୨୬୧ ଲିଟର ମଦଜବତ, ପୋଚ ନଷ୍ଟ

ଧରାକୋଟ,୧୧ା୪(ଡି.ଏନ.ଏ.)- ଧରାକୋଟ ଥାନା ଜଗମୋହନ ପଞ୍ଚାୟତ ଚମ୍ପାପଲ୍ଲୀ ଗ୍ରାମରେ ଧରାକୋଟ ପୋଲିସ ଓ ଆସିକା ପୋଲିସ ମିଳିତ ଭାବେ ଚଢ଼ାଉ କରି ୮ ହଜାର ଲିଟର ଦେଶୀ ମଦ ପୋଚ ନଷ୍ଟ କରିଛି। ଶନିବାର ଭୋରରୁ ଚମ୍ପାପଲ୍ଲୀ ଆଖପାଖ ଅଞ୍ଚଳରେ ଚଢ଼ାଉ କରାଯାଇଥିଲା। ଧରାକୋଟ ଥାନାଧିକାରୀ ସହଦେବ ମହାପାତ୍ରଙ୍କ ନେତୃତ୍ୱରେ ଏକ ପ୍ଲାଟୁନ ପୋଲିସ ଚଢାଉ କରିଥିଲେ। ମଦ ପ୍ରସ୍ତୁତକାରୀ ଚମ୍ପଟ ମାରିଥିବା ଥାନାଧିକାରୀଙ୍କ ଠାରୁ ପ୍ରକାଶ। ୨୬୧ ଲିଟର ଦେଶୀ ମଦ ଜବତ କରାଯାଇଥିବା ବେଳେ ୫୮, ୫୯, ୬୦, ୬୧, ୬୨, ୬୩/୨୦୨୦ ପ୍ରକାରେ ୬ଟି ମାମଲା ଧରାକୋଟ ଥାନାରେ ରୁଜୁ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନୀଳଗିରିରେ ପ୍ରଥମ ଡେଙ୍ଗୁ ରୋଗୀ

ସଜନାଗଡ଼, ୫।୯(ଡି.ଏନ.ଏ.)- ନୀଳଗିରି ଅଞ୍ଚଳରେ ଚଳିତବର୍ଷ ପ୍ରଥମ ଡେଙ୍ଗୁ ରୋଗୀ ଚିହ୍ନଟ ହୋଇଛନ୍ତି। ଧୋବଶିଳା ପଞ୍ଚାୟତ ବଧିଆ ଚାନ୍ଦୁଆପଦା ଗ୍ରାମର ଜଣେ ଯୁବତୀ ହାଇଦ୍ରାବାଦ୍‌ରେ ରହି...

ଟାଙ୍କିଲିପଦର ଗ୍ରାମ ମୁଖ୍ୟ ରାସ୍ତାରୁ ମହିଳାଙ୍କ କ୍ଷତବିକ୍ଷତ ମୃତଦେହ ଉଦ୍ଧାର, ପରିଚୟ ଖୋଜୁଛି ପୋଲିସ

ଚନ୍ଦ୍ରଗିରି,୧୮।୫(ଡି.ଏନ୍‌.ଏ.): ଗଜପତି ଜିଲା ମୋହନା ଥାନା ଚନ୍ଦ୍ରଗିରି ପୋଲିସ ଫାଣ୍ଡି ଅଧୀନ ଟାଙ୍କିଲିପଦର ଗ୍ରାମ ମୁଖ୍ୟ ରାସ୍ତାରୁ ଶୁକ୍ରବାର ମଧ୍ୟରାତ୍ରରେ ଜଣେ ଅଜଣା ମହିଳାଙ୍କ ମୃତଦେହ...

ଚୌଦ୍ୱାରରେ ଚିନ୍ତା ବଢାଇଛନ୍ତି ରାଜ୍ୟ ଫେରନ୍ତା

ଚୌଦ୍ୱାର,୧୨।୫(ଡି.ଏନ.ଏ.)-କରୋନା ମୁକାବିଲା ପାଇଁ ସାରା ଦେଶରେ ଲକଡାଉନ ଘୋଷଣା ହୋଇଛି। ଏପରିସ୍ଥିତିରେ ପଞ୍ଜିକୃତ ଓ ଅଣ ପଞ୍ଜିକୃତ ଶ୍ରମିକମାନେ ବହୁ ସଂଖ୍ୟାରେ ଘର ବାହୁଡ଼ା ହେଉଛନ୍ତି।...

ସମୁଦ୍ରରେ ଇଲିଶି ତଲାସି

ଭୋଗରଇ, ୨୦।୮(ଡି.ଏନ.ଏ.)-ଶ୍ରାବଣ ଶେଷ ହୋଇ ଭାଦ୍ରବ ହେଲାଣି। ତଥାପି ଜାଲରେ ଧରାପଡୁନି ଆଶାନୁରୂପ ଇଲିଶି। ମୌସୁମୀର ଅନିୟମିତତା ଯୋଗୁ ଚଳିତବର୍ଷ ଟ୍ରଲର ମାଲିକ ଓ ମତ୍ସ୍ୟଜୀବୀମାନେ...

ପୋଲିସ ଡରରେ ପୋଡ଼ିଦେଲେ କାର

ମାଲକାନଗିରି,୨୦ା୧: ମାଲକାନଗିରି ଜିଲା ଚଲାଣଗୁଡ଼ା ପଞ୍ଚାୟତ ଅଧୀନ ରେଙ୍ଗାବନ୍ଧ ଗ୍ରାମ ନିକଟରେ ବୁଧବାର  ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗଞ୍ଜେଇ ଚାଲାଣହେଉଥିବା ଏକ କାର...

ମହିଳା ଜୀବିକା ସୁରକ୍ଷା ମଞ୍ଚର ବିକ୍ଷୋଭ

ଫିରିଙ୍ଗିଆ, ୨୭ା୯- ଭୂମିହୀନଙ୍କୁ ଜମି ପଟ୍ଟା ପ୍ରଦାନ ଦାବିରେ ଫିରିଙ୍ଗିଆ ମହିଳା ଜୀବୀକା ସୁରକ୍ଷା ମଞ୍ଚ ପକ୍ଷରୁ ଗୁରୁବାର ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ଏଥିସହ ତହସିଲ...

କରୋନା ଲଢ଼େଇରେ ମୋନାଲିସା

ଢେଙ୍କାନାଳ ଅଫିସ, ୩୦।୪ – କରୋନା ଲଢ଼େଇରେ ସାମିଲ ହୋଇଛନ୍ତି ଢେଙ୍କାନାଳ ଜିଲା ଯୋରନ୍ଦାସ୍ଥିତ ଏସ୍‌ବିଆଇ ଶାଖା ମହୁଲଖୋଲି ଗ୍ରାହକ ସେବା କେନ୍ଦ୍ରର ସ୍ବତ୍ତ୍ୱାଧିକାରିଣୀ ମୋନାଲିସା...

ଦାଦାବଟି ଆଦାୟ ଅଭିଯୋଗ: ପେସାଦାର ଅପରାଧୀ ଗଲେ ଜେଲ୍‌

ଦିଗପହଣ୍ଡି,୩୧ା୧୦: ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅନ୍ତର୍ଗତ ବନ୍ଥପଲ୍ଲୀ, ଲଙ୍ଗଳଦେଇ ପ୍ରଭୃତି ଅଞ୍ଚଳରେ ଥିବା କ୍ରସର ୟୁନିଟ, ଇଟାଭାଟି, ପଥର ଖାଦାନ ସମେତ ବିଭିନ୍ନ ଠିକାଦାରଙ୍କ...

Advertisement


Archives

Model This Week