୨ ଗୋରୁ ବୋଝେଇ କଣ୍ଟେନର ଅଟକ: ୮ ଗିରଫ

ରେମୁଣା,୧୨ା୧୦(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ଖନ୍ତାପଡ଼ା ଥାନା ଅନ୍ତର୍ଗତ ଶେରଗଡ଼ ଟୋଲ୍‌ଗେଟ୍‌ ଦେଇ ୭ ଗୋରୁବୋଝେଇ କଣ୍ଟେନର ଯାଉଥିବା ବେଳେ ଆର୍‌ଏସ୍‌ଏସ୍‌ର କେତେଜଣ ଯୁବକ ତାଙ୍କୁ ପିଛା କରି ଶେରଗଡ଼ ଛକ ବିସିଇଟି କଲେଜ ନିକଟ ଜାତୀୟ ରାଜପଥରେ ଅଟକାଇଥିଲେ। ସେଥିରୁ ୫ କଣ୍ଟେନର ଫେରାର ହୋଇଯାଇଥିବା ବେଳେ ୨ କଣ୍ଟେନରକୁ ସେମାନେ ଅଟକ ରଖି ଥାନାକୁ ଖବର ଦେଇଥିଲେ। ଆନୁମାନିକ ୨୦୦ରୁ ଊର୍ଦ୍ଧ୍ୱ ଗୋରୁ ଉଦ୍ଧାର କରାଯାଇଥିବା ବେଳେ ଡ୍ରାଇଭରଙ୍କ ସମେତ ୮ଜଣଙ୍କୁ ଗିରଫ କରାଯାଇଛି। ୨ କଣ୍ଟେନର, ଏକ ବୋଲେରୋ ଜବତ ହୋଇଛି। ତେବେ ଗୋଟିଏ କଣ୍ଟେନରର ଗୋରୁଙ୍କୁ ଘଟଣାସ୍ଥଳରେ ଛାଡ଼ି ଦିଆଯାଇଥିବା ବେଳେ ଅନ୍ୟ ଏକ କଣ୍ଟେନର ଗୋରୁଙ୍କୁ ଗୋଶାଳାକୁ ନିଆଯାଇଛି। ଏ ନେଇ ଥାନାରେ କେସ୍‌ ନଂ. ୩୨୧/୧୯ରେ ମାମଲା ରୁଜୁ ହୋଇ ତଦନ୍ତ ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ରୀମନ୍ଦିର ଆଗରେ ଆଧୁନିକ ଗୀତରେ ନାଚିଲେ ଯୁବତୀ

ପୁରୀ ଅଫିସ,୧୬ା୫: ଶ୍ରୀମନ୍ଦିର ସିଂହଦ୍ୱାର ସମ୍ମୁଖରେ ଜଣେ ଯୁବତୀ ଆଧୁନିକ ଗୀତର ତାଳେ ତାଳେ ନୃତ୍ୟ କରୁଥିବାର ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହୋଇଛି।...

ରାଷ୍ଟ୍ରପତିଙ୍କୁ ଜଏରାଟ ବୁଣାକାରଙ୍କ ଗାମୁଛା ଉପହାର

ବଇଣ୍ଡା,୧୭ା୩(ଡି.ଏନ.ଏ.): ଅନୁଗୋଳ ଜିଲା କିଶୋରନଗର ବ୍ଲକ ଜଏରାଟ ଗ୍ରାମର ବୁଣାକାର ପ୍ରମୋଦ ମେହେର ବୁଣିଥିବା ଏକ ଗାମୁଛାକୁ ମଙ୍ଗଳବାର ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କୁ ଉପହାର ଦିଆଯାଇଛି।...

ସମବାୟ ନିର୍ବାଚନ: ୧୦୩ ନାମାଙ୍କନ ପତ୍ର ଦାଖଲ

ଜମନକିରା,୨୭ା୫(ଡି.ଏନ.ଏ.): ସମ୍ବଲପୁର ଜିଲା ଜମନକିରା ବ୍ଲକରେ ଥିବା ୩ଟି ଲ୍ୟାମ୍ପ୍‌ସରେ ମୋଟ ୧୦୩ଜଣ ପ୍ରାର୍ଥୀ ଶୁକ୍ରବାର ନାମାଙ୍କନପତ୍ର ଦାଖଲ କରିଛନ୍ତି। ସୂଚନା ଅନୁସାରେ, ପ୍ରତ୍ୟେକ ଲାମ୍ପ୍‌ସକୁ...

ଟକ୍‌ ବାଇକ୍‌ ମୁହାଁମୁହିଁ, ଜଣେ ମୃତ

କାଳିଆପାଣି,୧୨ା୯(ଡି.ଏନ୍‌.ଏ.): କାଳିଆପାଣି ଥାନା ଅନ୍ତର୍ଗତ କଂସ ଛକଠାରେ ବୁଧବାର ସଡ଼କ ଦୁର୍ଘଟଣାରେ ଜଣେ ବାଇକ୍‌ ଚାଳକଙ୍କ ମୃତ୍ୟୁ ହୋଇଛି। ମୃତକ ଜଣଙ୍କ କଂସ ପଞ୍ଚାୟତର ଦୁର୍ଯ୍ୟୋଧନ...

ବଳରାମ ଯୋଜନାରେ ଉପକୃତ ହେବେ ବୁଣାକାର

ରସୁଲପୁର,୧୨।୪(ଡି.ଏନ.ଏ.): ରସୁଲପୁର ବ୍ଲକ ଅନ୍ତର୍ଗତ ପ୍ରଥମାଖଣ୍ଡି ପଞ୍ଚାୟତ ଗୋପାଳପୁର ଗ୍ରାମର ବୁଣାକାରଙ୍କୁ ସମବାୟ ବିଭାଗ ପକ୍ଷରୁ ଋଣ ପ୍ରଦାନ କରିବାକୁ ନେଇ ଏକ ବୈଠକ ସମିତି...

ଭିଜିଲାନ୍ସ ଜାଲରେ ତହସିଲଦାର

ରାଇକିଆ,୨୯।୪(ଡି.ଏନ୍‌.ଏ.): କନ୍ଧମାଳ ଜିଲା ରାଇକିଆ ତହସିଲଦାର ଚକ୍ରଧର ପାଢ଼ୀ ଭିଜିଲାନ୍ସ ଜାଲରେ ଧରା ପଡ଼ିଛନ୍ତି। ସେ ଏକ ପଥର ବୋଝେଇ ଟ୍ରାକ୍ଟରକୁ ଛାଡ଼ିବା ପାଇଁ ୪୦...

ବିବାହ ଚତୃର୍ଥୀ ଭୋଜିରେ ବଜ୍ରପାତ : ବର ମୃତ, ମହିଳାଙ୍କ ସମେତ ୪ ଗୁରୁତର

ଆନନ୍ଦପୁର,୧୬।୫(ଡି.ଏନ.ଏ.)-କେନ୍ଦୁଝର ଜିଲା ହରିଚନ୍ଦନପୁର ଥାନା ଅଞ୍ଚଳରେ ବୁଧବାର ଏକ ଦୁଃଖଦ ଘଟଣା ଘଟିଛି ା ବିବାହ ଚତୁର୍ଥୀ ଭୋଜି ଚାଲି ଥିବାବେଳେ ବଜ୍ରପାତ ଘଟି ବରର...

ଲଘୁଚାପ ବର୍ଷାରେ ଭାଙ୍ଗିଲା ଘର: ୫ ପରିବାର ବାସହରା

ପାରଳାଖେମୁଣ୍ଡି,୧୧ା୯(ଡି.ଏନ୍‌.ଏ.): ଗଜପତି ଜିଲାରେ ଦୁଇ ଦିନ ଧରି ଲଘୁଚାପ ଜନିତ ଲଗାଣ ବର୍ଷାରେ ୫ଟି ଘର ଭାଙ୍ଗିଯାଇଛି। ଗୁମ୍ମା ବ୍ଲକ କୁଜାସିଂ ପଞ୍ଚାୟତ ଅଧୀନ ଅଢେଇ,...

Advertisement
Archives

Model This Week