୨୯ରେ ରାଜ୍ୟସ୍ତରୀୟ ଓପନ୍‌ ଚେସ୍‌ ଟୁର୍ନାମେଣ୍ଟ

ସୋରଡ଼ା,୧୯ା୧୨(ଡି.ଏନ.ଏ.)-ଓଡ଼ିଶା ଚେସ୍‌ ସଂଘ ଓ ସୋରଡ଼ା ଚେସ ସଂଘ ମିଳିତ ଆନୁକୁଲ୍ୟରେ ରାଜ୍ୟସ୍ତରୀୟ ଓପନ ଚେସ୍‌ ଟୁର୍ନାମେଣ୍ଟ ଆସନ୍ତା ୨୯ ତାରିଖରେ ସ୍ଥାନୀୟ ବୈଷୟିକ ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହେବ । ଏଥିନିମନ୍ତେ ସୋରଡ଼ା ଚେସ୍‌ ସଂଘର ମୁଖ୍ୟ ବିଚାରକ ରମେଶ ଚନ୍ଦ୍ର ନାୟକଙ୍କ ତତ୍ତ୍ୱାବଧାନରେ ପ୍ରସ୍ତୁତି ଚାଲଛି। ଏକଦିବସୀୟ ଉକ୍ତ ଟୁର୍ନାମେଣ୍ଟ ପରେ ୨୫ କୃତୀ ପ୍ରତିଯୋଗୀଙ୍କୁ ପୁରସ୍କାର ପ୍ରଦାନ କରାଯିବ। ଟୁର୍ନାମେଣ୍ଟରେ ଭାଗ ନେବାପାଇଁ ୨୭ ତାରିଖ ସୁଦ୍ଧା ନାମ ପଞ୍ଜୀକରଣ କରିବାକୁ କୁହାଯାଇଛି। ସମ୍ପାଦକ ସୀମାଞ୍ଚଳ ଦାଶଙ୍କ ସମେତ ବହୁ ସଭ୍ୟ ଆୟୋଜନରେ ଲାଗିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶେରଗଡ଼ରେ ୧୨ ବାଇକ୍‌ ଚାଳକଙ୍କ ନାମରେ ମାମଲା, ୨ ହଜାର ଜରିମାନା ଆଦାୟ

ଶେରଗଡ଼, ୭।୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଶେରଗଡ଼ ପୋଲିସ ପକ୍ଷରୁ ଲକ୍‌ଡାଉନ ସମୟରେ ଚଢ଼ାଉ ଜାରିରହିଛି। ଥାନା ଅଧିକାରୀ ରମେଶ ଚନ୍ଦ୍ର ଦାସ ଶେରଗଡ଼ ବଜାର ଛକ...

ଯୁବକଙ୍କୁ ହତ୍ୟା ଉଦ୍ୟମ ମାମଲା: ୪ ମାସ ପରେ ଫେରାର ଅଭିଯୁକ୍ତ ଗିରଫ

ଦିଗପହଣ୍ଡି,୨୧।୧୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମକେଇ ଗାଁର ଟୁନା ପ୍ରଧାନଙ୍କୁ ହତ୍ୟା ଉଦ୍ୟମ ମାମଲାର ମୁଖ୍ୟ ଅଭିଯୁକ୍ତଙ୍କୁ ଘଟଣାର ୪ ମାସ ପରେ ଶନିବାର...

ସ୍ତ୍ରୀ ହତ୍ୟାକାରୀ ସ୍ବାମୀ ଗିରଫ

ଗଞ୍ଜାମ,୮।୧:(ଡି.ଏନ.ଏ): ନୂଆ ବର୍ଷରେ ନିଜ ସ୍ତ୍ରୀଙ୍କୁ ପିଟିପିଟି ମାରି ଦେଇଥିବା ଅଭିଯୁକ୍ତ ସୱାମୀ ଲକ୍ଷ୍ମଣ ରେଡ୍ଡୀଙ୍କୁ ହୁମା ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି...

ଆଜିଠୁ ବନ୍ଦ ହେଲା ସମସ୍ତ ବେଳାଭୂମି

ବ୍ରହ୍ମପୁର ଅଫିସ,୧୩ା୧: ସାରା ରାଜ୍ୟରେ କରୋନା ସଂକ୍ରମଣ ହୁ ହୁ ହୋଇ ବଢ଼ି ଚାଲିଥିବାବେଳେ ଗୁରୁବାର ୧୦ ହଜାର ୮୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ...

ସାପ କାମୁଡ଼ାରେ ନବବିବାହିତାଙ୍କ ମୃତ୍ୟୁ

ବ୍ରହ୍ମପୁର ଅଫିସ,୩ା୭: ବିଷାନ୍ତ ସାପ କାମୁଡ଼ାରେ ବ୍ରହ୍ମପୁର ବଡ଼ ମେଡିକାଲରେ ଜଣେ ନବବିବାହିତାଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବଡ଼ଗଡ଼ ଥାନା ଅଧୀନ ଦଳପତିନଗରର ବିପଦ...

ଦ୍ୱିତୀୟ ଶ୍ରେଣୀ ଛାତ୍ରୀଙ୍କୁ ବଳାତ୍କାର, ଅଭିଯୁକ୍ତ ଗିରଫ

ଗୋପାଳପୁର,୨୪ା୧୦-ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଗୋଳନ୍ଥରା ଥାନା ଅଞ୍ଚଳରେ ଏକ ଲଜ୍ଜାଜନକ ଘଟଣା ଘଟିଛି। ଜଣେ ଯୁବକ ଚକୋଲେଟ ଦେବା ବାହାନାରେ ଜଣେ ଦ୍ୱିତୀୟ ଶ୍ରେଣୀ...

୨ ଗୋଡ ହରାଇ ହାରିନାହାନ୍ତି ଗଦାଧର, ସରକାରୀ ସହାୟତା ପାଇଲେ ଜାତୀୟସ୍ତରରେ ଖେଳିବାକୁ ଇଚ୍ଛା

ଶେରଗଡ,୨ା୩(ଡି.ଏନ୍‌.ଏ.)- ଗଞ୍ଜାମ ଜିଲା ଶେରଗଡ ବ୍ଲକ ନରେନ୍ଦ୍ରପୁର ଗ୍ରାମର ଦିବ୍ୟାଙ୍ଗ ଯୁବକ ଗଦାଧର ସାହୁ (୨୬)। ଦିବ୍ୟାଙ୍ଗ ହୋଇ ମଧ୍ୟ ସେ ଚଳିତ ବର୍ଷ ଗଞ୍ଜାମ...

ଓଏଏସ୍‌ ପରୀକ୍ଷା: ୫୧ ର଼୍ୟାଙ୍କରେ ନାରାୟଣ

ପୁରୁଷୋତ୍ତମପୁର,୮ା୧(ଡି.ଏନ.ଏ.):-ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନ୍‌ଏସି ଅନ୍ତର୍ଗତ ଚିଙ୍ଗୁଡିଆପଦର ସାହିର ନାରାୟଣ ବେହେରା ଓଡ଼ିଶା ପ୍ରଶାସନିକ ସେବା ପରୀକ୍ଷାରେ ୫୧ ର଼୍ୟାଙ୍କରେ ରହିଛନ୍ତି। ତାଙ୍କ ବାପାଙ୍କ ନାମ...

Advertisement
Archives

Model This Week