Posted inବୌଦ୍ଧ

୨ ଅବକାରୀ ଏଏସ୍‌ଆଇ ନିଲମ୍ବିତ

ବୌଦ୍ଧ,୧୮ା୪(ସ୍ବ.ପ୍ର.)-ସାରା ରାଜ୍ୟରେ କରୋନା ମୁକାବିଲା ପାଇଁ ପ୍ରଶାସନିକସ୍ତରରେ ଜୋରସୋର ଉଦ୍ୟମ ଚାଲିଛି। ଏଥିପାଇଁ ଜିଲାସ୍ତରରେ ମଧ୍ୟ କର୍ମଚାରୀମାନଙ୍କୁ କରୋନା ମୁକାବିଲା ପାଇଁ କାମ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ବୌଦ୍ଧ ଅବକାରୀ କର୍ମଚାରୀମାନେ ବିଭିନ୍ନ ଥାନା କର୍ମଚାରୀମାନଙ୍କ ସହ ମିଶି କାମ କରିବାକୁ ନିର୍ଦ୍ଦେଶ ରହିଛି ା ହେଲେ ସେଥିରେ ଅବହେଳା କରିବାରୁ ଜିଲାପାଳ ଲଲାଟେନ୍ଦୁ ମିଶ୍ର ବୌଦ୍ଧ ଅବକାରୀ ବିଭାଗର ଏଏସ୍‌ଆଇ ବ୍ରହ୍ମାନନ୍ଦ ଭୋଇ ଓ କିଶୋର ଚନ୍ଦ୍ର ନାଏକଙ୍କୁ ନିଲମ୍ବନ କରିଛନ୍ତି ା ସୂଚନାଯୋଗ୍ୟ, ପୁରୁଣାକଟକ ଥାନାରେ ବ୍ରହ୍ମାନନ୍ଦ ଭୋଇ ଓ ମନମୁଣ୍ଡା ଥାନାରେ କିଶୋର ଚନ୍ଦ୍ର ନାଏକଙ୍କୁ କାମ କରିବାକୁ ନିର୍ଦ୍ଦେଶ ଦିଆଯାଇଥିଲା ା ହେଲେ ଉଭୟ କର୍ମଚାରୀ ଏଥିରେ ଅବହେଳା କରିବା ଅଭିଯୋଗ ହେବା ପରେ ଜିଲାପାଳ ମିଶ୍ର ଉଭୟଙ୍କୁ ଶୁକ୍ରବାର କାର୍ଯ୍ୟରୁ ନିଲମ୍ବିତ କରିଛନ୍ତି ା ସୂଚନାଯୋଗ୍ୟ, ପୂର୍ବରୁ ବୌଦ୍ଧ ସ୍ବାସ୍ଥ୍ୟ ବିଭାଗର ଜଣେ କର୍ମଚାରୀଙ୍କୁ କାର୍ଯ୍ୟରେ ଅବହେଳା ପାଇଁ ନିଲମ୍ବିତ କରାଯାଇଥିଲା ା


Enter your email to get our daily news in your inbox.

All Right Reserved By Dharitri.Com

ଗଛକଟାକୁ ନେଇ ବିଦ୍ୟୁତ କାଟ୍‌, ଗାଁ ଯୁବକଙ୍କ ସହ ପୋଲିସ ମୁହାଁମୁହିଁ, ରଣକ୍ଷେତ୍ର ପାଲଟିଲା…

ହରଭଙ୍ଗା,୫।୫ ( ନରେନ୍ଦ୍ର କୁମାର ସାହୁ): ବୌଦ୍ଧ ଜିଲା ହରଭଙ୍ଗା ବ୍ଳକର ପୁରୁଣାକଟକ ଥାନାରେ ମଙ୍ଗଳବାର ଦିନ କରଞ୍ଜକଟା ଗ୍ରାମର ଯୁବକ  ଓ ପୋଲିସ ମୁହାଁମୁହିଁ ହେବା…

ଗାଁରେ ମଦ ବିକ୍ରିକୁ ନେଇ ତୁମୁଳକାଣ୍ଡ, ଧାରୁଆ ଅସ୍ତ୍ରରେ ହାଣିଲେ ମଦ ବ୍ୟବସାୟୀ

ବୌଦ୍ଧ,୨୮।୪( ଅଜିତ କୁମାର ବାରିକ): ବୌଦ୍ଧ ଥାନା ବାଘପଳି ଗ୍ରାମରେ ଚୋରା ମଦ ବିକ୍ରିକୁ ନେଇ ତୁମୁଳକାଣ୍ଡ । ଗଣ୍ଡଗୋଳରେ ଦୁଇଜଣ ଗୁରୁତର ହୋଇଛନ୍ତି । ସୂଚନା…

କାର୍‌ରେ ଆସି ବରଯାତ୍ରୀ ଗାଡ଼ି ଉପରକୁ କଲେ ଗୁଳିମାଡ଼, ଆଉ ତା’ ପରେ…

ବୌଦ୍ଧ,୨୩।୪(ଅଜିତ କୁମାର ବାରିକ)/ ଆଠମଲ୍ଲିକ (ଉଦୀପ୍ତ ପୁରୋହିତ): ବୌଦ୍ଧ ଜିଲା ଆମ୍ବଝରି ପଞ୍ଚାୟତ ବଏଲବେଡ଼ା ଗ୍ରାମରୁ ଅନୁଗୋଳ ଜିଲା ଆଠମଲ୍ଲିକ ଥାନା ବେଲପୁଞ୍ଜି ଗ୍ରାମକୁ ମଙ୍ଗଳବାର ରାତିରେ…

ଚକା ଫାଟି ଗଛରେ ପିଟିହେଲା କାର: ପରିବାରର ୬ଗୁରୁତର

ବଘିଆପଡ଼ା,୧୯।୪(ଶ୍ରୀକାନ୍ତ ସାହୁ): ଖୋର୍ଦ୍ଧା-ବଲାଙ୍ଗୀର ୫୭ ନମ୍ୱର ଜାତୀୟ ରାଜପଥ ବୌଦ୍ଧ ଥାନା ଜହ୍ନାପଙ୍କ ଗାୟତ୍ରୀ ପ୍ରଜ୍ଞାପୀଠ ନିକଟରେ ରବିବାର ଏକ ଦୁର୍ଘଟଣା ଘଟିଛି। ଏକ କାର୍‌ର ଆଗ…

ମେରୁ ଯାତ୍ରା ଦେଖିବାକୁ ଯାଉଥିବାବେଳେ ଅଘଟଣ: ଗଛକୁ ପିଟିଲା ବାଇକ, ଘଟଣାସ୍ଥଳରେ…

ବୌଦ୍ଧ,୧୫।୪( ଅଜିତ କୁମାର ବାରିକ): ବୌଦ୍ଧ ଜିଲା ହରଭଙ୍ଗା ବ୍ଲକ ଖୋର୍ଦ୍ଧା ବଲାଙ୍ଗୀର ଜାତୀୟ ରାଜପଥର ବଡବନ୍ଧଠରେ ମଙ୍ଗଳବାର ବିଳମ୍ବିତ ରାତିରେ ବାଇକ ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ…

ଗାଁରେ ପଶି ତାଣ୍ଡବ ରଚିଲା ଦନ୍ତା, ଭାଙ୍ଗିଲା ବାଇକ୍‌-ସାଇକେଲ୍‌

ବୌଦ୍ଧ,୨୩।୩: ବୌଦ୍ଧ ଜିଲା ବୌଦ୍ଧ ବନଖଣ୍ଡ ସୁବଳୟା ଗାଁରେ ହାତୀ ଆତଙ୍କ ଦେଖାଦେଇଛି। ଏନେଇ ଗ୍ରାମବାସୀ ଭୟଭୀତ ହୋଇପଡିଛନ୍ତି। ମିଳିଥିବା ସୂଚନା ମୁତାବକ, ରବିବାର ବିଳମ୍ୱିତ ରାତିରେ…

ବାଇକ୍‌ରେ ଯାଉଥିଲେ ୩ ଭାଇ, ୧୦ ପୁଟ ଡ୍ରେନ ତଳକୁ ଖସିଲା ଗାଡ଼ି: ଆଉ ତା’ପରେ…

ବଘିଆପଡା,୧୯।୩(ଶ୍ରୀକାନ୍ତ ସାହୁ): ଖୋର୍ଦ୍ଧା-ବଲାଙ୍ଗୀର ୫୭ ନମ୍ବର ଜାତୀୟ ରାଜପଥ ବୌଦ୍ଧ ଥାନା ଜହ୍ନାପଙ୍କ ଫାଣ୍ଡି ଅନ୍ତଗତ ତେଲିବନ୍ଧ ପନ୍ଥାଇ ବୁଲାଣି ନିକଟରେ ଭାରସାମ୍ୟ ହରାଇ ଏକ ବାଇକ…

ଘରକୁ ଫେରିବାବେଳେ ଅଟକାଇ ଜଣଙ୍କୁ ହତ୍ୟା କଲେ ଦୁର୍ବୃତ୍ତ, ଜଣେ ଗୁରୁତର

ବଘିଆପଡ଼ା,୯ା୩(ଶ୍ରୀକାନ୍ତ ସାହୁ): ବୌଦ୍ଧ ଜିଲା ହରିପୁର ଛକରେ ଏକ ହତ୍ୟାକାଣ୍ଡ ହୋଇଛି। ତେବେ ପୂର୍ବ ଶତ୍ରୁତାକୁ ନେଇ ଏହି ହତ୍ୟା ହୋଇଥିବା ଜଣାପଡ଼ିଛି। ସୂଚନା ମୁତାବକ, ବୌଦ୍ଧ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri