛନ୍ତି। ଗତବର୍ଷ ପିପିପି ମୋଡ୍‌ରେ ଲକ୍ଷ୍ନୌ, ଅହମ୍ମଦାବାଦ୍‌, ଜୟପୁର, ମାଙ୍ଗାଲୋର, ଥିରୁଭାନନ୍ଥପୁରମ ଏବଂ ଗୁଆହାଟୀ ବିମାନବନ୍ଦରର ଘରୋଇକରଣ କରାଯାଇଥିଲା। ଫେବୃୟାରୀରେ ଅଡାନୀ ଗ୍ରୁପ୍‌ ୬ ବିମାନବନ୍ଦର ମଧ୍ୟରୁ ୫ର ନିଲାମ ନେଇଛି। ମହାପାତ୍ର କହିଛନ୍ତି ଯେ, ସରକାର ଇତିମଧ୍ୟରେ ୬ ବିମାନବନ୍ଦରର ଘରୋଇକରଣ କରିସାରିଛନ୍ତି। ବାର୍ଷିକ ୧୦ରୁ ୧୫ ଲକ୍ଷ ଯାତ୍ରୀ ଯାତାୟତ କରୁଥିବା ବିମାନବନ୍ଦରଗୁଡ଼ିକ ମଧ୍ୟରୁ ୨୦ରୁ ୨୫ର ଘରୋଇକରଣ ହେବ।


Enter your email to get our daily news in your inbox.

All Right Reserved By Dharitri.Com

କେବେ ଭାବିଛନ୍ତି କି, ଗୋଟିଏ ମାସରେ ପୂରା ଭାରତର ବିଜୁଳି ବିଲ କେତେ ଆସୁଥିବ?

ଆଜିକାଲି ବଢ଼ୁଥିବା ମହଙ୍ଗା ମାଡ଼ରେ ଘରର ବଜେଟ ସମ୍ଭାଳିବା ବହୁତ କଷ୍ଟକର ହୋଇପଡ଼ିଛି। ଯଦି ପରିବାରରେ କେବଳ ଜଣେ ହିଁ ରୋଜଗାରକ୍ଷମ ବ୍ୟକ୍ତି ଥାଆନ୍ତି, ତେବେ ପ୍ରତି…

RBIର ବଡ଼ ଝଟକା: ୪ ବର୍ଷ ପରେ ବୃଦ୍ଧି ପାଇଲା ରେପୋ ରେଟ, ଜାଣନ୍ତୁ କେତେ ବଢ଼ିବ EMI

ନୂଆଦିଲ୍ଲୀ,୭।୧୦: ଅକ୍ଟୋବର ୨୦୨୬ରେ ଅନୁଷ୍ଠିତ ମୁଦ୍ରା ନୀତି କମିଟି (MPC) ବୈଠକରେ, ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) ରେପୋ ହାରକୁ ୨୫ ବେସିସ ପଏଣ୍ଟ (୦.୨୫%) ବୃଦ୍ଧି…

LPG ଗ୍ରାହକଙ୍କ ପାଇଁ ବଡ଼ ଖବର, ଗ୍ୟାସ ସିଲିଣ୍ଡର ଫେରାଇଲେ ସିଧା ମିଳିବ ୫୦୦ଟଙ୍କା!

ନୂଆଦିଲ୍ଲୀ,୬।୧୦: ଯଦି ଆପଣ ଚାକିରି କିମ୍ୱା ପାଠପଢ଼ା ପାଇଁ ବାହାରେ କୌଣସି ଅନ୍ୟ ସହରରେ ରହୁଛନ୍ତି ଏବଂ ଆପଣଙ୍କ ପାଖରେ ସେଠାକାର ସ୍ଥାନୀୟ ଠିକଣା ପ୍ରମାଣପତ୍ର (Local…

କେଉଁ ୱେଟିଂ ଟିକେଟ ସବୁଠୁ ଆଗ କନଫର୍ମ ହୁଏ? ଜାଣନ୍ତୁ ରେଳବାଇର ନୂଆ ନିୟମ…

ଭାରତୀୟ ରେଳବାଇରେ ଯାତ୍ରା କରୁଥିବା ସମୟରେ ଯଦି ଆପଣଙ୍କୁ କନଫର୍ମ ସିଟ ନ ମିଳେ, ତେବେ IRCTC ସିଷ୍ଟମ ଆପଣଙ୍କୁ ୱେଟିଂ ଟିକେଟ (Waiting Ticket) ପ୍ରଦାନ…

ପୁଣି ମହଙ୍ଗା ହେବ ମୋବାଇଲ ରିଚାର୍ଜ ପ୍ଲାନ! ଜାଣନ୍ତୁ କେବେଠୁ…

ନୂଆଦିଲ୍‌ଲୀ,୬।୧୦: ସାଧାରଣ ଲୋକଙ୍କୁ ପୁଣି ଥରେ ମହଙ୍ଗା ମାଡ଼ର ଝଟକା ଲାଗିପାରେ। ଏଥର ଏହି ଝଟକା ଟେଲିକମ କମ୍ପାନୀଗୁଡ଼ିକ ଦେଇପାରନ୍ତି। ଏକ ରିପୋର୍ଟ ଅନୁସାରେ, ଆଗାମୀ ୪ରୁ…

ଓଏଚ୍‌ପିସି ଓ ବିଶ୍ୱ ଦକ୍ଷତା କେନ୍ଦ୍ର ମଧ୍ୟରେ ଏମ୍‌ଓୟୁ

ଭୁବନେଶ୍ୱର,୬।୧୦: ”ସବୁଜ ଶକ୍ତି ଉତ୍କର୍ଷ କେନ୍ଦ୍ର’ ସ୍ଥାପନ ପାଇଁ ଓଡ଼ିଶା ଜଳବିଦ୍ୟୁତ ଶକ୍ତି ନିଗମ ଲିମିଟେଡ୍‌ (ଓଏଚ୍‌ପିସି) ଓ ଭୁବନେଶ୍ୱରସ୍ଥିତ ବିଶ୍ୱ ଦକ୍ଷତା କେନ୍ଦ୍ର ମଧ୍ୟରେ ସୋମବାର…

କମିଲା ସୁନା-ରୁପା ମୂଲ୍ୟ; କିଣିନିଅନ୍ତୁ ମନ ପସନ୍ଦର ଗହଣା, ଜାଣନ୍ତୁ ଦୀପାବଳି ସୁଦ୍ଧା ଦର କେତେ ରହିବ

ନୂଆଦିଲ୍ଲୀ,୬।୧୦: ଗତକାଲି, ଅର୍ଥାତ ସୋମବାର ସୁନା ଓ ରୁପା ଦରରେ ଉତ୍ଥାନ-ପତନ ଦେଖିବାକୁ ମିଳିଥିଲା। ଆଜି, ଅକ୍ଟୋବର ୬ରେ MCX ରେ ଉଭୟ ଧାତୁର ମୂଲ୍ୟ ହ୍ରାସ…

ପାର୍ବଣରେ ଚାନ୍ଦି ଭଣ୍ଡାରର ‘ଅରଣ୍ୟ’ ସମ୍ଭାର

ଭୁବନେଶ୍ୱର,୬ା୧୦(ସନ୍ତୋଷ ବେହେରା): ଚାନ୍ଦିଭଣ୍ଡାର ପକ୍ଷରୁ ଚଳିତ ପାର୍ବଣରେ ଗ୍ରାହକମାନଙ୍କ ଲାଗି ଅକ୍ସିଡାଇଜ୍‌ଡ୍‌ ରୁପା ଗହଣା ସମ୍ଭାର ‘ଅରଣ୍ୟ’ ଉପଲବ୍ଧ କରାଯାଇଛି। ନବରାତ୍ରି ଏବଂ ଦୁର୍ଗାପୂଜା ଅବସରରେ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?