୨ କରୋନା ଯୋଦ୍ଧା ପଜିଟିଭ: ଦେବଗଡ଼ର ଆଶାକର୍ମୀ, ଶିକ୍ଷକ କରୋନା ଆକ୍ରାନ୍ତ

ଦେବଗଡ଼,୨୫ା୫(ଡି.ଏନ୍‌.ଏ): ରାଜ୍ୟରେ ସୋମବାର ୧୦୩ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ଦେବଗଡ଼ ଜିଲାରେ ସର୍ବାଧିକ ୨୨ଜଣ ଆକ୍ରାନ୍ତ ରହିଛନ୍ତି। ତେବେ ଏହି ୨୨ ଆକ୍ରାନ୍ତଙ୍କ ମଧ୍ୟରେ ୨ଜଣ କୋଭିଡ୍‌ ଯୋଦ୍ଧା କରୋନା ସଂକ୍ରମିତ ହୋଇଥିବା ଜଣାପଡ଼ିଛି। ତେଲେଇବଣି ବ୍ଲକ ସୋଢ଼ କ୍ୱାରାଣ୍ଟାଇନ ସେଣ୍ଟର ଦାୟିତ୍ୱରେ ରହିଥିବା ଜଣେ ଆଶାକର୍ମୀ ଓ ଆଉ ଜଣେ ଶିକ୍ଷକଙ୍କ ସ୍ବାବ୍‌ ନମୁନା ପଜିଟିଭ ଆସିଥିବା ନେଇ ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ପରଲୋକରେ ସଙ୍ଗୀତ ନିର୍ଦ୍ଦେଶକ ବାଚୁ ମୁଖାର୍ଜୀ

ବାରିପଦା ଅଫିସ, ୧୬ା୩- ଓଡ଼ିଆ ସିନେଜଗତର ବିଶିଷ୍ଟ ସଙ୍ଗୀତ ନିର୍ଦ୍ଦେଶକ ବାଚୁ ମୁଖାର୍ଜୀ(୬୪)ଙ୍କ ରବିବାର ହୃଦ୍‌ଘାତରେ ପରଲୋକ ଘଟିଛି। ସନ୍ଧ୍ୟାରେ ବାରିପଦା ଲାଲବଜାରସ୍ଥିତ ନିଜ ବାସଭବନରେ...

ପଡି ରହିଛି ଧାନ: ଟାର୍ଗେଟ ବଢାଇବାକୁ ଦାବିକଲେ ଚାଷୀ

ଖପ୍ରାଖୋଲ, ୩ା୧(ଡି.ଏନ.ଏ.) – ଚଳିତ ବର୍ଷ ଭଲ ଧାନ ଉତ୍ପାଦନ ହୋଇଛି । ହେଲେ ମଣ୍ଡିରେ ଧାନ ବିକ୍ରିକୁ ନେଇ ଚିନ୍ତାରେ ଚାଷୀ । ବଲାଙ୍ଗୀର...

ପ୍ରକାଶ ପାଇଛି ବିଜ୍ଞପ୍ତି: କାଳିଆ ଯୋଜନାରେ ସାମିଲ ଅଯୋଗ୍ୟ ହିତାଧିକାରୀଙ୍କ ଟଙ୍କା ଫେରିବ

ଭୁବନେଶ୍ୱର, ୬ା୮(ବ୍ୟୁରୋ): କାଳିଆ ଯୋଜନାରେ ବର୍ତ୍ତମାନ ସୁଦ୍ଧା ୫୧ଲକ୍ଷ ହିତାଧିକାରୀଙ୍କୁ ସରକାର ଅର୍ଥ ପ୍ରଦାନ କରିଛନ୍ତି। ଆଗକୁ ଆଉ ୨୪ ଲକ୍ଷ କ୍ଷୁଦ୍ର, ନାମମାତ୍ର ଏବଂ...

ସରକାରୀ ଯୋଜନାରେ ମିଳୁନି ପକ୍କାଘର: ବ୍ଲକ କାର୍ଯ୍ୟାଳୟ ଘେରିଲେ ଲୋକେ

ସୁକିନ୍ଦା,୧୬ା୧୦(ଡି.ଏନ୍‌.ଏ)- ଯାଜପୁର ଜିଲା ସୁକିନ୍ଦା ବ୍ଲକ ଅନ୍ତର୍ଗତ କନ୍ତିରା, ବାହାବଳପୁର, ବର୍ତ୍ତଣ୍ଡା ଗ୍ରାମ ସହ ୨୫ ପଞ୍ଚାୟତର ବହୁ ଲୋକ ସରକାରୀ ଯୋଜନାରେ ପକ୍କାଘର ପାଇବାରୁ...

ଯୋଗଶିକ୍ଷା କରୁଛନ୍ତି ପ୍ରବାସୀ

ବନ୍ତ,୧୨।୫(ଡି.ଏନ.ଏ.)-କରୋନା ଲକ୍‌ ସମୟରେ ଭଦ୍ରକ ଜିଲା ବନ୍ତ ବ୍ଲକ ଓଡଙ୍ଗ ସାମୟିକ ସ୍ବାସ୍ଥ୍ୟ କେନ୍ଦ୍ର(ଟି.ଏମ୍‌.ସି)ରେ ପ୍ରବାସୀମାନେ ଯୋଗ ଶିକ୍ଷା କରୁଥିବା ଦେଖାଯାଇଛି। ସମୟର ସଦୁପଯୋଗ କରିବା...

କଂଗ୍ରେସର ସାଙ୍ଗଠନିକ ଦକ୍ଷତା ବୃଦ୍ଧି ଉପରେ ସମୀକ୍ଷା: ଯୋଗଦେଲେ ରାଜ୍ୟ ପ୍ରଭାରୀ

ବାଲେଶ୍ୱର ଅଫିସ, ୨୦।୨-ଅଖିଳ ଭାରତୀୟ କଂଗ୍ରେସ କମିଟି ସାଧାରଣ ସମ୍ପାଦକ ତଥା ଓଡ଼ିଶା ପ୍ରଭାରୀ ଜିତେନ୍ଦ୍ର ସିଂ ବୁଧବାର ଦିନିକିଆ ବାଲେଶ୍ୱର ଜିଲା ଗସ୍ତରେ ଆସି...

ଜଟଣୀ କୋର୍ଟରେ ପ୍ରଥମ ଦଣ୍ଡାଦେଶ

ଜଟଣୀ, ୨୬ା୧୧(ଡି.ଏନ.ଏ.):  ଜଟଣୀ ଜେଏମ୍‌ଏଫ୍‌ସିରେ ଏକ ମାମଲାର ବିଚାର କରି ମାଜିଷ୍ଟ୍ରେଟ୍‌ ଧ୍ରୁବି ସୋଲାଙ୍କିରାୟ ରାୟ ପ୍ରକାଶ କରି ଜଣେ ବିଚାରାଧୀନ ଅଭିଯୁକ୍ତଙ୍କୁ ଦଣ୍ଡାଦେଶ ଦେଇଛନ୍ତି।...

ହଣ୍ଡପା ରେଞ୍ଜରେ ହାତୀ ଉପଦ୍ରବ, ଚିନ୍ତାରେ ଚାଷୀ

ବଇଣ୍ଡା,୯।୬(ଡି.ଏନ.ଏ.)-କିଶୋରନଗର ବ୍ଲକ ହଣ୍ଡପା ରେଞ୍ଜ ଜାମ୍ବୁନାଳୀ, ଅଶ୍ରୁବାହାଳ, ନାଗାଝରଣ, ଗୋଳାସର, ମଧପୁର ଆଦି ଗ୍ରାମ ଗୁଡ଼ିକରେ କିଛିଦିନ ହେବ ହାତୀ ଉପଦ୍ରବ ଲାଗି ରହିଛି। ହାତୀମାନେ...

Coronavirus Update

Archives

Model This Week

Why Dharitri