୨୯ରେ ରାଜ୍ୟସ୍ତରୀୟ ଓପନ୍‌ ଚେସ୍‌ ଟୁର୍ନାମେଣ୍ଟ

ସୋରଡ଼ା,୧୯ା୧୨(ଡି.ଏନ.ଏ.)-ଓଡ଼ିଶା ଚେସ୍‌ ସଂଘ ଓ ସୋରଡ଼ା ଚେସ ସଂଘ ମିଳିତ ଆନୁକୁଲ୍ୟରେ ରାଜ୍ୟସ୍ତରୀୟ ଓପନ ଚେସ୍‌ ଟୁର୍ନାମେଣ୍ଟ ଆସନ୍ତା ୨୯ ତାରିଖରେ ସ୍ଥାନୀୟ ବୈଷୟିକ ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହେବ । ଏଥିନିମନ୍ତେ ସୋରଡ଼ା ଚେସ୍‌ ସଂଘର ମୁଖ୍ୟ ବିଚାରକ ରମେଶ ଚନ୍ଦ୍ର ନାୟକଙ୍କ ତତ୍ତ୍ୱାବଧାନରେ ପ୍ରସ୍ତୁତି ଚାଲଛି। ଏକଦିବସୀୟ ଉକ୍ତ ଟୁର୍ନାମେଣ୍ଟ ପରେ ୨୫ କୃତୀ ପ୍ରତିଯୋଗୀଙ୍କୁ ପୁରସ୍କାର ପ୍ରଦାନ କରାଯିବ। ଟୁର୍ନାମେଣ୍ଟରେ ଭାଗ ନେବାପାଇଁ ୨୭ ତାରିଖ ସୁଦ୍ଧା ନାମ ପଞ୍ଜୀକରଣ କରିବାକୁ କୁହାଯାଇଛି। ସମ୍ପାଦକ ସୀମାଞ୍ଚଳ ଦାଶଙ୍କ ସମେତ ବହୁ ସଭ୍ୟ ଆୟୋଜନରେ ଲାଗିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବୋମା ବିସ୍ଫୋରଣରେ ଯୁବକଙ୍କ ମୃତ୍ୟୁ: ରାଜନୈତିକ ଶତ୍ରୁତାରୁ ହତ୍ୟା ଅଭିଯୋଗ ଆଣିଲେ ପରିବାର

ଭଞ୍ଜନଗର,୧୯।୪(ଡି.ଏନ.ଏ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଗଝୋଳରେ ବୁଧବାର ରାତିରେ ବୋମା ବିସ୍ଫୋରଣରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ସଦାଶିବ ପ୍ରଧାନ (୨୬)। ରାଜନୈତିକ...

ଗଞ୍ଜାମ କଲେଜ ହେବ କ୍ୱାରାଣ୍ଟାଇନ ସେଣ୍ଟର: ସାନିଟାଇଜର ସାମଗ୍ରୀ ପ୍ରଦାନ କରିବ ଗ୍ରାସୀମ କମ୍ପାନୀ

ଗଞ୍ଜାମ,୧୭।୪(ଡି.ଏନ୍‌.ଏ.): କରୋନା ଭୂତାଣୁ ସାରା ବିଶ୍ୱରେ କାୟା ବିସ୍ତାର କରିଚାଲିଛି । ଦିନକୁ ଦିନ କରୋନା ଭୂତାଣୁ ସଂକ୍ରମିତଙ୍କ ସଂଖ୍ୟା ବଢୁବାରେ ଲାଗିଛି। ଏଥିପାଇଁ କେନ୍ଦ୍ର...

ସ୍କୁଲ ଛାତ୍ରୀଛାତ୍ରଙ୍କ ସହ ଭିଡିଓ କନଫରେନ୍ସିଂ:ଦ୍ୱିତୀୟ ପୃଥିବୀ ସନ୍ଧାନରେ ଦିଆଗଲା ସୂଚନା

ଛତ୍ରପୁର,୩୦ା୭(ଡି.ଏନ.ଏ.)-ବ୍ରିଟିଶ ବୈଜ୍ଞାନିକ ଗବେଷଣା କେନ୍ଦ୍ର ପକ୍ଷରୁ ମହାକାଶରେ ଦ୍ୱିତୀୟ ପୃଥିବୀ ସନ୍ଧାନ କରାଯାଇଥିବା କୁହାଯାଉଛି। ଏହା ଉପରେ କେନ୍ଦ୍ର ବୈଜ୍ଞାନିକ ତଥା ପ୍ରଫେସର ଲୁଇସ୍‌ ଭିଡିଓ...

ଆସିକା ଲୋକ ସଭା ଆସନ :ଭୋଟ ଗଣତି ପାଇଁ ପ୍ରାର୍ଥୀ ପ୍ରତିନିଧିଙ୍କୁ ନେଇ ବୈଠକ

ଛତ୍ରପୁର,୧୮ା୫(ଡି.ଏନ୍‌.ଏ.) -ଆସିକା ଲୋକସଭା ପାଇଁ ହୋଇଥିବା ଭୋଟର ଗଣତି ଚଳିତ ମାସ ୨୩ ତାରିଖରେ ଅନୁଷ୍ଠିତ ହେବ। ଏନେଇ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ଆସିକା ଲୋକ...

ଲକ୍‌ଡାଉନ୍‌ର ଫାଇଦା ନେଉଛନ୍ତି ଅସାଧୁ ବ୍ୟବସାୟୀ, ଚଢ଼ା ଦରରେ ବିକ୍ରି କରୁଛନ୍ତି ସାମଗ୍ରୀ

ଗଞ୍ଜାମ,୭।୫(ଡି.ଏନ୍‌.ଏ.): କରୋନା ଦ୍ୱିତୀୟ ଲହର ମୁକାବିଲା ନିମନ୍ତେ ମେ’ ୫ରୁ ୧୯ ପର୍ଯ୍ୟନ୍ତ ରାଜ୍ୟରେ ଲକ୍‌ଡାଉନ୍‌ ଘୋଷଣା କରିଛନ୍ତି ସରକାର। ଏହି ଲକ୍‌ଡାଉନର ଫାଇଦା ନେଉଛନ୍ତି...

ବ୍ରହ୍ମପୁରରେ ଏଆର୍‌ଟିଓ ଅଫିସ ଖୋଲିବା ଦାବି

ବ୍ରହ୍ମପୁର ଅଫିସ,୧୭ା୯-ନୂଆ ଟ୍ରାଫିକ ନିୟମ ଲାଗୁ ହେବା ପରେ ପୋଲିସ ଏବେ ଜୋର୍‌ଦାର ଚେକିଂ କରୁଛି। ନିୟମ ଉଲ୍ଲଂଘନ କରୁଥିବା ଗାଡି ଚାଳକଙ୍କଠାରୁ ଜରିମାନା ଆଦାୟ...

ଶେରଗଡ଼ର ଦେବାଶିଷଙ୍କୁ ରୌପ୍ୟ ପଦକ

ଶେରଗଡ଼,୭ା୧୦(ଡି.ଏନ.ଏ.)- କେରଳରେ ଅନୁଷ୍ଠିତ ଜାତୀୟ ଭାରୋତ୍ତୋଳନ ପ୍ରତିଯୋଗିତାରେ ଗଞ୍ଜାମ ଜିଲା ଶେରଗଡ ବ୍ଲକ ଶେରଗଡ଼ ଗ୍ରାମର ଦେବାଶିଷ ମହାନ୍ତି ରୌପ୍ୟ ପଦକ ହାସଲ କରିଛନ୍ତି। ପ୍ରତିଯୋଗିତାରେ...

୪୮୩ ହେକ୍ଟର ଜମିକୁ ଜଳସେଚନ ଲକ୍ଷ୍ୟ

ଭଞ୍ଜନଗର,୧୮।୪(ଡି.ଏନ.ଏ)- ଯେଉଁ ଅଞ୍ଚଳରେ ଚାଷ ଜମିକୁ କେନାଲ ପାଣି ସୁବିଧା ନାହିଁ, ସେଠି ବୃହତ୍‌ ଉଠା ଜଳସେଚନ ମାଧ୍ୟମରେ ପାଣି ଯୋଗାଣ ପାଇଁ ରାଜ୍ୟ ସରକାରଙ୍କ...

Advertisement


Archives

Model This Week