୨୫ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ଗଞ୍ଜେଇ ସହ ଟ୍ରକ ଜବତ: ୩ ଗିରଫ

ସୁନ୍ଦରଗଡ଼,୧୩।୧୧(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଟାଉନ ଥାନା ଅଞ୍ଚଳରେ ଚୋରାରେ ଚାଲାଣ ହେଉଥିବା ସାଢ଼େ ୫ କ୍ୱିଣ୍ଟାଲ ଗଞ୍ଜେଇ ସହ ଏକ ଟ୍ରକକୁ ଜବତ କରିଛି ପୋଲିସ। ଜବତ ଗଞ୍ଜେଇର ଆନୁମାନିକ ମୂଲ୍ୟ ୨୫ ଲକ୍ଷରୁ ଊର୍ଦ୍ଧ୍ୱ ହେବ। ମଙ୍ଗଳବାର ବିଳମ୍ବିତ ରାତିରେ ଟାଉନ ଥାନା ଆଇଆଇସି ବିଭୀତ୍ସ ପ୍ରଧାନ ପାଟ୍ରୋଲିଂ କରୁଥିବାବେଳେ ଉକ୍ତ ଟ୍ରକଟିକୁ ଜବତ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପାଖେଇ ଆସିଲାଣି ଗଣେଶ ପୂଜା, ମୂର୍ତ୍ତି ନିର୍ମାଣରେ ବ୍ୟସ୍ତ କାରିଗର

ରିଷିଡ଼ା,୯ା୯(ସୁଶାନ୍ତ ମଲ୍ଲିକ): ଗଣେଶ ପୂଜା ଉପଲକ୍ଷେ କଳାହାଣ୍ଡି ଜିଲା ଉତ୍ସବ ମୁଖର ହୋଇଉଠିଛି। ବିଶେଷକରି କର୍ଲାମୁଣ୍ତା ବ୍ଲକ ରିଷିଡ଼ା ଅଞ୍ଚଳର ମୂର୍ତ୍ତି କାରିଗରମାନେ ମାଟି ମୂର୍ତ୍ତି ନିର୍ମାଣରେ…

ବିଭିନ୍ନ ଦାବିରେ ଉପଜିଲାପାଳ ଅଫିସ ଘେରାଉ କଲା ବିଜେଡି

ପାଟଣାଗଡ଼,୯ା୯(ସଚ୍ଚିଦାନନ୍ଦ ମହାକୁର): ବଲାଙ୍ଗୀର ଜିଲା ପାଟଣାଗଡ଼ରେ ବିଭିନ୍ନ ଦାବି ନେଇ ବୁଧବାର ସ୍ଥାନୀୟ ବିଜେଡି ପକ୍ଷରୁ ଉପଜିଲାପାଳଙ୍କ କାର୍ଯ୍ୟାଳୟକୁ ଘେରାଉ କରାଯାଇଛି। ଏହି ଅବସରରେ ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ…

‘ଦୃଶ୍ୟମ ୩’ର ଧମାକାଦାର ଟ୍ରେଲର ରିଲିଜ୍‌: ସାଉଁଟୁଛି ପ୍ରଶଂସା

ବଲିଉଡ ଅଭିନେତା ଅଜୟ ଦେବଗନଙ୍କ ବହୁ ପ୍ରତୀକ୍ଷିତ କ୍ରାଇମ ଥ୍ରିଲର୍‌ ‘ଦୃଶ୍ୟମ ଦ କନକ୍ଲୁଜନ’ ଅର୍ଥାତ୍‌ ‘ଦୃଶ୍ୟମ ୩’ର ଟ୍ରେଲର୍‌ ରିଲିଜ ହୋଇଛି। ୨୦୧୫ରେ ଆରମ୍ଭ ହୋଇଥିବା…

ଦ୍ୱିତୀୟ ସେମିଷ୍ଟାର ପରୀକ୍ଷା ଫଳକୁ ନେଇ ଛାତ୍ରୀଛାତ୍ରଙ୍କ ମଧ୍ୟରେ ଅସନ୍ତୋଷ: ମୂଲ୍ୟାଙ୍କନ ଉପରେ ପ୍ରଶ୍ନବାଚୀ

ଭଞ୍ଜନଗର,୯।୯(ବାବୁଲା ପ୍ରଧାନ): ବ୍ରହ୍ମପୁର ବିଶବିଦ୍ୟାଳୟ ପକ୍ଷରୁ ମଙ୍ଗଳବାର ସନ୍ଧ୍ୟାରେ ଯୁକ୍ତ ୩ ଦ୍ୱିତୀୟ ସେମିଷ୍ଟର ପରୀକ୍ଷା ଫଳ ପ୍ରକାଶିତ ହୋଇଛି। ଏଥିରେ ଅନେକ ଛାତ୍ରୀଛାତ୍ରଙ୍କ ପେପର ବ୍ୟାକ…

ଭାରତ ରତ୍ନ ସିଏନଆର ରାଓଙ୍କୁ ‘SIR’ ନୋଟିସ: ଭୋଟର ତାଲିକାରେ ନାଁ ଭୁଲ

ବେଙ୍ଗାଲୁରୁ,୯।୯: ଭୋଟର ତାଲିକାରେ ନାଁ ସ୍ପେଲିଂ ବନାନରେ ଅସଙ୍ଗତି ଥିବା ଜଣାପଡ଼ିବା ପରେ ଭାରତ ରତ୍ନ ବିଶିଷ୍ଟ ବୈଜ୍ଞାନିକ ପ୍ରଫେସର ସିଏନଆର ରାଓଙ୍କୁ ନୋଟିସ ଜାରି କରାଯାଇଛି।…

ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ବ୍ୟକ୍ତିଙ୍କ ମୃତ୍ୟୁ

ପାଟଣା, ୯।୯ (ବୀର କିଶୋର ଦାଶ): ପାଟଣା ଥାନା ଅନ୍ତର୍ଗତ ମୂଷାଖୋରୀ ପଞ୍ଚାୟତର ମୂଷାନାଳି ଗ୍ରାମରେ ବିଦ୍ୟୁତ୍ ଆଘାତ ଲାଗି ବୁଧବାର ସକାଳେ ଦୟାନିଧି ମହାନ୍ତ (୪୮)ଙ୍କ…

ଭଦ୍ରକ-ଧାମରା ରେଳପଥ ଅବରୋଧ ଡିପିସିଏଲ୍‌ର ଅନ୍ୟାୟ: ଅନୀତି ବିରୋଧରେ ଜନଆକ୍ରୋଶ

ତିହିଡ଼ି, ୯।୯ (ସଞ୍ଜିତ ବଳ): ଭଦ୍ରକ-ଧାମରା ରେଳପଥର ତିହିଡ଼ି ବ୍ଲକ ଅଧୀନ ପୀରହାଟ ଥାନା ଅନ୍ତର୍ଗତ ଗୁରୁଦାସପୁରଠାରେ ବୁଧବାର ସକାଳଠାରୁ ରେଳପଥ ଅବରୋଧ କରାଯାଇଛି। ଧାମରା ପୋର୍ଟ…

ସ୍କୁଲରେ ତାଲା ପକାଇଲେ ଅଭିଭାବକ:ବାତ୍ୟା ଆଶ୍ରୟସ୍ଥଳୀରେ ପାଠପଢ଼ିଲେ ଛାତ୍ରୀଛାତ୍ର

ମହାକାଳପଡ଼ା,୯।୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକର ଉପକୂଳବର୍ତ୍ତୀ ସୁନିତି ପଞ୍ଚାୟତ ଅନ୍ତର୍ଗତ ଓଲ୍ଡ ଫିଲ୍ଡ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅଭିଭାବକମାନେ ତାଲା ପକାଇବା ଘଟଣାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri