୨୮୮୦ ସ୍ବାବ ଯାଞ୍ଚ

କେନ୍ଦୁଝର, ୨୧।୫(ସ୍ବ.ପ୍ର.)-କେନ୍ଦୁଝର ଜିଲାରେ କରୋନା ସ୍ଥିତ ଅନ୍ୟ ଜିଲା ଅପେକ୍ଷା ନିୟନ୍ତ୍ରଣରେ ରହିଛି। ଅଦ୍ୟାବଧି ୧୯ ତାରିଖ ସୁଦ୍ଧା ଜିଲାରୁ ୨୮୮୦ ଜଣଙ୍କ ସ୍ବାବ ଟେଷ୍ଟ କରାଯାଇଛି। ସେଥିରୁ ୨୮୭୨ ଜଣଙ୍କ ନେଗେଟିଭ ବାହାରିଛି। ୮ଜଣଙ୍କ କରୋନା ପଜିଟିଭ ବାହାରିଥିଲେ ହେଁ ତନ୍ମଧ୍ୟରୁ ୨ ଜଣ ଚିକିତ୍ସିତ ହୋଇ ଘରକୁ ଫେରିଥିବା ଜଣାପଡିଛି। ଅନ୍ୟ ୬ ଜଣ ଚିକିତ୍ସାଧୀନ ଅଛନ୍ତି। ବାହାର ରାଜ୍ୟରୁ ଫେରୁଥିବା ଶ୍ରମିକ ବା ପ୍ରବାସୀ ଓଡ଼ିଆଙ୍କୁ କ୍ୱାରାଣ୍ଟାଇନ୍‌ ବ୍ୟବସ୍ଥା କରାଯାଇଛି। ବାହାର ରାଜ୍ୟର ଲୋକଙ୍କୁ ନିଜ ନିଜ ଘରକୁ ସୁରକ୍ଷିତ ପଠାଇବା ପାଇଁ ପ୍ରଶାସନ ପକ୍ଷରୁ ବ୍ୟବସ୍ଥା କରାଯାଉଛି। ଜିଲାରେ କରୋନା ପାଇଁ କଟକଣା ଜାରି ରହିଥିଲେ ହେଁ ବହୁ ମାତ୍ରାରେ କୋହଳ କରାଯାଇଛି। ଫଳରେ ଜିଲାରେ ସ୍ବାଭାବିକ ଅବସ୍ଥା ଫେରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜାମରେ ୯୦ ଦିନ ପାଇଁ ଧାରା ୩୦ ଲାଗୁ, ଜାଣନ୍ତୁ ଏହା କ’ଣ, କାହିଁକି ହୁଏ…

ଗଞ୍ଜାମ,୨୨ା୮(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ପୋଲିସ ଆଇନ ୧୯୬୧ର ଧାରା-୩୦ ଲାଗୁ କରାଯାଇଛି। ୯୦ ଦିନ ପାଇଁ କଟକଣା ଲଗାଇଛି ଗଞ୍ଜାମ ପୋଲିସ। ସଭା, ସମିତି ଓ…

ପୁଣି ଏକ ମାଈ ହାତୀର ମୃତଦେହ ଠାବ: ବଚ୍ଛେଦ ରିପୋର୍ଟ ଆସିବା ପରେ ହିଁ….

ରିଆମାଳ, ୨୨/୮ (ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ କୁଣ୍ଢେଇଗୋଳା ସେକ୍ସନ ଅନ୍ତର୍ଗତ ଚେଢ଼ଇମରା ଗ୍ରାମ ପଞ୍ଚାୟତର ଝରାବେରେଣୀ ଗ୍ରାମ ନିକଟସ୍ଥ ସଂରକ୍ଷିତ ଜଙ୍ଗଲରୁ ବନ…

ଜୁଆ ଆଡ୍ଡାରେ ଚଢାଉ: ପୋଲିସ କର୍ମଚାରୀଙ୍କୁ ହତ୍ୟା ଉଦ୍ୟମ କରି ଗଲେ ଜେଲ୍

ଦିଗପହଣ୍ଡି,୨୨|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଡ଼ଭାର ଗ୍ରାମ ମା ‘ କାଳୀ ମନ୍ଦିର ନିକଟ ଆମ୍ବ ତୋଟାରେ ଚାଲିଥିବା ଜୁଆଆଡ୍ଡାରେ ପୋଲିସ ଟିମ୍…

ମୃତ୍ୟୁପରେ ରୋଗୀଙ୍କୁ ରେଫର କଲେ ଡାକ୍ତର: ତ୍ରୁଟିପୂର୍ଣ୍ଣ ଚିକିତ୍ସା ଅଭିଯୋଗ

ତିହିଡି଼,୨୨।୮(ସଞ୍ଜିତ ବଳ):ଭଦ୍ରକ ଜିଲା ତିହିଡି଼ ଥାନା ଭାଟପ ପଞ୍ଚାୟତ ଅଧୀନ ବଉଳପାଳ ଗ୍ରାମର ମାୟାଧର ତ୍ରିପାଠୀ (୬୫)ନାମକ ଜଣେ ବୃଦ୍ଧଙ୍କ ତ୍ରୁଟିପୂର୍ଣ୍ଣ ଚିକିତ୍ସା ପାଇଁ ମୃତ୍ୟୁ ଘଟିଥିବା…

କୁଲାଙ୍ଗି ଗାଁରେ ବୃଦ୍ଧଙ୍କୁ ହତ୍ୟା: ପିଟିପିଟି ମାରିଦେଲେ…

ବେଲଗୁଣ୍ଠା, ୨୨।୮: ଗଞ୍ଜାମ ଜିଲା ଗାଙ୍ଗପୁର ଥାନା ଅନ୍ତର୍ଗତ କୁଲାଙ୍ଗି ଗାଁରେ ଜଣେ ବୃଦ୍ଧଙ୍କୁ ପିଟିପିଟି ହତ୍ୟା କରାଯାଇଥିବା ନେଇ ଅଭିଯୋଗ ହୋଇଛି। ଗ୍ରାମର ଅଙ୍ଗନଓ୍ୱାଡି କେନ୍ଦ୍ର…

ସ୍କୁଲ ନା ଗୋଦାମ ଘର, ନିଜ ଖର୍ଚ୍ଚରେ ଜେନେରେଟର ଚଳାଉଛନ୍ତି ଶିକ୍ଷକ: ଶ୍ରେଣୀକୋଠରି ଅଭାବରୁ ୧୮୩ ଛାତ୍ରୀଛାତ୍ର

ଜମନକିରା, ୨୨।୮ (ରବିନ୍ଦ୍ର ପ୍ରସାଦ ଦାନୀ): ରାଜ୍ୟ ସରକାର ଶିକ୍ଷା ବ୍ୟବସ୍ଥାର ଉନ୍ନତିକରଣ ତଥା ବିଦ୍ୟାଳୟ ରୂପାନ୍ତରଣ ପାଇଁ କୋଟି କୋଟି ଟଙ୍କା ବ୍ୟୟ କରୁଥିବା ବେଳେ…

ସାପକାମୁଡ଼ାରେ ଗଲା କକା-ପୁତୁରାଙ୍କ ଜୀବନ: ଶ୍ରମିକ ଗୁରୁତର

ଖଡ଼ିଆଳ, ୨୨।୮ (ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ସିନାପାଲି ଥାନା ଅଞ୍ଚଳରେ ସାପକାମୁଡ଼ାରେ କକା-ପୁତୁରାଙ୍କ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଜଣେ ଶ୍ରମିକ ଗୁରୁତର ହୋଇଥିବା…

ଉଠାଜଳସେଚନ ପ୍ରକଳ୍ପ କାର୍ଯ୍ୟରେ ନାବାଳକ ଶ୍ରମିକ: ଡିପ୍‌ ବୋର୍‌ୱେଲ ପ୍ରକଳ୍ପ ଅଧା

ଅମରପାଲି,୨୨ା୮(ପୀତାମ୍ବର ସାହୁ):ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଏକ କୃଷିପ୍ରଧାନ ଅଞ୍ଚଳ ହୋଇଥିଲେ ମଧ୍ୟ ଏଠାରେ ଜଳସେଚନର ବିଶେଷ ସୁବିଧା ନାହିଁ। ଚାଷୀଙ୍କ ଜମିକୁ ଜଳସେଚନ ସୁବିଧା ଯୋଗାଇବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri