୨୮ରୁ ରାଜ୍ୟସ୍ତରୀୟ ଗୋ-ନବରାତ୍ର ମହୋତ୍ସବ, ପ୍ରସ୍ତୁତି ଶେଷ

ରାଜନଗର, ୨୭।୧୦ (ଡି.ଏନ୍‌.ଏ.)-ରାଜନଗର ବ୍ଲକ ଅଧୀନ ମହିଷାସୁର ପଞ୍ଚାୟତ ପଡ଼ିଆଠାରେ ୨୮ ତାରିଖଠାରୁ ରାଜ୍ୟସ୍ତରୀୟ ଗୋ-ନବରାତ୍ର ମହୋତ୍ସବ ଅନୁଷ୍ଠିତ ହେବ। ଏଥିପାଇଁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ଏହି ଉପଲକ୍ଷେ ଅନ୍ତର୍ଜାତୀୟ କ୍ରିୟାଯୋଗ ସଂସ୍ଥା ମୁଖ୍ୟ ପରମପୂଜ୍ୟ ପରମହଂସ ପ୍ରଜ୍ଞାନାନନ୍ଦ ମହାରାଜ ରବିବାର ମହୋତ୍ସବ ପଡ଼ିଆଠାରେ ପହଞ୍ଚତ୍ଛନ୍ତି। ନଅ ଦିନ ବ୍ୟାପୀ ହେବାକୁ ଥିବା ଏହି ମହୋତ୍ସବରେ ଜଗତ୍‌ଗୁରୁ ଶଙ୍କରାଚାର୍ଯ୍ୟ ସ୍ବାମୀ ଶ୍ରୀନିଶ୍ଚଳାନନ୍ଦ ସରସ୍ବତୀ ମହାରାଜ ଓ ଗଜପତି ଦିବ୍ୟସିଂହ ଦେବଙ୍କ ସମେତ ବହୁ ସାଧୁସନ୍ଥ ଯୋଗଦେବା କାର୍ଯ୍ୟକ୍ରମ ରହିଛି। ଏହି ଅବସରରେ ପ୍ରତ୍ୟେକ ଦିନ ଗୋମାତା ପୂଜନ ଓ ଗୋ-ଭାଗବତ ଉପରେ ଆଧ୍ୟାତ୍ମିକ ଆଲୋଚନା ହେବ।


Enter your email to get our daily news in your inbox.

All Right Reserved By Dharitri.Com

ମହାନଦୀରେ ବନ୍ୟାଜଳ: ପ୍ରଭାବିତ ହେଉଛନ୍ତି ମତ୍ସ୍ୟଜୀବୀ

ମହାକାଳପଡ଼ା,୩ା ୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ବାହାକୁଦ ପିତାପାଟ ଗ୍ରାମ ସଂଲଗ୍ନ ମହାନଦୀରେ ବନ୍ୟା ଜଳ ପ୍ରବାହିତ ହେଉଛି। ଫଳରେ…

ଶୌଚ ହେବାକୁ ଯାଇଥିଲେ ମହିଳା, ଟାଣିନେଲା କୁମ୍ଭୀର, ନଦୀକୂଳରେ ପଡ଼ିଛି…

କେନ୍ଦ୍ରାପଡ଼ା,୩ା୮: କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଅଞ୍ଚଳରୁ ସୋମବାର ସକାଳୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ବ୍ରାହ୍ମଣୀ ନଦୀକୁ ଶୌଚ ହେବାକୁ ଯାଇଥିବାବେଳେ ଜଣେ ମହିଳାଙ୍କୁ କୁମ୍ଭୀର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri