୨୬୧୩ କୋଟି ନିବେଶ କଲେ ଏଫ୍‌ପିଆଇ

ନୂଆଦିଲ୍ଲୀ,୩୦-୧୨: ଦେଶର ପୁଞ୍ଜି ବଜାରରେ ଫରେନ ପୋର୍ଟଫୋଲିଓ ଇନଭେଷ୍ଟର୍ସ(ଏଫ୍‌ପିଆଇ) ମାନେ ଡିସେମ୍ବରରେ ୨୬୧୩ କୋଟି ଟଙ୍କାର ନିବେଶ କରିଛନ୍ତି। କର୍ପୋରେଟଗୁଡିକର ଲାଭ ଆଶା ଭଳି ବିଭିନ୍ନ ପ୍ରସଙ୍ଗକୁ ଆଧାର କରି ନିବେଶକମାନେ ଏଭଳି ନିଷ୍ପତ୍ତି ନେଇଛନ୍ତି। ଷ୍ଟକ ବଜାର ଡିପୋଜିଟୋରୀ ଡାଟା ମୁତାବକ ପୁଞ୍ଜି ବଜାରରେ ବିଦେଶୀ ନିବେଶକମାନେ ୬,୩୦୧.୯୬ କୋଟି ଟଙ୍କାର ନେଟ ନିବେଶ କରିଛନ୍ତି। ସେହିଭଳି ଡେଟ୍‌ ସେଗମେଣ୍ଟରେ ଏମାନେ ୩,୬୮୮ କୋଟି ଟଙ୍କା କାଢି ନେଇଛନ୍ତି। ଏହାକୁ ବିଚାର କଲେ ମୋଟ ନେଟ ନିବେଶ ୩୬୧୩ କୋଟି ଟଙ୍କା ରହିଛି। ଦେଶରେ ମାନ୍ଦାବସ୍ଥା ଲାଗି ରହିବା ସତ୍ୱେ ବିଦେଶୀ ନିବେଶକମାନେ ପୁଞ୍ଜି ବଜାର ଉପରେ ଭରଷା ଦେଖାଉଥିବା ଜଣାପଡିଛି। ଜାନୁୟାରୀ,ଜୁଲାଇ ଏବଂ ଅଗଷ୍ଟକୁ ବାଦଦେଲେ ଏଫପିଆଇ ଶେୟାର ବଜାରରେ ନିବେଶ ଜାରି ରଖିଛନ୍ତି। ଏହି ସମୟରେ ବିଦେଶୀ ନିବେଶକମାନେ ଇକ୍ୱିଟି ଏବଂ ଡେଟ୍‌ ସେଗମେଣ୍ଟରେ ମୋଟ ୭୩,୨୭୬ କୋଟି ଟଙ୍କା ନିବେଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରିୟଲ ଇଷ୍ଟେଟ କ୍ଷେତ୍ରକୁ ଚାପମୁକ୍ତ କରିବାକୁ ପ୍ରସ୍ତାବ

ଭୁବନେଶ୍ୱର: ଲକ୍‌ଡାଉନ ଯୋଗୁ ନିର୍ମାଣ ଏବଂ ରିୟଲ ଇଷ୍ଟେଟ କ୍ଷେତ୍ର ଉପରେ ନକାରାତ୍ମକ ପ୍ରଭାବ ଜାରି ରହିଛି। ଏହି ସମସ୍ୟା ସମାଧାନ କରିବା ଲାଗି ରାଜ୍ୟ...

୩.୩୮ ଲକ୍ଷରୁ ଉର୍ଦ୍ଧ୍ୱ କମ୍ପାନୀଙ୍କ ପଞ୍ଜୀକରଣ ରଦ୍ଦ

ନୂଆଦିଲ୍ଲୀ, ୩-୧୨: ଗତ ୨ ଆର୍ଥତ୍କ ବର୍ଷରେ ସରକାର ୩.୩୮ ଲକ୍ଷ କମ୍ପାନୀଙ୍କ ପଞ୍ଜୀକରଣ ରଦ୍ଦ କରିବା ସହ ସରକାରୀ ରେକର୍ଡରୁ ହଟାଇଛନ୍ତି। ଏହି କମ୍ପାନୀଗୁଡିକ...

ଡିଏସ୍‌ପି ମ୍ୟୁଚୁଆଲ ଫଣ୍ଡର ନୂତନ ସେବା

ନୂଆଦିଲ୍ଲୀ,୧୭।୩:ଡିଏସ୍‌ପି ମ୍ୟୁଚୁଆଲ ଫଣ୍ଡ ପକ୍ଷରୁ ମହିଳାଙ୍କ ପାଇଁ ଏକ ସ୍ବତନ୍ତ୍ର ହଟ୍‌ ଲାଇନ ସେବାର ଶୁଭାରମ୍ଭ କରାଯାଇଛି। ମହିଳାମାନଙ୍କୁ ନିବେଶ ସମ୍ପର୍କରେ ଅଧିକ ଜଣାଇବା (ଶିକ୍ଷାଲାଭ)...

୨୦୨୩ ସୁଦ୍ଧା କାର୍ଯ୍ୟକ୍ଷମ ହେବ ତାଳଚେର ସାର କାରଖାନା

ନୂଆଦିଲ୍ଲୀ,୮-୨: ୨୦୨୩ ସେପ୍ଟେମ୍ବର ସୁଦ୍ଧା ତାଳଚେର ଫର୍ଟିଲାଇଜର୍ସ ଲିମିଟେଡ(ଟିଏଫ୍‌ଏଲ୍‌) କାର୍ଯ୍ୟକ୍ଷମ ହେବ। କେନ୍ଦ୍ର ସାର ଓ ରସାୟନ ମନ୍ତ୍ରୀ ଡି.ଭି.ସଦାନନ୍ଦ ଗୌଡା ଶୁକ୍ରବାର ରାଜ୍ୟ ସଭାରେ...

ମଲ୍ଟି ମୋଡାଲ ହବ୍‌ ହେବ ଭୁବନେଶ୍ୱର ଷ୍ଟେଶନ

ନୂଆଦିଲ୍ଲୀ,୭।୨:  ଭୁବନେଶ୍ୱର ରେଳ ଷ୍ଟେଶନକୁ ବିଶ୍ୱସ୍ତରୀୟ ମଲ୍ଟି ମୋଡାଲ ହବ୍‌ରେ ପରିଣତ କରାଯିବ ବୋଲି ଶୁକ୍ରବାର ରାଜ୍ୟ ସଭାରେ କେନ୍ଦ୍ର ରେଳମନ୍ତ୍ରୀ ପୀୟୂଷ ଗୋୟଲ ସୂଚନା ଦେଇଛନ୍ତି।...

ସ୍ପାଇସ୍‌ମନିର ଉଦ୍ୟମ ସେବା

ନୂଆଦିଲ୍ଲୀ,୧୮।୧: ଦେଶର ପ୍ରମୁଖ ଘରୋଇ ଆଇଟି ସଂସ୍ଥା ଡିଜିସ୍ପେସ୍‌ ଟେକ୍ନୋଲୋଜିସ୍‌ର ସହାୟକ କମ୍ପାନୀ ସ୍ପାଇସ୍‌ମନିର ଉଦ୍ୟମ ସେବାର ଶୁଭାରମ୍ଭ କରାଯାଇଛି। ଏହା ଜରିଆରେ ଗ୍ରାମୀଣ ଭାରତରେ...

ଆଦାନୀ ଗ୍ରୀନ୍‌ ଏନର୍ଜିରେ ୨୦% ଅଂଶଧନ ହାସଲ କରିବ ଟୋଟାଲ

ନୂଆଦିଲ୍ଲୀ: ଫ୍ରାନ୍ସ ଭିତ୍ତିକ ଏନର୍ଜି କମ୍ପାନୀ ଟୋଟାଲ, ଆଦାନୀ ଗ୍ରୀନ୍‌ ଏନର୍ଜିରେ ୨୦% ଅଂଶଧନ ହାସଲ କରିବ। ଆଦାନୀ ଏଣ୍ଟରପ୍ରାଇଜେସ୍‌ର ଆଦାନୀ ଗ୍ରୀନ୍‌ ଏକ ଅଣପାରମ୍ପରିକ...

ଏୟାର ଇଣ୍ଡିଆ ଘରୋଇକରଣ ଲାଗି ନୂଆ ପଦକ୍ଷେପ

ନୂଆଦିଲ୍ଲୀ,୫-୩: ରାଷ୍ଟ୍ରାୟତ୍ତ ଏୟାର ଇଣ୍ଡିଆର ଘରୋଇକରଣ ଲାଗି ବର୍ତ୍ତମାନ ଯାଏ କୌଣସି ରାସ୍ତା ବାହାରି ପାରିନାହିଁ। ସରକାର ଏ ଦିଗରେ ପ୍ରୟାସ ଜାରି ରଖିଥିବା ବେଳେ...

Advertisement
Archives

Model This Week