Posted inଖେଳ

୨୯ ଯାଏ ବନ୍ଦ ରହିବ ଓଓଏ, ଓସିଏ କାର୍ଯ୍ୟାଳୟ

କଟକ ଅଫିସ,୨୨ା୩ – କରୋନା ଭାଇରସ୍‌ ସଂକ୍ରମଣକୁ ଦୃଷ୍ଟିରେ ରଖି ଆସନ୍ତା ୨୯ ତାରିଖ ପର୍ଯ୍ୟନ୍ତ କାର୍ଯ୍ୟଧାରାରୁ ଦୂରେଇ ରହିବାକୁ ରାଜ୍ୟ ସରକାର ନିର୍ଦ୍ଦେଶ ଦେଇଛନ୍ତି। ଏହି ପରିପ୍ରେକ୍ଷୀରେ ସମସ୍ତ କ୍ରୀଡ଼ା ସଂଘ କାର୍ଯ୍ୟାଳୟ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦେଇଛି ଓଡ଼ିଶା ଅଲିମ୍ପିକ ଆସୋସିଏଶନ(ଓଓଏ)। ଓଓଏ ପକ୍ଷରୁ ସମସ୍ତ ଜିଲା ସଂଘକୁ ଚିଠି ଲେଖା ଯାଇ ଏ ସମ୍ପର୍କରେ ଅବଗତ କରାଯାଇଥିବା ସମ୍ପାଦକ (ଇନଚାର୍ଜ) ଅଭିଜିତ ପାଲ ସୂଚନା ଦେଇଛନ୍ତି। ଓଓଏ କାର୍ଯ୍ୟାଳୟକୁ ମଧ୍ୟ ଆସନ୍ତା ୨୯ ପର୍ଯ୍ୟନ୍ତ ବନ୍ଦ ରଖାଯିବ। ସେହିପରି ଓଡ଼ିଶା କ୍ରିକେଟ ଆସୋସିଏଶନ(ଓସିଏ) କାର୍ଯ୍ୟାଳୟ ମଧ୍ୟ ବନ୍ଦ ରଖାଯିବାକୁ ନିଷ୍ପତ୍ତି ହୋଇଛି ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଭାରତ ଏ’ ପାଇଁ ଖେଳିବେ ଧାଓ୍ବନ

ନୂଆଦିଲ୍ଲୀ,୩୧।୮(ପି.ଟି.)- ଖରାପ ଫର୍ମ ଦେଇ ଗତି କରୁଥିବା ଅଭିଜ୍ଞ ଭାରତୀୟ ଓପନର ଶିଖର ଧାଓ୍ବନ ଭାରତ ଏ’ ପାଇଁ ଖେଳିବେ। ଫର୍ମ ଫେରିପାଇବା ପାଇଁ ସେ...

କମ୍‌ ରନ୍‌ ଦେଇ ଅଧିକ ଉଇକେଟ ନେବାର ରେକର୍ଡ

ନର୍ଥ ସାଉଣ୍ଡ,୨୬।୮: ଏଠାରେ ଖେଳାଯାଇଥିବା ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ଟେଷ୍ଟକୁ ଭାରତୀୟ ଦଳ ବୃହତ୍‌ ବ୍ୟବଧାନରେ ଜିତିନେଇଛି। ବିଜୟରେ ୟର୍କର ସ୍ପେଶାଲିଷ୍ଟ ଯଶ୍‌ପ୍ରୀତ ବୁମ୍‌ରା ପ୍ରମୁଖ...

ଆଇସିସି ବୈଠକ: ଟି୨୦ ବିଶ୍ୱକପ ସମ୍ପର୍କରେ ନିଷ୍ପତ୍ତି ସ୍ଥଗିତ

ନୂଆଦିଲ୍ଲୀ, ୧୧।୬(ପି.ଟି.)- ଅନ୍ତର୍ଜାତୀୟ କ୍ରିକେଟ କାଉନ୍‌ସିଲ(ଆଇସିସି)ର ଗୁରୁତ୍ୱପୂର୍ଣ୍ଣ ବୈଠକ ବୁଧବାର ଅନୁଷ୍ଠିତ ହୋଇଯାଇଛି। ତେବେ ଏହି ବୈଠକରେ ଟି୨୦ ବିଶ୍ୱକପ ସମ୍ପର୍କରେ ଚୂଡ଼ାନ୍ତ ନିଷ୍ପତ୍ତି ହୋଇ...

ଖବର ଦେବାକୁ ଡରୁଛି ଓସିଏ

କଟକ ଅଫିସ,୯ା୮-ଖବର ଦେବାକୁ ଓଡ଼ିଶା କ୍ରିକେଟ ଆସୋସିଏଶନ(ଓସିଏ) ଡରୁଛି। ବୟସ ଜାଲିଆତିଠାରୁ ଆରମ୍ଭ କରି ବାରମ୍ବାର ବେନିୟମ ଓ ଦୁର୍ନୀତିର ଅଭିଯୋଗ ଯୋଗୁ ଏହାର ଅଧିକାରୀମାନେ...

ଗିରଫ ହେଲେ ଆଶୀର୍ବାଦ

କଟକ ଅଫିସ,୧୯।୯: ଓସିଏର ପୂର୍ବତନ ସମ୍ପାଦକ ଆଶୀର୍ବାଦ ବେହେରାଙ୍କୁ ଗୁରୁବାର ସକାଳେ ସିବିଆଇ ଗିରଫ କରିଛି।ଭୋରରୁ କଟକ ସ୍ଥିତ ତାଙ୍କ ବାସଭବନରେ ସିବିଆଇ ଚଢ଼ାଉ କରିବା...

ରୋହିତ ଶର୍ମାଙ୍କ ୨୯ତମ ଶତକ: ଜୟସୁରିୟାଙ୍କୁ ପଛରେ ପକାଇଲେ

ବେଙ୍ଗାଲୁରୁ,୧୯।୧: ବେଙ୍ଗାଲୁରୁର ଏମ ଚିନ୍ନାସ୍ବାମୀ ଷ୍ଟାଡିୟମରେ ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଅନ୍ତିମ ଦିନିକିଆ ମ୍ୟାଚ୍‌ ଚାଲିଛି। ଏହି ମ୍ୟାଚ୍‌ରେ ହିଟ୍‌ମ୍ୟାନ୍‌ ରୋହିତ ଶର୍ମା ଅନ୍ତର୍ଜାତୀୟ...

ରଣଜୀତଙ୍କୁ ୧ ସ୍ବର୍ଣ୍ଣ, ୧ ରୌପ୍ୟ: କିଟ୍‌କୁ ୩ ପଦକ

ଭୁବନେଶ୍ୱର, ୨୬।୨(କ୍ରୀଡ଼ା ପ୍ରତିନିଧି): ଖେଲୋ ଇଣ୍ଡିଆ ବିଶ୍ୱ ବିଦ୍ୟାଳୟ କ୍ରୀଡ଼ାର ୬ଷ୍ଠ ଦିବସରେ ପଦକ ହାସଲ କରି ଓଡ଼ିଶାକୁ ଗର୍ବିତ କରିଛନ୍ତି କିଟ୍‌ ପ୍ରତିଯୋଗୀ। ଏଥିସହିତ...

କେପିଏଲ ଫିକ୍ସିଂ: ଚାର୍ଜ ସିଟି ଦାଖଲ କଲା ସିସିବି

ବେଙ୍ଗାଲୁରୁ,୭।୨(ପି.ଟି.)- କର୍ନାଟକ ପ୍ରିମିୟର ଲିଗ୍‌ (କେପିଏଲ)ରେ ମ୍ୟାଚ୍‌ ଫିକ୍ସିଂ ଘଟଣାର ତଦନ୍ତ କରୁଥିବା ସେଣ୍ଟ୍ରାଲ କ୍ରାଇମ ବ୍ରାଞ୍ଚ (ସିସିବି) ଶୁକ୍ରବାର ୩ଟି ମାମଲାର ଚାର୍ଜ ଶିଟ୍‌...

Coronavirus Update

UTI
Archives

Model This Week

Why Dharitri

Leave a comment

Your email address will not be published. Required fields are marked *