ବରଗଡ଼ ଅଫିସ୍,୩।୪-ବରଗଡ଼ ଜିଲା ବରପାଲି ବ୍ଲକ ଅନ୍ତର୍ଗତ ବୁରୋମୁଣ୍ଡା ଏବଂ ଗାଇସିଲେଟ ଅଞ୍ଚଳର ୨ଜଣ କର୍କଟ ପୀଡ଼ିତଙ୍କୁ ସ୍ଥାନୀୟ ଜର୍ଜ ହାଇସ୍କୁଲର ୧୯୯୧ ବ୍ୟାଚ୍ ଛାତ୍ରୀଛାତ୍ର ସହଯୋଗର ହାତ ବଢ଼ାଇଛନ୍ତି । ସୂଚନା ଅନୁଯାୟୀ, ବୁରୋମୁଣ୍ଡାର ଚୂଡ଼ାମଣି ପ୍ରଧାନ ଏବଂ ଗାଇସିଲେଟ୍ ଅଞ୍ଚଳର ମାନଭଞ୍ଜନ ସାହୁ କର୍କଟ ରୋଗାକ୍ରାନ୍ତ ହୋଇଛନ୍ତି । ସେମାନଙ୍କ ଚିକିତ୍ସାରେ ଅର୍ଥ ବାଧକ ସାଜିଛି । ଏହି ଖବର ପାଇବା ପରେ ଜର୍ଜ ହାଇସ୍କୁଲର ୧୯୯୧ ବ୍ୟାଚ୍ ଛାତ୍ରୀଛାତ୍ର ସହଯୋଗର ହାତ ବଢ଼ାଇ ୮ହଜାର ଟଙ୍କାର ସହାୟତା ରାଶି ସେମାନଙ୍କ ପାଖକୁ ପଠାଇଥିଲେ । ସ୍ବେଚ୍ଛାସେବୀଙ୍କୁ ଏଭଳି ସହାୟତାକୁ ବିଭିନ୍ନ ମହଲରେ ପ୍ରଶଂସା କରାଯାଇଛି ।
Posted inHome, Home Left, ଆମ ଜିଲା ଖବର, ବରଗଡ଼ View All
ଛାତ୍ର ସଂସଦ ନିର୍ବାଚନ, କଲେଜ କ୍ୟାମ୍ପସ୍ ସରଗରମ: ନାମାଙ୍କନ ନାକଚ୍, ଆଶାୟୀ ଅସନ୍ତୋଷ
ବରଗଡ଼,10।୧୦(ପ୍ରେମାନନ୍ଦ ଖମାରୀ):ଆସନ୍ତା ୧୫ତାରିଖ ଛାତ୍ର ସଂସଦ ନିର୍ବାଚନ। ଏହି ନିର୍ବାଚନ ଯେତିକି ପାଖେଇ ଆସୁଛି, କଲେଜ କ୍ୟାମ୍ପସ୍ ଗୁଡ଼ିକରେ ନିର୍ବାଚନୀ ବାତାବରଣ ସେତିକି ସରଗରମ ହୋଇ ପଡୁଛି।…
ହାରିବା ସତ୍ତ୍ୱେ ୩ ବଡ଼ ରେକର୍ଡ ଭାଙ୍ଗିଲା ଟିମ୍ ଇଣ୍ଡିଆ: ୩ ବ୍ୟାଟ୍ରଙ୍କ ବିସ୍ଫୋରକ ଇନିଂସ
ରାଞ୍ଚି,୧୦।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଟି-୨୦ ମ୍ୟାଚ୍ରେ ଟିମ ଇଣ୍ଡିଆ ଦମ୍ଦାର ବ୍ୟାଟିଂ କରିଥିଲେ ମଧ୍ୟ ପରାଜୟବରଣ କରିଛି। ଭାରତୀୟ ବ୍ୟାଟରମାନେ ଚୌକା ଓ ଛକା ବର୍ଷା…
ଲଜ୍ଜାଜନକ ପରାଜୟ ପରେ ମୁହଁ ଖୋଲିଲେ ଶ୍ରେୟସ ଆୟର: ସୁଯୋଗ ହାତଛଡ଼ା…
ରାଞ୍ଚି,୧୦।୧୦: ଭାରତ-ୱେଷ୍ଟଇଣ୍ଡିଜ ଦ୍ୱିତୀୟ ଟି-୨୦ ମ୍ୟାଚ୍ରେ ୨୪୯ ରନ କରି ମଧ୍ୟ ହାରିଯାଇଛି ଟିମ ଇଣ୍ଡିଆ। ରାଞ୍ଚିରେ ଖେଳାଯାଇଥିବା ଏହି ମ୍ୟାଚ୍ରେ ଭାରତ ପ୍ରଥମେ ବ୍ୟାଟିଂ କରି…
ସମଲେଶ୍ଵରୀଙ୍କ ଧବଳମୁଖୀ ବେଶ: ଦର୍ଶନ ପାଇଁ ଭକ୍ତଙ୍କ ଭିଡ଼
ବରଗଡ଼,୧୦।୧୦(ପ୍ରେମାନନ୍ଦ ଖମାରୀ)- ଆଜି ମହାଳୟା । ଏହି ଅବସରରେ ବରଗଡର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ଭଗବତୀ ମାଁ ସମଲେଶ୍ବରୀ ଧବଳମୁଖୀ ବେଶରେ ଦର୍ଶନ ଦେଇଛନ୍ତି। ଏହି ବେଶରେ ଦେବୀଙ୍କୁ…
ଜୀବଜନ୍ତୁଙ୍କ ରଙ୍ଗ ପଛର ରହସ୍ୟ: ଖାଦ୍ୟରୁ ମିଳୁଛି ଆକର୍ଷଣୀୟ ରୂପ
ୱାଶିଂଟନ,୧୦ା୧୦:ଅନେକ ଜୀବଜନ୍ତୁ, ପକ୍ଷୀ ଓ ମାଛ ସେମାନଙ୍କର ନାଲି, ହଳଦିଆ, ନୀଳ, କମଳା ଆଦି ରଙ୍ଗ ପାଇଁ ବେଶ୍ ଆକର୍ଷଣୀୟ ହୋଇଥାନ୍ତି। କିନ୍ତୁ ଏହି ଜୀବମାନେ ଏତେ…
ବଡ଼ ଭୁଲ୍ କରିଦେଲେ ଶ୍ରେୟସ ଆୟର: ୨୪୯ ରନ କରି ମଧ୍ୟ ହାରିଲା ଟିମ ଇଣ୍ଡିଆ, ଜାଣନ୍ତୁ ପରାଜୟର ୩ ବଡ଼ କାରଣ
ରାଞ୍ଚି,୧୦।୧୦: ରାଞ୍ଚିରେ ରୋମାଞ୍ଚକର ମୁକାବିଲାରେ ୨୪୯ ରନ କରି ମଧ୍ୟ ପରାଜୟର ସାମ୍ନା କରିଛି ଟିମ ଇଣ୍ଡିଆ। ୱେଷ୍ଟଇଣ୍ଡିଜ ୨୫୦ ରନ୍ର ବିଶାଳ ଲକ୍ଷ୍ୟକୁ ସଫଳତାର ସହ…
ସକାଳୁ ସକାଳୁ ଶକ୍ତିଶାଳୀ ଭୂକମ୍ପ: ୫ ଦେଶକୁ ସୁନାମୀ ଚେତାବନୀ
ପାନାମା,୧୦।୧୦: ମଧ୍ୟ ଆମେରିକୀୟ ଦେଶ ପାନାମାର ଦକ୍ଷିଣ ଉପକୂଳ ନିକଟରେ ଶୁକ୍ରବାର ୭.୬ ତୀବ୍ରତାର ଏକ ଶକ୍ତିଶାଳୀ ଭୂକମ୍ପ ଅନୁଭୂତ ହୋଇଛି। ଏହାର ଝଟକା ରାଜଧାନୀ ପାନାମା…
‘ଭାଜପା ସରକାର ଅଢ଼େଇ ବର୍ଷରେ ଓଡ଼ିଶା ଛବିକୁ ମଳିନ କରିସାରିଲେଣି’
ଭୁବନେଶ୍ୱର, ୯।୧୦(ସୁନିତ୍ ମିଶ୍ର): ବିଜେଡି ସବୁବେଳେ ସେବା ଓ ବିକାଶରେ ବିଶ୍ୱାସ କରେ। ବିଜେଡି ସରକାର ସମୟରେ ଦ୍ରୁତ ବିକାଶ ପାଇଁ ଓଡ଼ିଶା ସାରା ଦେଶରେ ଏକ…

