୨୬ରେ ସୈନିକ ନିଯୁକ୍ତି ପାଇଁ ପରୀକ୍ଷା

କଟକ ଅଫିସ, ୯ା୧୦: ସୈନିକ ନିଯୁକ୍ତି କାର୍ଯ୍ୟାଳୟ ପକ୍ଷରୁ ଆସନ୍ତା ୨୬ରେ କଟକ ବାରବାଟୀ ଷ୍ଟାଡିୟମରେ ସାଧାରଣ ପ୍ରବେଶିକା ପରୀକ୍ଷା(ସିଇଇ) ଅନୁଷ୍ଠିତ ହେବ। ପାରାଦୀପସ୍ଥିତ ଗୋପବନ୍ଧୁ ଷ୍ଟାଡିୟମରେ ଗତ ଅଗଷ୍ଟ ୧୮ରୁ ୨୬ ପର୍ଯ୍ୟନ୍ତ ନିଯୁକ୍ତି ପ୍ରକ୍ରିୟାର ପ୍ରଥମ ପର୍ଯ୍ୟାୟ ଶେଷ ହୋଇଥିଲା। ଏଥିରେ ଉତ୍ତୀର୍ଣ୍ଣ ହୋଇଥିବା ପ୍ରାର୍ଥୀମାନେ ବାରବାଟୀ ଷ୍ଟାଡିୟମରେ ହେବାକୁ ଥିବା ସିଇଇରେ ସାମିଲ ହୋଇପାରିବେ। କଟକସ୍ଥିତ ସୈନିକ ନିଯୁକ୍ତି କାର୍ଯ୍ୟାଳୟରୁ ଯୋଗ୍ୟ ବିବେଚିତ ପ୍ରାର୍ଥୀମାନେ ସେମାନଙ୍କର ଆଡମିଟ କାର୍ଡ ସଂଗ୍ରହ କରିପାରିବେ।


Enter your email to get our daily news in your inbox.

All Right Reserved By Dharitri.Com

୭ ହଜାର ଲିଟର ଦେଶୀ ମଦ ନଷ୍ଟ କଲା ବଲାଙ୍ଗୀର ପୋଲିସ

ବଲାଙ୍ଗୀର ଅଫିସ, ୧୬।୧୨: ବଲାଙ୍ଗୀର ପୋଲିସ ଓ ଅବକାରୀ ବିଭାଗ ମିଳିତ ଭାବେ ଶୁକ୍ରବାର ବଲାଙ୍ଗୀର ବିଜାଖମନ ଜଙ୍ଗଲରେ ୭ ହଜାର ଲିଟର ଦେଶୀ ମଦ...

‘୧୮ତାରିଖ ସୁଦ୍ଧା ରିପୋର୍ଟ ଦିଅ’: କୃଷି ବିଭାଗକୁ ଜିଲାପାଳଙ୍କ ନିର୍ଦ୍ଦେଶ

ବାହାନଗା, ୧୩ା୧୧(ଡି.ଏନ.ଏ.)-ବଙ୍ଗୋପସାଗର ସୃଷ୍ଟି ହୋଇଥିବା ଲଘୁଚାପ ବୁଲବୁଲ ପ୍ରଭାବରେ ବାଲେଶ୍ୱର ଜିଲା ବାହାନଗା ବ୍ଲକର ବିଭିନ୍ନ ପଞ୍ଚାୟତରେ ବ୍ୟାପକ କ୍ଷତି ହୋଇଛି। ଏହାକୁ ନେଇ ଚାଷୀମାନେ...

ଓଲଟିଲା ଯାତ୍ରୀବାହୀ ବସ୍‌

ରୂପ୍‌ସା,୧୩ା୧୦(ଡି.ଏନ୍‌.ଏ.): ବାଲେଶ୍ୱର ୬୦ ନଂ. ଜାତୀୟ ରାଜପଥର ସଦର ବ୍ଲକ ଅନ୍ତର୍ଗତ ହଳଦୀପଦା ନିକଟରେ ଭାରସାମ୍ୟ ହରାଇ ଏକ ଯାତ୍ରୀବାହୀ ବସ୍‌ ଓଲଟି ପଡ଼ିଛି। ଫଳରେ...

ଭୂମି ଅଧିକାର ପାଇବେ ୫୦ ହଜାର

ଭୁବନେଶ୍ୱର,୩।୩ (ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ ଭୂମିହୀନଙ୍କୁ ଭୂମି ତଥା ବାସସ୍ଥାନ ପ୍ରଦାନ ନିମନ୍ତେ ରାଜ୍ୟ ସରକାରଙ୍କ ‘ଜାଗା ମିଶନ’କୁ କାର୍ଯ୍ୟକାରୀ କରାଯାଉଛି। ଏନେଇ ଭୁବନେଶ୍ୱର ମହାନଗର...

ସରିଲା ରାଜାଙ୍କ ରିମାଣ୍ଡ ଅବଧି: ମିଳିଲାନି ନୂଆ ତଥ୍ୟ

ଜଗତ୍‌ସିଂହପୁର ଅଫିସ,୨୬ା୯: ବହୁ ଚର୍ଚ୍ଚିତ ନର୍ସ ନିହାରିକା ପାତ୍ର ହତ୍ୟା ମାମଲାର ଅଭିଯୁକ୍ତ ତଥା ପ୍ରେମିକ କିଶୋର ଚନ୍ଦ୍ର ଆଞ୍ଚଳ ଓରଫ ରାଜାଙ୍କୁ ବିରିଡ଼ି ପୋଲିସ...

ଭବାନୀପାଟଣାରେ ନଡ୍ଡା: ସରକାରଙ୍କ ସଫଳତାର ରଖିବେ ହିସାବ

ଭବାନୀପାଟଣା,୨୩।୬(ଉତ୍ତମ କୁମାର ଦାଶ): ଭବାନୀପାଟଣାରେ ପହଞ୍ଚିଛନ୍ତି ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡା। ସେ ପ୍ରଥମେ ଅଧିଷ୍ଠାତ୍ରୀ ଦେବୀ ମା’ ମାଣିକେଶ୍‌ରୀଙ୍କ ଦର୍ଶନ କରିବେ। ଏହାପରେ...

କନ୍ଧନୟାଗଡ଼ରେ ପାଇଖାନା ଦୁର୍ନୀତିର ତଦନ୍ତ; ପ୍ରାରମ୍ଭରୁ ଦୁର୍ନୀତି ଚାପିବାକୁ ପ୍ରୟାସ, ଫସର ଫାଟିଲା ଜିଲାପାଳଙ୍କ ନିର୍ଦ୍ଦେଶ

ରଣପୁର,୭ା୧୧(ସ୍ବ.ପ୍ର.): ନୟାଗଡ଼ ଜିଲା ରଣପୁର ବ୍ଲକ କନ୍ଧନୟାଗଡ ପଞ୍ଚାୟତରେ ସ୍ବଚ୍ଛ ଭାରତ ମିଶନରେ ନିର୍ମାଣ ହେଉଥିବା ପାଇଖାନା ଦୁର୍ନୀତିର ବୁଧବାର ତଦନ୍ତ ହୋଇଛି । ବ୍ଲକ...

ପୁଣି ୩ ଦିନିଆ ରିମାଣ୍ଡରେ ଯିବେ କାର୍ତ୍ତିକେଶ୍ବର

ଭୁବନେଶ୍ୱର,୧୧।୪(ବ୍ୟୁରୋ): ଗଞ୍ଜାମ ଜିଲା କ୍ଷୁଦ୍ର ଜଳସେଚନ ବିଭାଗର ସହକାରୀ ଯନ୍ତ୍ରୀ କାର୍ତ୍ତିକେଶ୍ବର ରାଉଳଙ୍କୁ ପୁଣି ରିମାଣ୍ତରେ ନେବାକୁ ଅନୁମତି ମିଳିଛି। ଭିଜିଲାନ୍ସ କୋର୍ଟ ତାଙ୍କୁ ୩...

Advertisement
Archives

Model This Week