୨୯୨ ଶହୀଦଙ୍କୁ ଶ୍ରଦ୍ଧାଞ୍ଜଳି

କୋରାପୁଟ,୨୧।୧୦(ସ୍ବ.ପ୍ର.): କୋରାପୁଟ ଜିଲା ପୋଲିସ ପକ୍ଷରୁ ସୋମବାର ସ୍ଥାନୀୟ ପୋଲିସ ପଡିଆଠାରେ ୬୦ତମ ପୋଲିସ ଶହୀଦ ସ୍ମୃତି ଦିବସ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଦେଶ ମାତୃକାର ସୁରକ୍ଷା କରିବା ନେଇ ନିଜ ଜୀବନକୁ ଉତ୍ସର୍ଗ କରିଥିବା ୨୯୨ ଶହୀଦଙ୍କୁ ଶ୍ରଦ୍ଧାଞ୍ଜଳି ପ୍ରଦାନ କରାଯାଇଛି। କାର୍ଯ୍ୟକ୍ରମରେ ଦକ୍ଷିଣ ପଶ୍ଚିମାଞ୍ଚଳ ଡିଆଇଜି ସଫିନ୍‌ ଅହମ୍ମଦ କେ. ମୁଖ୍ୟ ଅତିଥିଭାବେ ଯୋଗଦେଇ ପରେଡ୍‌କୁ ଅଭିବାଦନ କରିବା ସହିତ ପରିଦର୍ଶନ କରିଥିଲେ ା ଏହି ଅବସରରେ ଏସ୍‌ଓଜି କମାଣ୍ଡାଣ୍ଟ ଆଶିଷ କୁମାର, ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ଉକତ୍ଳ ରଞ୍ଜନ ଦାସ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କରୋନା ସଂକ୍ରମଣ ପ୍ରତିହତ ପାଇଁ ମକ୍‌ ଡ୍ରିଲ୍‌

କେନ୍ଦ୍ରାପଡ଼ା ଅଫିସ, ୨୮ା୧୨: ଚାଇନା ସମେତ ଅନ୍ୟ କେତେଗୋଟି ଦେଶରେ କରୋନା ସଂକ୍ରମଣ ଦ୍ରୁତଗତିରେ ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି କେନ୍ଦ୍ର ଓ...

୧୫ ସୁଦ୍ଧା ପାଇଖାନା ନିର୍ମାଣ ବକେୟା ପ୍ରଦାନ ନିର୍ଦ୍ଦେଶ: ଘରକୁ ଯାଇ କାର୍ଯ୍ୟାଦେଶ ଦେଲେ ବିଡିଓ

ଛତ୍ରପୁର,୯ା୧(ଡି.ଏନ.ଏ)-ଗଞ୍ଜାମ ଜିଲାରେ ବାହ୍ୟ ମଳମୁକ୍ତ ଘୋଷଣା ହୋଇଥିଲେ ମଧ୍ୟ ଏବେ ଲୋକେ ଖୋଲାରେ ଶୌଚ ହେଉଛନ୍ତି। ଏହାକୁ ସମ୍ପୂର୍ଣ୍ଣ ବନ୍ଦ କରିବା ପାଇଁ ବିଭିନ୍ନ ପଦକ୍ଷେପ...

ଅଧାରେ ଥିଲା, ପୁଣି କାମ ଆରମ୍ଭ

କଟକ ଅଫିସ,୨୪ା୬: ଦୀର୍ଘଦିନ ଧରି ଅଧାପନ୍ତରିଆ ଭାବେ ପଡ଼ି ରହିଥିବା ମଧୁସୂଦନ ଆଇନ ବିଶ୍ୱବିଦ୍ୟାଳୟର ଛାତ୍ରୀ ନିବାସ ନିର୍ମାଣ କାର୍ଯ୍ୟ ପୁଣିଥରେ ଆରମ୍ଭ ହୋଇଛି। ଛାତ୍ରୀ...

କୋଇଲା ଅଭାବ ଯୋଗୁ ସଙ୍କଟରେ ନାଲ୍‌କୋ: ସିପିପିର ୫ ୟୁନିଟ୍‌ ବନ୍ଦ

ବଅଁରପାଳ,୨୫ା୯(ଡି.ଏନ.ଏ.)-ତାଳଚେରରେ ଚାଲିଥିବା ଖଣି ବନ୍ଦ ଆନ୍ଦୋଳନ ଯୋଗୁ ରାଷ୍ଟ୍ରାୟତ୍ତ ଉଦ୍ୟୋଗ ନାଲ୍‌କୋକୁ କୋଇଲା ଯୋଗାଣ ହୋଇପାରୁ ନାହିଁ। ଫଳରେ ବିଦ୍ୟୁତ୍‌ ଉତ୍ପାଦନ ପାଇଁ ଆବଶ୍ୟକ କୋଇଲା...

ସ୍ବଚ୍ଛ ଭାରତ ମିଶନ୍‌ ବାଟବଣା: ବ୍ୟକ୍ତିଗତ ନୁହେଁ ଗୋଷ୍ଠୀକୁ ଦେଉଛନ୍ତି ଗୁରୁତ୍ୱ

ନୟାଗଡ଼ ଅଫିସ/ନୂଆଗାଁ(ଡି.ଏନ.ଏ.),୧୯।୯: ନୟାଗଡ଼ ଜିଲା ନୂଆଗାଁ ବ୍ଲକରେ ସ୍ବଚ୍ଛ ଭାରତ ମିଶନ(ଗ୍ରାମୀଣ)ଜରିଆରେ ପାଇଖାନା ନିର୍ମାଣ କାର୍ଯ୍ୟ ବାଟବଣା ହେଉଥିବା ଅଭିଯୋଗ ହେଉଛି। ନୂଆଗାଁ ବ୍ଲ୍ଳକରେ ମୋଟ...

ଖବରଦାତାଙ୍କୁ ଟିକା ଦେବା ପାଇଁ ପ୍ରଧାନମନ୍ତ୍ରୀଙ୍କୁ ଟୁଇଟ୍‌

କୋଣାର୍କ,୩।୪(ଡି.ଏନ୍‌.ଏ.): କରୋନା ସମୟରେ ନିରବଚ୍ଛିନ୍ନ ଖବର ପରିବେଷଣ କରିବା ଦିଗରେ ପ୍ରମୁଖ ଭୂମିକା ନିର୍ବାହ କରୁଥିବା ଓଡ଼ିଶାର କାର୍ଯ୍ୟରତ ଖବରଦାତାମାନଙ୍କୁ କରୋନା ଟିକା ପ୍ରଦାନ ନିମନ୍ତେ...

ସଂଘବଦ୍ଧ ଆକ୍ରମଣରେ ଯୁବକଙ୍କ ମୃତ୍ୟୁ

ଭଦ୍ରକ ଅଫିସ, ୧।୧: ଭଦ୍ରକ ଗ୍ରାମାଞ୍ଚଳ ଥାନା ଅଧୀନ ଜଳଙ୍ଗା ଗ୍ରାମରେ ସଂଘବଦ୍ଧ ଆକ୍ରମଣରେ ସତ୍ୟବ୍ରତ ଶିଅଳ(୨୫)ଙ୍କ ମୃତ୍ୟୁ ଘଟିଛି। ବୁଧବାର ସକାଳେ ପୋଲିସ ଘଟଣାସ୍ଥଳରେ...

୫ ପଞ୍ଚାୟତରେ ଦୁର୍ନୀତି

ମଙ୍ଗୁଳି/ଜଗତପୁର/ଟାଙ୍ଗୀ-ଚୌଦ୍ୱାର,୨୫ା୧୧(ଡି.ଏନ୍‌.ଏ): ଟାଙ୍ଗୀ-ଚୌଦ୍ୱାର ବ୍ଲକରେ ବ୍ୟାପକ ଦୁର୍ନୀତି ହୋଇଥିବା ଅଭିଯୋଗ କରି ଯୁବ ସଂଗଠକ ଅଭୟ ବାରିକଙ୍କ ନେତୃତ୍ୱରେ ଶତାଧିକ ମହିଳା ପୁରୁଷ ଗୁରୁବାର ବ୍ଲକ କାର୍ଯ୍ୟାଳୟ...

Advertisement
Archives

Model This Week