Posted inଜାତୀୟ

୨୬ ଯାତ୍ରୀଙ୍କୁ ବିମାନରୁ ସ୍ବେଚ୍ଛାକୃତ ଭାବେ ବାହାରି ଯିବାକୁ କହିଲା ଏୟାର ଫ୍ରାନ୍ସ୍‌

ନୂଆଦିଲ୍ଲୀ,୧୦।୭: ଦିଲ୍ଲୀରୁ ଫ୍ରାନ୍ସ୍‌ ଯାଉଥିବା ଏୟାର ଫ୍ରାନ୍ସ୍‌ର ବିମାନ ଏଫ୍‌-୨୨୫ରୁ ୨୬ଜଣ ଯାତ୍ରୀଙ୍କୁ ସ୍ବେଚ୍ଛାକୃତ ଭାବେ ବାହାରି ଯିବାକୁ ବୁଧବାର ସକାଳେ ଅନୁରୋଧ କରାଯାଇଛି। ଯାତ୍ରୀଙ୍କ ଲଗେଜ୍‌ ଅଧିକ ଥିବାରୁ ଏପରି କରାଯାଇଥିବା କୁହାଯାଉଛି। ଯାନ୍ତ୍ରିକ ତ୍ରୁଟି ଯୋଗୁ ଏଭଳି କରାଯାଇଥିବା ଏୟାର ଫ୍ରାନ୍ସ୍‌ କହିଛି। ଯାତ୍ରୀମାନେ ବାହାରି ଯିବା ପରେ ବିମାନ ଉଡ଼ାଣ କରିଥିଲା। ତେବେ ସ୍ବେଚ୍ଛାକୃତ ଭାବେ ବିମାନରୁ ବାହାରି ଥିବା ଯାତ୍ରୀଙ୍କ ପାଇଁ ଏୟାର ଫ୍ରାନ୍ସ୍‌ ପକ୍ଷରୁ କୌଣସି ପଦକ୍ଷେପ ଗ୍ରହଣ କରାଯାଇଛି କି ନାହିଁ ସେ ସମ୍ପର୍କିତ ସୂଚନା ମିଳିପାରି ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଚମ୍ପାରନରେ ଶାହାଙ୍କ ରଣହୁଙ୍କାର: ଜଙ୍ଗଲରାଜଙ୍କ ସହ ମିଶିଗଲେ ନୀତୀଶ

ପାଟନା,୨୫।୨: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ତଥା ଭାଜପା ନେତା ଅମିତ ଶାହା ବିହାରର ଚମ୍ପାରନରେ ଏକ ରାଲିକୁ ସମ୍ବୋଧିତ କରିଛନ୍ତି। ଏହି ସମୟରେ ଶାହା ବିହାର...

କଶ୍ମୀର ଆଇଜିପି ହେଲେ ବିଜୟ କୁମାର

ଶ୍ରୀନଗର,୨୯ା୧୨(ଆଇଏଏନ୍‌ଏସ୍‌): ଜମ୍ମୁ-କଶ୍ମୀର କେନ୍ଦ୍ରଶାସିତ ଅଞ୍ଚଳର ନୂଆ ପୋଲିସ ଆଇଜି ଭାବେ କେ. ବିଜୟ କୁମାର ନିଯୁକ୍ତ ହୋଇଛନ୍ତି। ୧୯୯୭ ବ୍ୟାଚ୍‌ର ଏହି ଆଇପିଏସ୍‌ ଅଫିସର ଏସ.ପି....

ବିବାହ କଲେ ୬୭ ବର୍ଷ ବରକୁ ୬୫ ବର୍ଷୀୟା କନ୍ୟା

ତ୍ରିଶୂର,୨୯।୧୨: କେରଳ ତ୍ରିଶୂର ଜିଲାର ରାମାଭରମାପୁରମରେ ୬୭ ବର୍ଷ ବରକୁ ୬୫ ବର୍ଷୀୟା କନ୍ୟା ବିବାହ କରିବା ଦୃଶ୍ୟ ସମସ୍ତଙ୍କୁ ଆନନ୍ଦ ଦେଇଛି। ଏକ ସରକାରୀ...

ସନ୍ଥ ଜ୍ଞାନେଶ୍ୱର-ତୁକାରାମ ମହାରାଜ ପାଲକି ମାର୍ଗ ୪ ଲେନ ହେବ

ନୂଆଦିଲ୍ଲୀ,୮ ।୧୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ମହାରାଷ୍ଟ୍ରର ସନ୍ଥ ଜ୍ଞାନେଶ୍ୱର ପାଲକି ମାର୍ଗ(ଏନ୍‌ଏଚ୍‌-୯୬୫)ର ପଞ୍ଚମ ଖଣ୍ଡ ଓ ସନ୍ଥ ତୁକାରାମ ମହାରାଜ ପାଲକି ମାର୍ଗ(ଏନ୍‌ଏଚ୍‌-୯୬୫ଜି)ର...

ପଞ୍ଜାବରେ ଫେଲ୍‌ ମାରିଲା ଲକ୍‌ଡାଉନ୍‌: ଅନିର୍ଦ୍ଦିଷ୍ଟ କାଳ ପାଇଁ କର୍ଫ୍ୟୁ

ଚଣ୍ଡିଗଡ଼,୨୩।୩: କରୋନା ଭାଇରସ ସହ ଲଢିବା ପାଇଁ ଦେଶର କିଛି ରାଜ୍ୟକୁ ଆସନ୍ତା ୩୧ ତାରିଖ ପର୍ଯ୍ୟନ୍ତ ଲକ୍‌ ଡାଉନ୍‌ ଘୋଷଣା କରାଯାଇଥିଲା। ପଞ୍ଜାବ ମୁଖ୍ୟମନ୍ତ୍ରୀ...

ସଂସଦରେ ହଟ୍ଟଗୋଳ ମଧ୍ୟରେ ଭାରତ ଫେରିଲେ ରାହୁଲ ଗାନ୍ଧୀ: ଆଉ କିଛି ସମୟ ପରେ କରିବେ ଖବରଦାତା ସମ୍ମିଳନୀ

ନୂଆଦିଲ୍ଲୀ,୧୬।୩: କଂଗ୍ରେସ ନେତା ରାହୁଲ ଗାନ୍ଧୀ ବ୍ରିଟେନ୍‌ରେ ଦେଇଥିବା ବିବୃତ୍ତିକୁ ନେଇ ଏବେ ସଂସଦରେ ଝଡ଼ ସୃଷ୍ଟି ହୋଇଛି। ଇତିମଧ୍ୟରେ ରାହୁଲ ଗାନ୍ଧୀ ବ୍ରିଟେନ ଗସ୍ତରୁ...

ମନ୍ତ୍ରୀଙ୍କ ଘରେ କଙ୍କଡା ଫୋପାଡ଼ି ବିରୋଧ ପ୍ରଦର୍ଶନ କଲେ ଏନ୍‌ସିପି କର୍ମକର୍ତ୍ତା

ପୁଣେ,୯।୭: ମହାରାଷ୍ଟ୍ରର ରାଷ୍ଟ୍ରବାଦୀ କଂଗ୍ରେସ ଦଳ(ଏନ୍‌ସିପି)ର ଯୁବ କର୍ମକର୍ତ୍ତା ଜଳ ସଂରକ୍ଷଣ ମନ୍ତ୍ରୀ ତାନାଜି ସାଓ୍ବନ୍ତଙ୍କ ବିରୋଧରେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ରତ୍ନଗିରି ଜିଲାର ତିଓ୍ବାରେ...

ଭାଜପାକୁ ଚେତାବନୀ ଦେଲେ କେସିଆର

ହାଇଦ୍ରାବାଦ,୧୮।୧୧: ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ କେ.ଚନ୍ଦ୍ରଶେଖର ରାଓ ଧାନ କିଣା ପ୍ରସଙ୍ଗକୁ ନେଇ ଗୁରୁବାର ଭାଜପାକୁ ଟାର୍ଗେଟ କରିଛନ୍ତି। କେନ୍ଦ୍ର ଧାନ କିଣିଲେ ଏହାକୁ ଭାଜପା କାର୍ଯ୍ୟାଳୟରେ...

Advertisement
Archives

Model This Week