୨ ଚନ୍ଦନ ବୋଡ଼ା ଉଦ୍ଧାର

ଯୋଡ଼ା, ୨।୫(ଡି.ଏନ.ଏ.)-କେନ୍ଦୁଝର ଜିଲା ଯୋଡା ସହରର ଭୂୟଁ। ବସ୍ତି ତଥା ଗଣେଶ ଭବନ ନିକଟରେ ଶୁକ୍ରବାର ପୂର୍ବାହ୍ନରେ ବନ ବିଭାଗ ପକ୍ଷରୁ ୨ଟି ବିଷଧର ସାପ ଉଦ୍ଧାର କରାଯାଇଛି। ଶୁକ୍ରବାର ସକାଳ ପ୍ରାୟ ୯ ଟା ସମୟରେ ଉକ୍ତ ଅଂଚଳର ସଞ୍ଜୟ କୁମାର ପ୍ରଧାନଙ୍କ ଘର ବଗିଚାରେ ୨ ଚନ୍ଦନ ବୋଡା ସାପ ବିଚରଣ କରୁଥିବା ଦେଖି ଯୋଡ଼ା ବନ ବିଭାକୁ ଖବର ଦେଇଥିଲେ। ଯୋଡା ବନବିଭାଗର ସାପ ଉଦ୍ଧାରକାରୀ ଦଳ ପହଞ୍ଚି ସାପ ୨ଟିକୁ ଉଦ୍ଧାର କରି ବୈତରଣୀ ରିଜର୍ଭ ଫରେଷ୍ଟ ଅଞ୍ଚଳରେ ଛାଡି ଦେଇଥିବା ବନପାଳ ପିଅନ ନାଏକ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଧାର ଟଙ୍କା ନ ଦେବାରୁ ଯୁବକଙ୍କୁ ହତ୍ୟା

କେସିଙ୍ଗା,୨।୯(ଡି.ଏନ.ଏ.) କଳାହାଣ୍ଡି ଜିଲା କେସିଙ୍ଗା ଥାନା ଅନ୍ତର୍ଗତ କେରୋକୁଡା ଗ୍ରାମରେ ଧାର ଟଙ୍କା ନ ଦେବାରୁ ଜଣେ ଯୁବକଙ୍କୁ ଠେଙ୍ଗାରେ ପିଟି ହତ୍ୟା କରାଯାଇଥିବା ଅଭିଯୋଗ...

ହାତୀ ଆକ୍ରମଣରେ ମହିଳାଙ୍କ ମୃତ୍ୟୁ: କ୍ଷତିପୂରଣ ଦାବିରେ ବାଗଡ଼ିଆ-ଛେଣ୍ଡିପଦା ରାସ୍ତା ଅବରୋଧ

ଛେଣ୍ଡିପଦା,୨୦।୮(ସ୍ବ.ପ୍ର.): ଅନୁଗୋଳ ଜିଲା ଛେଣ୍ଡିପଦା ବନାଞ୍ଚଳର ବାଗଡ଼ିଆ ବଡ଼ଯୋରା ନିକଟରେ ଜଣେ ମହିଳାଙ୍କ ହାତୀ ଆକ୍ରମଣରେ ମୃତ୍ୟୁ ଘଟିଛି। ସେ ଟାଙ୍ଗିର ପଞ୍ଚାୟତ ପାଣପଶିର ମିଶ୍ର...

ସହର ସାନିଟାଇଜ୍‌ରେ ପଶିଲା ପଲିଟିକ୍ସ

ଅନୁଗୋଳ ଅଫିସ, ୨୩।୪: କରୋନା ଭୂତାଣୁ ରୋକିବାକୁ ଅନୁଗୋଳ ପୌରାଞ୍ଚଳରେ ଚାଲିଥିବା ସାନିଟାଇଜ୍‌ ପ୍ରକ୍ରିୟାରେ ଏବେ ପଲିଟିକ୍ସ ପଶିଯାଇଛି। ବୁଧବାର ଏହି କାର୍ଯ୍ୟକୁ ପୌର ନିର୍ବାହୀ ଅଧିକାରୀ...

୨୯ରୁ ଖୋଲିବ ବିରଜା ମନ୍ଦିର: ଜିଲାପାଳ

ଯାଜପୁର ଅଫିସ,୨୫ା୧୨: ଆସନ୍ତା ୨୯ ତାରିଖରେ ଖୋଲିବ ଯାଜପୁରର ଅଧିଷ୍ଠାତ୍ରୀ ଦେବୀ ମା’ ବିରଜାଙ୍କ ମନ୍ଦିର। ଏନେଇ ଯାଜପୁର ଜିଲାପାଳ ଚକ୍ରବର୍ତ୍ତୀ ସିଂ ରାଠୋର ଆଜି...

ଭିକ୍ଷା ମାଗି ଲକ୍ଷେ ଦାନ

ଖୋର୍ଦ୍ଧା ଅଫିସ,୧୯। ୭: ଖୋର୍ଦ୍ଧା ଜିଲା ବାଘମାରିସ୍ଥିତ ହଟକେଶ୍ୱର ମହାଦେବଙ୍କ ପ୍ରାଙ୍ଗଣରେ ରୁହନ୍ତି ଗଞ୍ଜାମ ଜିଲାର ରଘୁ ରାଉତ। ବୟସ ୭୦ ଟପିଲାଣି। ଦୃଷ୍ଟିବାଧିତ ହୋଇଥିଲେ...

ଗଛ ତଳେ, ବାରଣ୍ଡାରେ ପଢ଼ିଲେ ପିଲା

ଖୋର୍ଦ୍ଧା ଅଫିସ/ନିରାକାରପୁର, ୩।୪(ଡି.ଏନ୍‌.ଏ.)କରୋନା ସଂକ୍ରମଣ ନିୟନ୍ତ୍ରଣ ପରେ ବିଦ୍ୟାଳୟ ଖୋଲିଥିବା ବେଳେ ଅବ୍ୟବସ୍ଥା ଦେଖାଦେଇଛି। ସ୍କୁଲ ମିଶ୍ରଣକୁ ବିରୋଧ କରି ଗୋଟିଏ ସ୍କୁଲର ଛାତ୍ରୀଛାତ୍ର ଏକ...

ଝୋଲାଛାପ୍‌ ୱେବ୍‌ ସିରିଜ୍‌ରେ ଗ୍ରାମୀଣ ସ୍ବାସ୍ଥ୍ୟସେବାର ନିଛକ ଚିତ୍ର

ବଲାଙ୍ଗୀର ଅଫିସ, ୨୦ା୧୧ ବଲାଙ୍ଗୀର ଜନ୍ମିତ ବଲିଡଡ୍‌ ଚଳଚ୍ଚିତ୍ର ନିର୍ଦ୍ଦେଶକ ଜ୍ୟୋତି ପ୍ରକାଶ ଗୁରୁବାର ସ୍ଥାନୀୟ ସାମ୍ବାଦିକ ଭବନରେ ଏକ ଖବରଦାତା ସମ୍ମିଳନୀରେ ମୁକ୍ତିଲାଭ କରିବାକୁ...

ଶ୍ରୀମନ୍ଦିର ମାଙ୍କଡ଼ଙ୍କୁ ଦିଆଗଲା ଖାଦ୍ୟ

ପୁରୀ ଅଫିସ, ୧୪ା୪: ପବିତ୍ର ହନୁମାନ ଜୟନ୍ତୀରେ ଶ୍ରୀମନ୍ଦିରରେ ଏକ ନିଆରା ପ୍ରୟାସ ଦେଖିବାକୁ ମିଳିଛି। ବଡ଼ଦେଉଳରେ ରହୁଥିବା ମାଙ୍କଡ଼ଙ୍କୁ କଦଳୀ, ବୁଟ, ବିସ୍କୁଟ ଆଦି...

Advertisement
Archives

Model This Week