Posted inଖେଳ

୨୭ ବର୍ଷ ପରେ କୋଣ୍ଟା

ପ୍ୟାରିସ, ୩୦।୫- ବ୍ରିଟେନ ଟେନିସ ଷ୍ଟାର୍‌ ଜୋହାନ କୋଣ୍ଟା ଏଠାରେ ଚାଲିଥିବା ଚଳିତ ବର୍ଷର ୨ୟ ଗ୍ରାଣ୍ଡସ୍ଲାମ ଟୁର୍ନାମେଣ୍ଟ ଫ୍ରେଞ୍ଚ୍‌ ଓପନ୍‌ ମହିଳା ସିଙ୍ଗଲ୍ସର ୩ୟ ରାଉଣ୍ଡରେ ପ୍ରବେଶ କରିଛନ୍ତି। ଦ୍ୱିତୀୟ ରାଉଣ୍ଡର ଏକ ମୁକାବିଲାରେ ୨୮ ବର୍ଷୀୟା କୋଣ୍ଟା ୬-୩, ୧-୬, ୬-୩ ସେଟ୍‌ରେ ଆମେରିକାର ଲୌରେନ ଡେଭିସଙ୍କୁ ପରାସ୍ତ କରିଛନ୍ତି। ଏଥିସହ ଦୀର୍ଘ ୨୭ ବର୍ଷ ଅର୍ଥାତ୍‌ ୧୯୯୨ ପରେ ପ୍ରଥମ ବ୍ରିଟିଶ ମହିଳା ଟେନିସ ଖେଳାଳିଭାବେ ସେ ଏହି ସମ୍ମାନଜନକ ପ୍ରତିଯୋଗିତାର ୩ୟ ରାଉଣ୍ଡରେ ପ୍ରବେଶ କରିବାର ସୌଭାଗ୍ୟ ଲାଭ କରିଛନ୍ତି। ତୃତୀୟ ରାଉଣ୍ଡରେ କୋଣ୍ଟାଙ୍କ ମୁକାବିଲା ୪୬ତମ ମାନ୍ୟତାପ୍ରାପ୍ତ ଭିକ୍ଟୋରିଆ କୁଜମୋଭାଙ୍କ ସହ ହେବ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଜାତୀୟ ଏକାଡେମୀ ମହିଳା ହକି : ସାଇ ଏକାଡେମୀକୁ ଡବଲ ଟାଇଟଲ

ଭୁବନେଶ୍ୱର, ୨୭।୩(କ୍ରୀଡ଼ା ପ୍ରତିନିଧି)- ସ୍ଥାନୀୟ କଳିଙ୍ଗ ଷ୍ଟାଡିୟମରେ ଚାଲିଥିବା ସର୍ବପ୍ରଥମ ହକି ଇଣ୍ଡିଆ ଜାତୀୟ ଏକାଡେମୀ ମହିଳା ହକି ଟୁର୍ନାମେଣ୍ଟରେ ସାଇ ଏକାଡେମୀକୁ ଡବଲ ଟାଇଟଲ...

ଶତକୀୟ ମ୍ୟାଚ୍‌ରେ ମାଇଲଷ୍ଟୋନ ଛୁଇଁଲେ କୋହଲି

ମୋହାଲି,୪।୩: ପୂର୍ବତନ ଭାରତୀୟ ଅଧିନାୟକ ବିରାଟ କୋହଲି ଶୁକ୍ରବାର କ୍ୟାରିୟରର ୧୦୦ତମ ଟେଷ୍ଟରେ ଏକ ମାଇଲଷ୍ଟୋନ ହାସଲ କରିଛନ୍ତି। ୩୩ ବର୍ଷୀୟ ବ୍ୟାଟର ପ୍ରଥମ ଇନିଂସରେ...

ଏହି କ୍ରିକେଟର୍‌ଙ୍କ ବଡ଼ ଭବିଷ୍ୟବାଣୀ: ଚେନ୍ନାଇ ସୁପର କିଙ୍ଗ୍ସରୁ ଅଲଗା ହୋଇଯିବେ ଧୋନୀ!

ପୂର୍ବତନ କ୍ରିକେଟର ତଥା ପ୍ରସିଦ୍ଧ ସମୀକ୍ଷକ ଆକାଶ ଚୋପ୍ରା ନିଜ ବେପରୁଆ ମନ୍ତବ୍ୟ ପାଇଁ ଜଣାଶୁଣା। ଆଇପିଏଲ ୨୦୨୨ ନିଲାମ ପୂର୍ବରୁ ଆକାଶ ଚୋପ୍ରା ଏକ...

ଓ୍ବାର୍ଲ୍ଡ ଟେଷ୍ଟ ଚାମ୍ପିୟନଶିପ୍‌ ପଏଣ୍ଟ ଟେବୁଲ ଶୀର୍ଷରେ ଭାରତ ଅପରିବର୍ତ୍ତିତ

ଦୁବାଇ, ୧୩।୭: ଇଂଲଣ୍ଡ ଓ ଓ୍ବେଷ୍ଟଇଣ୍ଡିଜ ଟେଷ୍ଟ ମ୍ୟାଚ୍‌ ସହ ଦୀର୍ଘ ୪ ମାସର ବ୍ୟବଧାନ ପରେ ପଡ଼ିଆକୁ ଫେରିଛି ଅନ୍ତର୍ଜାତୀୟ କ୍ରିକେଟ୍‌। ମହାମାରୀ କରୋନା...

କ୍ରିକେଟ୍‌ ମହାକୁମ୍ଭ ପୂର୍ବରୁ ବଡ଼ ଭବିଷ୍ୟବାଣୀ: ଏହି ୨ ଦଳ ମଧ୍ୟରେ ହେବ ବିଶ୍ୱକପ୍‌ ଫାଇନାଲ୍‌

ସିଡନୀ,୧୦।୯: ଅକ୍ଟୋବର ୨ ତାରିଖରୁ ଭାରତୀୟ ମାଟିରେ ବିଶ୍ୱକପ ଆୟୋଜିତ ହେବ। ଏହି ଟୁର୍ନାମେଣ୍ଟର ଫାଇନାଲ୍‌ ମ୍ୟାଚ ୧୯ ନଭେମ୍ବରରେ ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ...

ଶ୍ରୀଲଙ୍କା ଲାଗି କର ବା ମର ସ୍ଥିତି

ଚେଷ୍ଟର-ଲି-ଷ୍ଟ୍ରିଟ୍‌,୩୦।୬(ପି.ଟି.)- ଚଳିତ ଆଇସିସି ବିଶ୍ୱକପ୍‌ରେ ଗାଣିତିକ ଦୃଷ୍ଟିକୋଣରୁ ଦେଖିବାକୁ ଗଲେ ଶ୍ରୀଲଙ୍କାର ସେମିଫାଇନାଲ ଆଶା ଏବେ ମଧ୍ୟ ଉଜ୍ଜୀବିତ ରହିଛି। ସୋମବାର ଶ୍ରୀଲଙ୍କା ତା’ର ପରବର୍ତ୍ତୀ...

ସୁପ୍ରିମକୋର୍ଟଙ୍କ ଶରଣରେ ବିସିସିଆଇ

ନୂଆଦିଲ୍ଲୀ,୨୦।୧: ଭାରତରେ କ୍ରିକେଟ କଣ୍ଟ୍ରୋଲ ବୋର୍ଡର ଅଧ୍ୟକ୍ଷ ସୌରଭ ଗାଙ୍ଗୁଲିଙ୍କ କାର୍ଯ୍ୟକାଳ ଗତ ଜୁଲାଇ ୨୭ରେ ଶେଷ ହେବାକୁ ଥିବାବେଳେ ବୋର୍ଡ ସଚିବ ଜୟ ଶାହାଙ୍କ...

ଅବସରରୁ ଫେରିପାରନ୍ତି ଡି’ଭିଲର୍ସ

କେପ୍‌ଟାଉନ, ୧୭।୪- ଦକ୍ଷିଣ ଆଫ୍ରିକାର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଏବି ଡି’ଭିଲର୍ସ ଅବସରରୁ ଫେରିପାରନ୍ତି। ଆସନ୍ତା ଟି୨୦ ବିଶ୍ୱକପରେ ତାଙ୍କୁ ପୁଣି ଦକ୍ଷିଣ ଆଫ୍ରିକା ଜର୍ସିରେ ଦେଖିବାକୁ...

Advertisement
Archives

Model This Week