୨ କର୍କଟ ପୀଡ଼ିତଙ୍କୁ ସହଯୋଗ

ବରଗଡ଼ ଅଫିସ୍‌,୩।୪-ବରଗଡ଼ ଜିଲା ବରପାଲି ବ୍ଲକ ଅନ୍ତର୍ଗତ ବୁରୋମୁଣ୍ଡା ଏବଂ ଗାଇସିଲେଟ ଅଞ୍ଚଳର ୨ଜଣ କର୍କଟ ପୀଡ଼ିତଙ୍କୁ ସ୍ଥାନୀୟ ଜର୍ଜ ହାଇସ୍କୁଲର ୧୯୯୧ ବ୍ୟାଚ୍‌ ଛାତ୍ରୀଛାତ୍ର ସହଯୋଗର ହାତ ବଢ଼ାଇଛନ୍ତି । ସୂଚନା ଅନୁଯାୟୀ, ବୁରୋମୁଣ୍ଡାର ଚୂଡ଼ାମଣି ପ୍ରଧାନ ଏବଂ ଗାଇସିଲେଟ୍‌ ଅଞ୍ଚଳର ମାନଭଞ୍ଜନ ସାହୁ କର୍କଟ ରୋଗାକ୍ରାନ୍ତ ହୋଇଛନ୍ତି । ସେମାନଙ୍କ ଚିକିତ୍ସାରେ ଅର୍ଥ ବାଧକ ସାଜିଛି । ଏହି ଖବର ପାଇବା ପରେ ଜର୍ଜ ହାଇସ୍କୁଲର ୧୯୯୧ ବ୍ୟାଚ୍‌ ଛାତ୍ରୀଛାତ୍ର ସହଯୋଗର ହାତ ବଢ଼ାଇ ୮ହଜାର ଟଙ୍କାର ସହାୟତା ରାଶି ସେମାନଙ୍କ ପାଖକୁ ପଠାଇଥିଲେ । ସ୍ବେଚ୍ଛାସେବୀଙ୍କୁ ଏଭଳି ସହାୟତାକୁ ବିଭିନ୍ନ ମହଲରେ ପ୍ରଶଂସା କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ ସହ ଅଭିଯାନ ଶେଷ କଲା ଆଫଗାନିସ୍ତାନ

ଚେନ୍ନାଇ,୧୯ା୨- ଇବ୍ରାହିମ ଜଦ୍ରାନଙ୍କ ଅପରାଜିତ ୯୫ ରନ୍‌ ଏବଂ ମହମ୍ମଦ ନବିଙ୍କ ଯାଦୁଗରୀ ବୋଲିଂ ବଳରେ ଗୁରୁବାର ସନ୍ଧ୍ୟାରେ ଖେଳାଯାଇଥିବା ଟି୨୦ ବିଶ୍ୱକପ୍‌ର ଏକ ଲିଗ୍‌ ମ୍ୟାଚ୍‌ରେ…

ବିଷାକ୍ତ ଗ୍ୟାସ୍‌ ଲିକ୍‌: ଚାଲିଗଲା ୩୭ ଜୀବନ

ଆବୁଜା,୧୯ା୨: ନାଇଜେରିଆର ଉତ୍ତର କେନ୍ଦ୍ରୀୟ ଅଞ୍ଚଳସ୍ଥିତ ଏକ ଖଣିରୁ ବିଷାକ୍ତ ଗ୍ୟାସ୍‌ ଲିକ୍‌ ହେବା ଯୋଗୁ ସେଠାରେ କାର୍ଯ୍ୟ କରୁଥିବା ଲୋକଙ୍କ ମଧ୍ୟରୁ ୩୭ଜଣଙ୍କ ମୃତ୍ୟୁ ହୋଇଛି।…

ପଦ୍ମ ଧରିଲେ ଲାଞ୍ଜିଗଡ଼ ବ୍ଲକ ଅଧ୍ୟକ୍ଷା ଓ ୬ ସମିତି ସଭ୍ୟ; ରାଜ୍ୟ ଭାଜପା କାର୍ଯ୍ୟାଳୟରେ…

ଲାଞ୍ଜିଗଡ଼,୧୯। ୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା  ଲାଞ୍ଜିଗଡ ବ୍ଲକ ଅଧ୍ୟକ୍ଷା କମଳା ପାତ୍ର ସହିତ ୬ ଜଣ ସମିତି ସଭ୍ୟ ଗୁରୁବାର ରାଜ୍ୟ ଭାଜପା କାର୍ଯ୍ୟାଳୟରେ…

ବରଗଡ଼ ସହରରେ ଚାଲିଲା ପେଟ୍ରୋଲିଂ, ସୁରକ୍ଷା ବ୍ୟବସ୍ଥା କଡାକଡି କଲା ପୋଲିସ୍

ବରଗଡ଼,୧୯।୨(ପ୍ରେମାନନ୍ଦ ଖମାରୀ) – ବରଗଡ଼ରେ ଆଇନ ଶୃଙ୍ଖଳା ବ୍ୟବସ୍ଥାକୁ ନେଇ ଜିଲା ପୋଲିସକୁ ସମାଲୋଚନାର ସମ୍ମୁଖୀନ ହେବାକୁ ପଡୁଛି। ତେବେ ଗୁରୁବାର ସନ୍ଧ୍ୟାରୁ ବରଗଡ଼ ପୋଲିସ ସହରରେ…

ସାନଖେମୁଣ୍ଡି ବ୍ଲକ ବିବାଦୀୟ ଏପିଓଙ୍କୁ ବଦଳି, ତୁରନ୍ତ ରିଲିଭ୍ କରାଯିବାକୁ…        

ଦିଗପହଣ୍ଡି,୧୯|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କାର୍ଯ୍ୟାଳୟ ଅତିରିକ୍ତ କାର୍ଯ୍ୟକ୍ରମ ଅଧିକାରୀ (ଏପିଓ) ଅରୁଣ କୁମାର ସ୍ବାଇଁଙ୍କୁ ଗଞ୍ଜାମ ଜିଲାପାଳ ଭି.କୀର୍ତ୍ତି ଭାସନ୍ ଛତ୍ରପୁର…

ଇଟାଲିକୁ ପରାସ୍ତ କରି ସୁପର-୮ରେ ପହଞ୍ଚିଲା ଓ୍ବେଷ୍ଟଇଣ୍ଡିଜ

କୋଲକାତା,୧୯ା୨: ଅଧିନାୟକ ଶାଇ ହୋପ୍‌ଙ୍କ ଅପରାଜିତ ଅର୍ଦ୍ଧଶତକ ଏବଂ ବୋଲରଙ୍କ ଶୃଙ୍ଖଳିତ ବୋଲିଂ ସହାୟତାରେ ଓ୍ବେଷ୍ଟଇଣ୍ଡିଜ ଚଳିତ ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ଇଟାଲିକୁ ୪୨ ରନରେ ପରାସ୍ତ…

ଧରିତ୍ରୀ ପ୍ରଭାବ: କେସିଙ୍ଗା ବ୍ଲକର ୮୦୧୯ ଚାଷୀଙ୍କଠାରୁ ଉଠିଲା ୩ ଲକ୍ଷ କୁଇଣ୍ଟାଲ ଧାନ

କେସିଙ୍ଗା, ୧୯ା୨ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ବିଭିନ୍ନ ମଣ୍ଡିରୁ ଧାନ ଉଠୁ ନ ଥିବା ନେଇ ଗତ ୮ତାରିଖରେ  ଧରିତ୍ରୀରେ ଖବର ପ୍ରକାଶ…

ସଙ୍ଗୀତର ଫଟୋ ଶେୟାର କଲେ ଶିଖର ଧାଓ୍ବନ, ଗୋଲଡେନ ଲେହେଙ୍ଗାରେ ମନ ମୋହିଲେ ସୋଫି

ନୂଆଦିଲ୍ଲୀ,୧୯।୨: ପୂର୍ବତନ ଭାରତୀୟ କ୍ରିକେଟର ଶିଖର ଧାୱନ ଏବଂ ସୋଫି ସାଇନଙ୍କ ବିବାହର ଗୁଜବ ବହୁତ ଦିନ ଧରି ଘୁରି ବୁଲୁଛି। ଯଦିଓ ଉଭୟ ଏହି ଖବରକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri