୨ କ୍ୟାବିନ୍‌ରୁ ଚୋରି : ନଗଦ ୧୦ ହଜାର ଟଙ୍କା ସହ ବିଭିନ୍ନ ସାମଗ୍ରୀ ଚୋରି

ଆରଡ଼ି,୬।୯(ଡି.ଏନ୍‌.ଏ.) : ଭଦ୍ରକ ଜିଲା ଆରଡ଼ି ଫାଣ୍ଡି ଅନ୍ତର୍ଗତ କୁଳେଇପଦା ଛକରେ ଗୁରୁବାର ରାତିରେ ୨ଟି କ୍ୟାବିନ୍‌ରୁ ଚୋରି ହୋଇଥିବା ଅଭିଯୋଗ ହୋଇଛି। ସୂଚନା ଅନୁସାରେ କୁଳେଇପଦା ଗାଁର ଜୟନ୍ତ ନାୟକ ଓ ସୁବାସ ବିଶ୍ବାଳ ରାତି ପ୍ରାୟ ୯ଟାରେ ଦୋକାନ ବନ୍ଦ କରି ଘରକୁ ଫେରିଥିଲେ । ଶୁକ୍ରବାର ସକାଳୁ ତାଙ୍କ କ୍ୟାବିନ୍‌ ଭାଙ୍ଗି ନଗଦ ୧୦ ହଜାର ଟଙ୍କା ଓ ପ୍ରାୟ ୫ ହଜାର ଟଙ୍କାର ଜିନିଷପତ୍ର କେହି ନେଇ ଯାଇଥିବା ଜୟନ୍ତ କହିଛନ୍ତି। ସେହିଭଳି ସୁବାସଙ୍କ ଦୋକାନରୁ ନଗଦ ଅର୍ଥରାଶି ସହ ବହୁ ସାମଗ୍ରୀ ଚୋରି ହୋଇଥିବା ସେ ପ୍ରକାଶ କରିଛନ୍ତି। ଉଭୟେ ଏ ସଂକ୍ରାନ୍ତରେ ଆରଡ଼ି ଫାଣ୍ଡିରେ ଏତଲା ଦେଇଛନ୍ତି। ଆରଡ଼ି ଫାଣ୍ଡି ହାବିଲଦାର ରମେଶ ଚନ୍ଦ୍ର ମଲ୍ଲିକ ଘଟଣାସ୍ଥଳରେ ପହଞ୍ଚି ଚୋରିର ତଦନ୍ତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଛତ୍ରପୁରରେ ଜିଲାସ୍ତରୀୟ ସ୍ୱାଧୀନତା ଦିବସ, ଗଞ୍ଜାମର ଉନ୍ନତି ପାଇଁ ସରକାର ପ୍ରତିବଦ୍ଧ: ଆଇନ ମନ୍ତ୍ରୀ

ଛତ୍ରପୁର, ୧୫`୮ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ଗଞ୍ଜାମ ଜିଲା ସଦର ମହକୁମା ଛତ୍ରପୁରଠାରେ ଜିଲାସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ମହାସମାରୋହ ଆଡ଼ମ୍ବର ଓ ଉତ୍ସାହର ସହ ପାଳିତ…

ବଲାଙ୍ଗୀରରେ ପତାକା ଉତ୍ତୋଳନ କଲେ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ, କହିଲେ ଏ ମାଟିର ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ…

ବଲାଙ୍ଗୀର,୧୫ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ମନୋହରପୁର ରିଜର୍ଭ ପୋଲିସ ପଡ଼ିଆରେ ଶନିବାର ୮୦ ତମ ଜିଲା ସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ଉଚ୍ଚଶିକ୍ଷା, କ୍ରୀଡ଼ା ଓ…

ପ୍ରଧାନମନ୍ତ୍ରୀଙ୍କ ସହିତ ଲାଲକିଲ୍ଲାରେ ତ୍ରିରଙ୍ଗା ଉତ୍ତୋଳନ କରିଥିବା କ୍ୟାପଟେନ ସୋନିଆ ସିଂହ ଚୌହାନ କିଏ? ଜାଣନ୍ତୁ ତାଙ୍କ ବିଷୟରେ

ନୂଆଦିଲ୍ଲୀ,୧୫।୮: ସ୍ବାଧୀନତା ଦିବସରେ, ପ୍ରଧାନମନ୍ତ୍ରୀ ଲାଲକିଲ୍ଲାର ପ୍ରାଚୀରରୁ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି, ଏହି ଐତିହାସିକ ମୁହୂର୍ତ୍ତ ଉପରେ ସମଗ୍ର ଦେଶର ନଜର ରହିଥିଲା। 21 ତୋପ…

ସୁନ୍ଦରଗଡ଼ରେ ଜାତୀୟ ପତାକା ଉତ୍ତୋଳନ କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା

ସୁନ୍ଦରଗଡ଼,୧୫ା୮(ଜୟନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ସଦରମହକୁମାରେ ୮୦ତମ ସ୍ବାଧୀନତା ଦିବସ ସମାରୋହ ପାଳିତ ହୋଇଯାଇଛି। ସୁନ୍ଦରଗଡ଼ ସରକାରୀ ମହାବିଦ୍ୟାଳୟ ସମ୍ମୁଖ ଯାତ୍ରାପଡ଼ିଆଠାରେ ଆୟୋଜିତ ଜିଲାସ୍ତରୀୟ ସମାରୋହରେ ଉପମୁଖ୍ୟମନ୍ତ୍ରୀ…

ଲାଲ୍‌କିଲ୍ଲାରେ ସ୍ୱାଧୀନତା ଦିବସ ସମାରୋହକୁ ଆସିଲେନି ରାହୁଲ ଗାନ୍ଧୀ, ଦିଲ୍ଲୀରେ ପଡିଲା ଚହଳ!

ନୂଆଦିଲ୍ଲୀ,୧୫।୮: କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖାର୍ଗେ ଏବଂ ରାହୁଲ ଗାନ୍ଧୀ, କ୍ରମାଗତ ଦ୍ୱିତୀୟ ବର୍ଷ ପାଇଁ, ଲାଲକିଲ୍ଲାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ୱରେ ଅନୁଷ୍ଠିତ ୮୦ତମ ସ୍ୱାଧୀନତା…

ଲାଇଭ୍‌ ମ୍ୟାଚ୍‌ରେ ଗର୍ଲଫ୍ରେଣ୍ଡଙ୍କ ସହ ଚାଟିଂ କରୁଥିଲେ କ୍ରିକେଟର୍‌: BCCI ନେଲା ବଡ଼ ଆକ୍ସନ

ଚେନ୍ନାଇ,୧୫।୮: ୨୦୨୬ ତାମିଲନାଡୁ ପ୍ରିମିୟର ଲିଗ (TNPL) ସମୟରେ ଜଣେ କ୍ରିକେଟର ଏକ ବଡ଼ ଭୁଲ କରିଥିଲେ। ପୂର୍ବରୁ ରଣଜୀ ଟ୍ରଫିରେ ତାମିଲନାଡୁର ପ୍ରତିନିଧିତ୍ୱ କରିଥିବା ଖେଳାଳି…

ମୁଖ୍ୟମନ୍ତ୍ରୀ ଭାବେ ପ୍ରଥମ ଥର ପତାକା ଉତ୍ତୋଳନ କଲେ ବିଜୟ, ଆଗ ଧାଡିରେ ନଜର ଆସିଲେ ତ୍ରିଶା

ଚେନ୍ନାଇ,୧୫।୮: ତାମିଲନାଡୁ ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟ ଫୋର୍ଟ ସେଣ୍ଟ ଜର୍ଜ କମ୍ପ୍ଲେକ୍ସରେ ତ୍ରିରଙ୍ଗା ଉତ୍ତୋଳନ କରିଥିଲେ। ଏହି କାର୍ଯ୍ୟକ୍ରମରେ ତାଙ୍କ ମାତାପିତା ଏବଂ ଘନିଷ୍ଠ ବନ୍ଧୁ…

ଜାତୀୟ ପତାକା ଉତ୍ତୋଳନ ପରେ ହଠାତ୍‌ ଅସୁସ୍ଥ ହୋଇପଡ଼ିଲେ ୯ ଛାତ୍ରୀ, ତଳେ ଗଡ଼ି ଦେଖାଇଲେ ଅସ୍ବାଭାବିକ ଆଚରଣ

ଦେବଗଡ଼,୧୫ା୮(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ବ୍ଲକ ପଡିଆନାଲି ୟୁଜିୟୁପି ସ୍କୁଲରେ ସ୍ବାଧୀନତା ଦିବସରେ ଏକ ଅଘଟଣ ଘଟିଛି । ଜାତୀୟ ପତାକା ଉତ୍ତୋଳନ ପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri