Posted inଜାତୀୟ

୨ ଟଙ୍କା ପାଇଁ ହତ୍ୟା

ସୁଭରନାରାଜୁ,୧୧ା୧୧: ଆନ୍ଧ୍ରପ୍ରଦେଶର ପୂର୍ବ ଗୋଦାବରୀ ଜିଲାରେ ୨ ଟଙ୍କା ପାଇଁ ବଚସାରୁ ଜଣେ ଯୁବକଙ୍କୁ ହତ୍ୟା କରାଯାଇଛି। କାକିନାଡା ବ୍ଲକ୍‌ ବଲସାପକଲା ଗ୍ରାମର ନିର୍ମାଣ ଶ୍ରମିକ ସୁବର୍ଣ୍ଣରାଜୁ ସାଇକେଲରେ ପମ୍ପ୍‌ ଦେବାକୁ ଯାଇଥିଲେ। ପମ୍ପ ଦେବା ପରେ ଦୋକାନୀ ଶାମ୍ବା ୨ ଟଙ୍କା ମାଗିଥିଲେ। ଏହାକୁ ନେଇ ଉଭୟଙ୍କ ମଧ୍ୟରେ ବଚସା ହୋଇଥିଲା। ଶାମ୍ବାଙ୍କ ବନ୍ଧୁ ଆପ୍ପା ରାଓ ଏକ ଲୁହା ରଡ୍‌ରେ ସୁବର୍ଣ୍ଣରାଜୁଙ୍କ ମୁଣ୍ଡକୁ ପିଟିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ହିମାଚଳ ପ୍ରଦେଶ ଭୋଟର୍‌ଙ୍କୁ ମୋଦିଙ୍କ ଚିଠି: ଆପଣଙ୍କ ଖଣ୍ଡିଏ ଭୋଟ ମୋ ଶକ୍ତି ବଢାଇବ

ନୂଆଦିଲ୍ଲୀ,୧୦।୧୧: ନଭେମ୍ବର ୧୨ରେ ହିମାଚଳ ପ୍ରଦେଶ ବିଧାନସଭା ଭୋଟ ଗ୍ରହଣ ହେବାକୁ ଯାଉଛି। ଏହା ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ହିମାଚଳ ପ୍ରଦେଶର ଭୋଟରଙ୍କୁ ଏକ...

ରାଫାଲ୍‌ ଯୋଗୁ ଚାଇନା-ପାକିସ୍ତାନର କଡ଼ା ମୁକାବିଲା କରିବାକୁ ଭାରତ ସକ୍ଷମ: ବାୟୁସେନା ଅଧ୍ୟକ୍ଷ ଭଦୋରିଆ

ନୂଆଦିଲ୍ଲୀ,୩୦।୯: ରାଫାଲ୍‌ ଯୁଦ୍ଧ ବିମାନ ଦ୍ୱାରା ଭାରତର ପ୍ରତିରକ୍ଷା ଶକ୍ତି ବହୁ ଗୁଣା ବୃଦ୍ଧି ପାଇବ। ଏହା ଯୋଗୁ ଚାଇନା-ପାକିସ୍ତାନର କଡ଼ା ମୁକାବିଲା କରିବାକୁ ଭାରତ...

କରୋନା ଲକ୍ଷଣ ଅନୁଭବ କରିବାରୁ ହୋମ୍‌ ଆଇସୋଲେଶନରେ କେଜରିଓ୍ବାଲ

ନୂଆଦିଲ୍ଲୀ,୮।୬: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ଜ୍ୱର ଓ ଗଳାରେ ଦରଜ ଅନୁଭବ କରିବାରୁ ଏବେ ତାଙ୍କର କରୋନା ଟେଷ୍ଟ କରାଯିବ ବୋଲି ସୂଚନା ମିଳିଛି।...

ନବଜାତ ଶିଶୁପୁତ୍ରଙ୍କ ନାମ ‘ନାଗରିକତା’ ରଖିଲେ ଶରଣାର୍ଥୀ ମହିଳା

ନୂଆଦିଲ୍ଲୀ,୧୨।୧୨: ନାଗରିକତା ସଂଶୋଧନ ବିଲ୍‌ ନେଇ ରାଜ୍ୟ ସଭାରେ ଗୃହୀତ ହୋଇଛି। ଏବେ ପାକିସ୍ତାନ, ବାଂଲାଦେଶ, ଆଫଗାନିସ୍ତାନରୁ ଭାରତକୁ ଆସିଥିବା ଅଣ-ମୁସଲମାନ ଶରଣାର୍ଥୀଙ୍କୁ ଭାରତୀୟ ନାଗରିକତା...

ୟୁଏପିଏ ବିଲ୍‌ ପାର୍ଲାମେଣ୍ଟରେ ଗୃହୀତ

ନୂଆଦିଲ୍ଲୀ,୩ା୮(ପି.ଟି.): ଆତଙ୍କବାଦ ନିରୋଧୀ ଆଇନ (ୟୁଏପିଏ)ରେ ଗୁରୁତ୍ୱପୂର୍ଣ୍ଣ ସଂଶୋଧନକୁ ଶୁକ୍ରବାର ପାର୍ଲାମେଣ୍ଟ ଅନୁମୋଦନ କରିଛି। ଫଳରେ ସନ୍ଦିଗ୍ଧ ବ୍ୟକ୍ତିଙ୍କୁ କେନ୍ଦ୍ର ଓ ରାଜ୍ୟ କର୍ତ୍ତୃପକ୍ଷ ଆତଙ୍କବାଦୀ...

ସିଏଏ ଖୁବ୍‌ଶୀଘ୍ର କାର୍ଯ୍ୟକାରୀ ହେବ: ନଡ୍ଡା

ନୂଆଦିଲ୍ଲୀ,୨୦ା୧୦: ନାଗରିକତ୍ୱ ସଂଶୋଧନ ଅଧିନିୟମ(ସିଏଏ) ଖୁବ୍‌ଶୀଘ୍ର କାର୍ଯ୍ୟକାରୀ ହେବ। କୋଭିଡ୍‌ ମହାମାରୀ ଯୋଗୁ ଏହା ବିଳମ୍ବ ହୋଇଯାଇଛି ବୋଲି ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡା...

ଯାଯାବର ଜୀବନ ବିତେ ଶଗଡ଼ ଉପରେ…

ବୁନ୍ଦେଲଖଣ୍ଡରେ ଲୁହରଗଡ଼ିଆ ନାମକ ଏକ ସମ୍ପ୍ରଦାୟ ବାସ କରନ୍ତି। ଏହି ସମ୍ପ୍ରଦାୟ କୌଣସି ଗୋଟିଏ ସ୍ଥାନରେ ବାସ କରନ୍ତି ନାହିଁ। ଜୀବନସାରା ତାଙ୍କର ଯାଯାବର ଭାବେ...

ଶେଷରେ କୃଷକଙ୍କ ଜିଦ୍ ସାମ୍ନାରେ ମୁଣ୍ଡ ନୁଆଁଇଲେ ସରକାର

ନୂଆଦିଲ୍ଲୀ,୨୭ ।୧୧: କୃଷି ଆଇନ୍ ବିରୋଧରେ ପଞ୍ଜାବରୁ ମାର୍ଚ୍ଚ ବାହାର କରିଥିବା କୃଷକଙ୍କୁ ଦିଲ୍ଲୀ ପ୍ରବେଶ ପାଇଁ ଅନୁମତି ପ୍ରଦାନ କରାଯାଇଛି । ଶୁକ୍ରବାର ପୋଲିସ...

Advertisement
Archives

Model This Week