୨ ଓଡ଼ିଶା କ୍ୟାଡର ଆଇଏଏସ୍‌ଙ୍କୁ ନୂଆ ଦାୟିତ୍ୱ

ଭୁବନେଶ୍ୱର,୨୧। ୧(ବ୍ୟୁରୋ): ଦୁଇ ଓଡ଼ିଶା କ୍ୟାଡର ଆଇଏଏସ୍‌ ଅଧିକାରୀଙ୍କୁ କେନ୍ଦ୍ରରେ ନୂଆ ଦାୟିତ୍ୱ ମିଳିଛି। ଏହି ଅଧିକାରୀମାନେ ହେଉଛନ୍ତି-୧୯୯୨ ବ୍ୟାଚ୍‌ର ଚନ୍ଦ୍ରଶେଖର କୁମାର ଏବଂ ୧୯୯୮ ବ୍ୟାଚ୍‌ର ବିଶାଲ ଗଗନ। କ୍ୟାବିନେଟ୍‌ ସେକ୍ରେଟାରିଏଟ୍‌ରେ ଯୁଗ୍ମ ସଚିବ ଭାବେ କାର୍ଯ୍ୟ କରୁଥିବା ଚନ୍ଦ୍ରଶେଖର ମାନବ ସମ୍ବଳ ବିକାଶ ମନ୍ତ୍ରଣାଳୟ ଅଧୀନ ଉଚ୍ଚଶିକ୍ଷା ବିଭାଗରେ କାର୍ଯ୍ୟ କରିବେ। ସେହିଭଳି ଓଡ଼ିଶା ସରକାରଙ୍କ ଜଳସମ୍ପଦ ବିଭାଗ ସ୍ବତନ୍ତ୍ର ସଚିବ ଥିବା ବିଶାଲ ପ୍ରତିରକ୍ଷା ମନ୍ତ୍ରଣାଳୟର ଯୁଗ୍ମ ସଚିବ ଭାବେ କାର୍ଯ୍ୟ କରିବେ। ଗଗନଙ୍କୁ କେନ୍ଦ୍ର କାର୍ମିକ ମନ୍ତ୍ରଣାଳୟ ପକ୍ଷରୁ ନୂତନ ନିଯୁକ୍ତି ମିଳିଥିବାରୁ ସେ ୫ ବର୍ଷ ପାଇଁ ଡେପୁଟେଶନରେ ଯିବେ। ତେଣୁ ସେ ଖୁବ୍‌ଶୀଘ୍ର ରାଜ୍ୟ ଦାୟିତ୍ୱରୁ ଅବ୍ୟାହତି ନେଇପାରନ୍ତି ବୋଲି ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଧାୟକ ସୁଧୀର ସାମଲଙ୍କୁ କରୋନା

ଭୁବନେଶ୍ୱର,୧୪।୯(ବ୍ୟୁରୋ): ଢେଙ୍କାନାଳ ବିଧାୟକ ସୁଧୀର ସାମଲ କରୋନାରେ ଆକ୍ରାନ୍ତ ହୋଇଛନ୍ତିି। ଏ ନେଇ ସେ ନିଜେ ସୋମବାର ଟୁଇଟ୍‌ କରି ସୂଚନା ଦେଇଛନ୍ତି। ଟୁଇଟ୍‌ରେ ସେ...

ଧରିତ୍ରୀ ପ୍ରଭାବ: ଖବର ପ୍ରକାଶ ପରେ ସଂଯୋଗ ହେଲା ବିଦ୍ୟୁତ୍‌

କୋରକେଣ୍ଡା,୨୨ା୧(ଡି.ଏନ.ଏ.): ମାଲକାନଗିରି ଜିଲା କୋରୁକୋଣ୍ଡା ସଦର ପଞ୍ଚାୟତବୁଦୁଗୁଡା ଗ୍ରାମରେ ପ୍ରାୟ ୬ମାସ ହେବ ବିଦ୍ୟୁତ୍‌ କାଟ୍‌ ହୋଇଥିଲା। ଫଳରେ ଲୋକେ ସନ୍ଧ୍ୟା ହେଲେ ଡିବି, ଲଣ୍ଠନ...

ଫିକା ପଡ଼ିବ ଗଣପର୍ବ ଗଜଲକ୍ଷ୍ମୀ ପୂଜା

କେନ୍ଦ୍ରାପଡ଼ା ଅଫିସ,୩୦।୧୦: କରୋନା ସଂକ୍ରମଣ ଭୟ ଚଳିତବର୍ଷ କେନ୍ଦ୍ରାପଡ଼ା ଜିଲାର ଗଣପର୍ବ ମା’ ଗଜଲକ୍ଷ୍ମୀଙ୍କ ପୂଜାକୁ ଫିକା ପକାଇବ। କୋଭିଡ୍‌ ୧୯ର ସମସ୍ତ ନିୟମ ପାଳନ...

କାମ କରୁଥିବା ବ୍ୟକ୍ତିର ପଦପାଇଁ କୌଣସି ଆକାଂକ୍ଷା ନ ଥାଏ

୧୯୯୧ ବ୍ୟାଚ୍‌ ଆଇଏଏସ୍‌ ଅଫିସର ମଧୁସୂଦନ ପାଢ଼ୀ ରାଜ୍ୟ ପ୍ରଶାସନର ଏକ ଜଣାଶୁଣା ନଁା। ଦୀର୍ଘ ୨୮ବର୍ଷ ଧରି ସେ ବିଭିନ୍ନ ସରକାରୀ ସଂସ୍ଥା ଓ...

ଜିଲା ସଂସ୍କୃତି ପରିଷଦ ଏବଂ ଉତ୍ସବ ପ୍ରଧାନପାଟ କମିଟି ବୈଠକରେ ନିଷ୍ପତି : ଫେବୃୟାରୀ ଦ୍ୱିତୀୟ ସପ୍ତାହରେ ଉସତ୍ବ ପ୍ରଧାନପାଟ

ଦେବଗଡ,୪।୧(ଡି.ଏନ.ଏ)-ଆସନ୍ତା ଫେବୃୟାରୀ ଦ୍ୱିତୀୟ ସପ୍ତାହ ସୁଦ୍ଧା ଜିଲା ମହୋତ୍ସବ ‘ଉତ୍ସବ ପ୍ରଧାନପାଟ’ ଆୟୋଜନ କରାଯିବା। ଶୁକ୍ରବାର ଅନୁଷ୍ଠିତ ଜିଲା ସଂସ୍କୃତି ପରିଷଦ ଏବଂ ଉତ୍ସବ ପ୍ରଧାନପାଟ...

ଲଘୁଚାପ ଓ ପ୍ରବଳ ବର୍ଷା ସମ୍ଭାବନା: ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଯିବା ମନା

ଭୁବନେଶ୍ୱର, ୨।୮(ବ୍ୟୁରୋ): ଉତ୍ତରପୂର୍ବ ବଙ୍ଗୋପସାଗର ଓ ଏହାର ଆଖପାଖ ଅଞ୍ଚଳରେ ଏକ ଲଘୁଚାପ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ସମଗ୍ର ରାଜ୍ୟରେ ପ୍ରବଳ ବର୍ଷା ହେବ...

ଓଏମ୍‌ବିଏଡିସି ଜିଲା ପାଇଁ ୨୫୭ କୋଟି ଅନୁମୋଦନ

ଭୁବନେଶ୍ୱର,୨୯।୧୦(ବ୍ୟୁରୋ): ଖଣିଜ ସମ୍ପଦ ଅଞ୍ଚଳ ନିଗମ (ଓଏମ୍‌ବିଏଡିସି) ଜିଲାଗୁଡ଼ିକ ପାଇଁ ୮ଟି ପ୍ରକଳ୍ପ ବାବଦରେ ୨୫୭ କୋଟି ଟଙ୍କା ଖର୍ଚ୍ଚ ହେବ। ବୁଧବାର ଲୋକସେବା ଭବନଠାରେ...

ଆଜି କ୍ୟାବିନେଟ୍‌, ୪ ପ୍ରସ୍ତାବକୁ ମିଳିପାରେ ମଞ୍ଜୁରୀ

ଭୁବନେଶ୍ୱର,୧୮ା୬(ବ୍ୟୁରୋ): ରାଜ୍ୟ ସରକାରଙ୍କ ଗୁରୁତ୍ୱପୂର୍ଣ୍ଣ କ୍ୟାବିନେଟ୍‌ ବୈଠକ ଗୁରୁବାର ସା ୭ଟା ୪୫ମିନିଟ୍‌ ସମୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବ। ଭିଡିଓ କନ୍‌ଫରେନ୍ସଂ...

Advertisement
Archives

Model This Week