୨ ଗୋଷ୍ଠୀ ମଧ୍ୟରେ ଆକ୍ରମଣ: ୪ ଅଭିଯୁକ୍ତ ଗିରଫ

ରୂପ୍‌ସା, ୨୫।୧(ଡି.ଏନ.ଏ.)-ବାଲେଶ୍ୱର ଜିଲା ରୂପ୍‌ସା ଥାନା ଅଞ୍ଚଳରେ ୨ ଗୋଷ୍ଠୀ ମଧ୍ୟରେ ମରଣାନ୍ତକ ଆକ୍ରମଣ ମାମଲାରେ ପୋଲିସ ୪ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ହେଲେ ପିଞ୍ଛାବଣିଆ ଗ୍ରାମର ସାମେଶ୍ୱର ରାଉତ, ଆଙ୍କୋ ଗ୍ରାମର ସୁଜିତ ବେହେରା, ରମାକାନ୍ତ ବେହେରା ଓ ଜୟନ୍ତ ବେହେରା। ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ସାମେଶ୍ୱର ରାଉତଙ୍କୁ ସୁଜିତ, ରାମକୃଷ୍ଣ ଓ ଜୟନ୍ତ ମିଳିତ ଭାବେ ଶୁକ୍ରବାର ରାତିରେ ମରଣାନ୍ତକ ଆକ୍ରମଣ କରିଥିବା ନେଇ ଅଭିଯୋଗ ହୋଇଥିଲା। ଏନେଇ ମାମଲା (ନଂ. ୭/୨୦) ରୁଜୁ ହୋଇଛି। ଅପରପକ୍ଷେ ଜୟନ୍ତ ବେହେରାଙ୍କୁ ପ୍ରତିପକ୍ଷ ସାମେଶ୍ୱର ବେହେରା ଆକ୍ରମଣ କରିଥିବା ଅଭିଯୋଗ ମୁତାବକ ଅନ୍ୟ ଏକ ମାମଲା (ନଂ. ୮/୨୦) ରୁଜୁ କରି ପୋଲିସ ତଦନ୍ତ ଜାରି ରଖିଥିଲା। ତଦନ୍ତ ଅଧିକାରୀ ଏଏସ୍‌ଆଇ ହେମନ୍ତ କୁମାର ଦେବ ରାତିରେ ଚଢ଼ାଉ କରି ୪ ଅଭିଯୁକ୍ତଙ୍କୁ ଗିରଫ କରିଥିଲେ। ଗିରଫ ଅଭିଯୁକ୍ତଙ୍କୁ ଶନିବାର କୋର୍ଟଚାଲାଣ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଏମିତି କ’ଣ ଘଟିଲା ୮ ମାସରେ ୩୦ ବର୍ଷ ପୁରୁଣା ଗଡ଼ ହରାଇଲା ଭାଜପା: ପିକେ ସାଜିଲେ ଗେମଚେଞ୍ଜର

ପାଟନା,୩।୮: ଶେଷରେ ପିକେ ଓରଫ ପ୍ରଶାନ୍ତ କିଶୋର ସଫଳ ହୋଇଛନ୍ତି। ବିହାରର ବାଙ୍କିପୁର ବିଧାନସଭା ଆସନ ପାଇଁ ଉପନିର୍ବାଚନ ଜିତି ପ୍ରଶାନ୍ତ କିଶୋର ପ୍ରମାଣ କରିଛନ୍ତି ଯେ…

ଦୁଇ ଦିନରେ ପୋଲିସକୁ ଦ୍ୱିତୀୟ ସଫଳତା: ୭ ଲକ୍ଷ ଟଙ୍କା ଲୁଟ୍‌ ମାମଲାର ହେଲା ପର୍ଦ୍ଦାଫାଶ

ଗଜପତି,୩।୮(ଗିରିଧାରୀ ପରିଛା): ଗଜପତି ଜିଲାରେ ଟଙ୍କା ଲୁଟ୍‌ ଘଟଣାରେ ପୁଣି ଏକ ବଡ଼ ସଫଳତା ହାସଲ କରିଛି ଗାରାବନ୍ଧା ପୋଲିସ । ଦୁଇ ଦିନ ମଧ୍ୟରେ ଜିଲାରେ…

ଭତ୍ତା ପାଇଁ ହଟହଟା: ଜିଲାପାଳଙ୍କୁ ଫେରାଦ ହେଲେ ବୃଦ୍ଧାବୃଦ୍ଧ

ବରଗଡ଼,୩।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ବିଭିନ୍ନ ଅଞ୍ଚଳର ବୃଦ୍ଧାବୃଦ୍ଧ ଦୀର୍ଘ ମାସ ହେଲା ବାର୍ଦ୍ଧକ୍ୟ ଭତ୍ତାରୁ ବଞ୍ଚିତ ହୋଇଥିବା ଅଭିଯୋଗ ହୋଇଛି । ବ୍ୟାଙ୍କକୁ ଗଲେ କେତେବେଳେ…

ନୂଆ ଅବତାରରେ ଧୋନୀ: ଭାଇରାଲ ହେଉଛି VIDEO

ରାଞ୍ଚି,୩।୮: ପୁଣି ଚର୍ଚ୍ଚାରେ ଭାରତୀୟ କ୍ରିକେଟ୍‌ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ। ତାଙ୍କୁ ଏକ ନୂଆ ଅବତାରରେ ଦେଖାଯାଇଛି। ଧୋନୀ ଏକ ରେସଟ୍ରାକରେ ବାଇକ…

୧୫ ବର୍ଷୀୟା ଛାତ୍ରୀଙ୍କୁ ଅପହରଣ କରି ବଳାତ୍କାର ଅଭିଯୋଗ, ୪ ମାସ ପରେ ଯୁବକଙ୍କୁ ପୋଲିସ ଧରି…

ଦିଗପହଣ୍ଡି,୩।୮(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ଏକ ଗାଁର ୯ମ ଶ୍ରେଣୀରେ ପଢୁଥିବା ଜଣେ ୧୫ ବର୍ଷୀୟା ଛାତ୍ରୀଙ୍କୁ ଅପହରଣ କରି…

ଚା’ ପିଉଥିବା ବେଳେ ବ୍ୟକ୍ତିଙ୍କୁ ଛୁରାମାଡ଼, ଗୁରୁତର ଅବସ୍ଥାରେ ଭଦ୍ରକ ମେଡିକାଲକୁ ସ୍ଥାନାନ୍ତର

ଧାମନଗର,୩।୮(କାଳିନ୍ଦୀ ବେହେରା): ଭଦ୍ରକ ଜିଲା ଧୁଷୁରୀ ଥାନା ଅଧୀନସ୍ଥ କୋଠାର ପଞ୍ଚାୟତ ଅନ୍ତର୍ଗତ ମିର୍ଘାଟକୁଳ ଗ୍ରାମରେ ସୋମବାର ସନ୍ଧ୍ୟାରେ ଏକ ଛୁରାମାଡ଼ ଘଟଣାକୁ ନେଇ ଅଞ୍ଚଳରେ ଉତ୍ତେଜନା…

ମଙ୍ଗଳବାର ରାଷ୍ଟ୍ରପତିଙ୍କ ତପ୍ତପାଣି ଗସ୍ତ: ମା’ କନ୍ଧୁଣି ଦେବୀଙ୍କୁ କରିବେ ପୂଜାର୍ଚ୍ଚନା, ସୁରକ୍ଷା ବ୍ୟବସ୍ଥା କଡାକଡି

ଦିଗପହଣ୍ଡି,୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ – ଗଜପତି ସୀମାନ୍ତ ପ୍ରସିଦ୍ଧ ପର୍ଯ୍ୟଟନ କ୍ଷେତ୍ର ତପ୍ତପାଣିକୁ ମଙ୍ଗଳବାର ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ।ରାଷ୍ଟ୍ରପତିଙ୍କ ଗ୍ରସ୍ତକୁ ଦୃଷ୍ଟିରେ ରଖି…

୧୦ ଦିନରେ ୩ ସ୍ଥାନରେ ବଡ଼ଧରଣର ଲୁଟ୍‌କୁ ନେଇ ଖେଳିଗଲା ଆତଙ୍କ: ସିସିଟିଭି ଲଗାଇବାକୁ ପରାମର୍ଶ ଦେଲେ ଏସଡିପିଓ

ଦାରିଙ୍ଗବାଡି, ୩ ।୮ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଗତ କିଛି ଦିନ ହେଲା ଲୁଟେରା ମାତିଛନ୍ତି । ୧୦ ଦିନ ମଧ୍ୟରେ ୩ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri