୨୬୧ କୋଚରେ ଆଇସୋଲେଶନ ୱାର୍ଡ ପ୍ରସ୍ତୁତ କରୁଛି ପୂର୍ବତଟ ରେଳପଥ

ଭୁବନେଶ୍ୱର,୪।୪: କରୋନା ବିରୋଧୀ ଲଢେଇରେ ପୂର୍ବତଟ ରେଳପଥ ଏହାର ଯୋଗଦାନ ରଖିଛି। ମୋଟ ୨୬୧ କୋଚ୍ ମଧ୍ୟରୁ ରେଳପଥ ପକ୍ଷରୁ ଭୁବନେଶ୍ୱର କୋଚିଂ ଡିପୋରେ ୪୬ କୋଚକୁ ଆଇସୋଲେଶନ ୱାର୍ଡରେ ପରିବର୍ତ୍ତନ କରାଯିବାକୁ ନିଷ୍ପତ୍ତି ହୋଇଛି। ସେହିଭଳି ଏହା ମାସ୍କ ଏବଂ ସାନିଟାଇଜର ମଧ୍ୟ ପ୍ରସ୍ତୁତ କରୁଥିବା ସୂଚନା ରହିଛି। ବର୍ତ୍ତମାନ ସୁଦ୍ଧା ୪୩୦ ଲିଟରରୁ ଅଧିକ ସାନିଟାଇଜର ଏବଂ ୨୪,୩୧୪ରୁ ଅଧିକ ମାସ୍କ ଏହା ପ୍ରସ୍ତୁତ କରିଥିବା କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଧାୟକଙ୍କ ଗାଡ଼ି ଧକ୍କାରେ ଶିକ୍ଷକ ଗୁରୁତର

ଭଦ୍ରକ ଅଫିସ/ଭଣ୍ଡାରିପୋଖରୀ, ୨୨।୩(ଡି.ଏନ.ଏ.)- ୧୬ ନଂ. ଜାତୀୟ ରାଜପଥର ଭଣ୍ଡାରିପୋଖରୀ ନିକଟରେ ସୋମବାର ଅପରାହ୍ନରେ ବାଲେଶ୍ୱର ଜିଲା ରେମୁଣା ବିଧାୟକଙ୍କ ଗାଡ଼ି ଧକ୍କାରେ ଜଣେ ଶିକ୍ଷକ...

ଆନ୍ଧ୍ରର ଅନୁପ୍ରବେଶ ରୋକିପାରୁନି ଓଡ଼ିଶା

ପଟ୍ଟାଙ୍ଗ,୩୧ା୩(ଡି.ଏନ.ଏ.): କୋରାପୁଟ ଜିଲା ପଟ୍ଟାଙ୍ଗୀ ବ୍ଲକ କୋଟିଆ ପଞ୍ଚାୟତରେ ଆନ୍ଧ୍ରର ଅନୁପ୍ରବେଶ ଜାରି ରହିଛି। ଏ ଦିଗରେ ଓଡ଼ିଶା ଜିଲା ପ୍ରଶାସନ ରୋକୋ ଲଗାଇବାକୁ ବିଫଳ...

ସ୍ପନ୍ଦନ ଷ୍ଟାର ଓଲିଉଡ୍‌ ଆୱାର୍ଡ ୨୦୧୯: ମିହିର ଦାସ ‘ଏଭରଗ୍ରୀନ୍‌ ଅଭିନେତା’

ଭୁବନେଶ୍ୱର,୩୦ା୧୧(ବ୍ୟୁରୋ): ରଙ୍ଗିଲା ଡ୍ୟାନ୍ସ ଇଣ୍ଟରନ୍ୟାଶନାଲ ସହଯୋଗରେ ସ୍ପନ୍ଦନ ଷ୍ଟାର୍‌ ଓଲିଉଡ୍‌ ଆୱାର୍ଡ ପକ୍ଷରୁ ସ୍ପନ୍ଦନ ଷ୍ଟାର୍‌ ଓଲିଉଡ୍‌ ଆୱାର୍ଡ-୨୦୧୯ ଶୁକ୍ରବାର ସୂଚନା ଭବନଠାରେ ଅନୁଷ୍ଠିତ ହୋଇଯାଇଛି।...

ପୁରାଣ କଥା କହେ ବିରାଟ ଗାଦି

କଟକ ଅଫିସ,୯।୨: ପ୍ରାଚୀନ ଇତିହାସ ସହ ଜଡିତ ହୋଇ ରହିଛି କଟକ ଜିଲାରେ ଅନେକ ସ୍ଥାନ। ସେଥିମଧ୍ୟରେ କଟକ ଜିଲା ଚୌଦ୍ୱାର ଅଞ୍ଚଳର ବିରାଟ ଗାଦି(ବଧି...

ଜାଣିପାରିଲାନି ଶିକ୍ଷା ବିଭାଗ: ୩୯ଲକ୍ଷ ଟଙ୍କା ହାତେଇ ମହିଳା ଆକାଉଣ୍ଟାଣ୍ଟ ଫେରାର

ଭବାନୀପାଟଣା,୮।୧୦(ସ୍ବ.ପ୍ର.): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ବ୍ଲକ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟର ଜଣେ ମହିଳା ଆକାଉଣ୍ଟାଣ୍ଟଙ୍କ କଳାକାରନାମା ସାମ୍ନାକୁ ଆସିଛି। ଶିକ୍ଷକଙ୍କ ଦରମା ବାବଦକୁ ପ୍ରାୟ...

ଗାଡ଼ି ଶୋ’ ରୁମ୍‌ରେ ଲାଗିଲା ନିଆଁ

ଭୁବନେଶ୍ୱର,୨୫ା୧୨(ବ୍ୟୁରୋ): ରାଜଧାନୀରେ ରବିବାର ଭୟାବହ ଅଗ୍ନିକାଣ୍ଡ ଘଟିଛି। ଫାୟାର ଷ୍ଟେଶନ ପାଖରେ ଥିବା ପିଜିଏଲ ହୋଣ୍ଡା ଶୋ’ରୁମ୍‌ରେ ନିଆଁ ଲାଗି ଯାଇଥିଲା। ଖବର ପାଇ ଘଟଣାସ୍ଥଳରେ...

ଭୁବନେଶ୍ୱରରୁ ୫ ମୂର୍ତ୍ତି ଉଦ୍ଧାର, ଜଣେ ଗିରଫ

ପିପିଲି,୪।୩(ସ୍ବ.ପ୍ର.): ପିପିଲି କାକୁଡ଼ିଆସ୍ଥିତ ଶ୍ରୀ ଗୋପୀନାଥ ଦେବ ମନ୍ଦିରରୁ ଚୋରି ୫ ମୂର୍ତ୍ତିକୁ ପୋଲିସ ଭୁବନେଶ୍ୱରରୁ ଉଦ୍ଧାର କରିଛି। ଏଥିରେ ସମ୍ପୃକ୍ତ ଥିବା ଜଣେ ଅଭିଯୁକ୍ତଙ୍କୁ...

ବଜାରକୁ ଆସିଲା ହୋଣ୍ଡାର ଲିମିଟେଡ ଏଡିଶନ ଆକ୍ଟିଭା ୫ଜି, ସିବି ସାଇନ୍‌

ନୂଆଦିଲ୍ଲୀ,୨୮-୫: ହୋଣ୍ଡା ମୋଟର ସାଇକେଲ ସ୍କୁଟର ଇଣ୍ଡିଆ ଲିମିଟେଡ ପକ୍ଷରୁ ଲିମିଟେଡ ଏଡିଶନ ଆକ୍ଟିଭା ୫ଜି ଏବଂ ନୂଆ ସିବି ସାଇନ ବଜାରକୁ ଆସିଛି। ଲିମିଟେଡ...

Advertisement
Archives

Model This Week