୨୭ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୩୦।୧୧(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର ୨୭ଟି ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କରିଛନ୍ତି। ଖାରବେଳ ଭବନରେ ଭିଡିଓ କନ୍‌ଫରେନ୍ସିଂ ଯୋଗେ ସେ ଏହା କହିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ୫ଟି ପ୍ରକଳ୍ପର ଉଦ୍‌ଘାଟନ କରିଥିବା ବେଳେ ୨୨ଟି ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି। ଏହି ୨୭ଟି ପ୍ରକଳ୍ପରେ ମୋଟ ୮୩୯୩ କୋଟି ପୁଞ୍ଜିନିବେଶ କରାଯାଇଥିବା ବେଳେ ୧୨,୧୪୨ଙ୍କୁ ନିଯୁକ୍ତି ସୁଯୋଗ ମିଳିବ ବୋଲି ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ଥିତି ହରାଉଛି ‘ହାବସ୍‌ପୁରୀ’ ହସ୍ତତନ୍ତ

ଭୁବନେଶ୍ୱର,୨୨।୧୧ (ବ୍ୟୁରୋ): ଗାନ୍ଧିଜୀଙ୍କ ସାବରମତୀ ଆଶ୍ରମକୁ ଦିଆଯିବ ଏକ ନୂଆ ରୂପ। ୭ ତାରକା ପର୍ଯ୍ୟଟନସ୍ଥଳୀରେ ପରିଣତ କରିବାକୁ ୧୨୪୬ କୋଟି ଖର୍ଚ୍ଚ କରିବେ ଭାରତ...

୪ ଗେମ୍‌ ଜୋନ୍‌, ୧ ଗେଷ୍ଟ ହାଉସ୍‌ ସିଲ୍‌

ଭୁବନେଶ୍ୱର,୨୦।୩(ବ୍ୟୁରୋ): କରୋନା ମୁକାବିଲା ପାଇଁ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ଏବଂ ଭୁବନେଶ୍ୱର ଡେଭଲପ୍‌ମେଣ୍ଟ ଅଥରିଟି (ବିଡିଏ)ର ମିଳିତ ଉଦ୍ୟମରେ ରାଜଧାନୀରେ ନିୟମିତ ଯାଞ୍ଚ କରାଯାଉଛି।...

ରାଜଧାନୀରୁ ଜବତ ହେଲା ୨ କେଜିରୁ ଅଧିକ ବ୍ରାଉନସୁଗାର

ଭୁବନେଶ୍ୱର,୬।୬(ବ୍ୟୁରୋ): ଭୁବନେଶ୍ବର ଏମ୍‌ମ୍ସ ନିକଟରୁ ସୋମବାର ୨ କେଜି ୫୮ ଗ୍ରାମ ଓଜନର ବ୍ରାଉନସୁଗାର ଜବତ ହୋଇଛି। ବେଆଇନ ଚାଲାଣ ବେଳେ ଏସଟିଏଫ୍‌ ଟିମ୍‌ ଚଢ଼ାଉ...

କେନ୍ଦ୍ରାପଡ଼ା ପାଇଁ ପାସେଞ୍ଜର ଟ୍ରେନ୍‌ ଦାବି କଲେ ଅନୁଭବ

ନୂଆଦିଲ୍ଲୀ/ଭୁବନେଶ୍ୱର(ବ୍ୟୁରୋ), ୫।୮: ବିଜେଡି ଏମ୍‌ପି ଅନୁଭବ ମହାନ୍ତି ନିଜ ନିର୍ବାଚନ ମଣ୍ଡଳୀ କେନ୍ଦ୍ରପଡ଼ାରେ ଯାତ୍ରୀବାହୀ ଟ୍ରେନ୍‌ ସେବା ଆରମ୍ଭ କରିବା ଲାଗି ବୁଧବାର କେନ୍ଦ୍ର ସରକାରଙ୍କୁ...

କରୋନା ଭୟ: ଭିତ୍ତିଭୂମି ସଜାଡୁଛି ଏସ୍‌ସିବି

କଟକ ଅଫିସ,୧୮ା୩: ଏସ୍‌ସିବି ମେଡିକାଲରେ କରୋନା ମୁକାବିଲା ପାଇଁ ଭିତ୍ତିଭୂମି ଉପରେ ଗୁରୁତ୍ୱ ଦିଆଯାଇଛି। ସନ୍ଦିଗ୍ଧ କିମ୍ବା ଆକ୍ରାନ୍ତ ରୋଗୀ ଆସିଲେ ସେମାନଙ୍କୁ କିଭଳି ସେବା...

ଫନୀ ପ୍ରଭାବିତ ଅଞ୍ଚଳରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା: ପ୍ରଥମ ପର୍ଯ୍ୟାୟରେ ୩.୮୯ ଲକ୍ଷ ଘର ଅନୁମୋଦନ

ଭୁବନେଶ୍ୱର, ୩୧ା୭(ବ୍ୟୁରୋ): ବାତ୍ୟା ଫନୀ ପ୍ରଭାବରେ ଭାଙ୍ଗିଯାଇଥିବା ଲୋକଙ୍କୁ ଘର ଯୋଗାଇଦେବାକୁ ସରକାର ଘୋଷଣା କରିଥିଲେ। ସେହି ଅନୁଯାୟୀ ରାଜ୍ୟ ସରକାର ପ୍ରଥମ ପର୍ଯ୍ୟାୟରେ ପ୍ରଧାନମନ୍ତ୍ରୀ...

ବସ୍‌ରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ

କେନ୍ଦୁଝର,୧୧।୬(ସ୍ବ.ପ୍ର.): ଆଜି ଭୋର ପ୍ରାୟ ୩ଟା ସମୟରେ ରାଉରକେଲାରୁ କେନ୍ଦୁଝର ଫେରୁଥିବା ପାଢ଼ୀ ବସ୍‌ରେ ନିଆଁ ଲାଗି ସମ୍ପୂର୍ଣ ଜଳିଯାଇଛି। ତେବେ ବସ୍‌ରେ ଥିବା ପାଖାପାଖି...

ଗୁପ୍‌ଚୁପ୍‌ ବ୍ୟବସାୟୀଙ୍କ ମହାନତା: ୨୧ ହଜାର ଟଙ୍କା ଫେରାଇଦେଲେ

ଫୁଲନଖରା,୧।୮(ଡି.ଏନ.ଏ.): ଅର୍ଥସର୍ବସ୍ବ ସମାଜରେ ଜଣେ ଗୁପ୍‌ଚୁପ୍‌ ବ୍ୟବସାୟୀ ଜଣେ ମହିଳାଙ୍କ ୨୧ ହଜାର ଟଙ୍କା ଫେରସ୍ତ କରି ମହାନତା ଦେଖାଇଛନ୍ତି। ସେ ହେଲେ କଟକ ଜିଲା...

Advertisement
Archives

Model This Week