୨ ଟ୍ରକ୍‌ ମୁହାଁମୁହିଁ: ୧ ମୃତ, ୪ ଆହତ

ସମ୍ବଲପୁର, ୧୯।୮(ବ୍ୟୁରୋ): ସମ୍ବଲପୁର ଜିଲା ଜୁଜୁମୁରା ଥାନା ଅନ୍ତର୍ଗତ ଝାଙ୍କରପାଲି ଗ୍ରାମ ନିକଟ ୫୫ ନମ୍ବର ଜାତୀୟ ରାଜପଥରେ ସୋମବାର ସକାଳେ ୨ଟି ଟ୍ରକ୍‌ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ଜଣେ ଡ୍ରାଇଭରଙ୍କର ମୃତ୍ୟୁ ଘଟିଥିବା ବେଳେ ୪ ଗୁରୁତର ଆହତ ହୋଇଛନ୍ତି। ମୃତକ ହେଲେ ବସନ୍ତ ଯାଦବ। ସେ ବିହାର ରାଜ୍ୟର ବୋଲି ଜଣାପଡ଼ିଛି।
ସୂଚନା ଯୋଗ୍ୟ, ଟ୍ରକ୍‌ଟି (ସିଜି ୦୪ ଯେଏ ୬୦୩୮) ସମ୍ବଲପୁରରୁ ଭୁବନେଶ୍ୱର ଅଭିମୁଖେ ଯାଇଥିବା ବେଳେ ବିପରୀତ ଦିଗରୁ ଆସୁଥିବା କୋଇଲା ବୋଝେଇ ଟ୍ରକ (ଓଡି୧୯ ଏନ୍‌ ୪୭୫୭)କୁ ଧକ୍କା ଦେଇଥିଲା। ଘଟଣାସ୍ଥଳରେ ବସନ୍ତଙ୍କର ମୃତ୍ୟୁ ଘଟିଛି। ଆହତ ୪ ଜଣଙ୍କୁ ଚିକିତ୍ସା ପାଇଁ ବୁର୍ଲା ମେଡିକାଲରେ ଭର୍ତ୍ତି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଶୁଖିଲା ପ୍ରକଳ୍ପ, ମେଣ୍ଟୁନାହିଁ ଶୋଷ

ଯାଜପୁର ଅଫିସ,୨୬ା୧୨: ଗ୍ରାମାଞ୍ଚଳ ଲୋକଙ୍କୁ ସହଜରେ ପାନୀୟ ଜଳ ଯୋଗାଇ ଦେବା ଲକ୍ଷ୍ୟରେ ନଳକୂପରେ ସୌରଚାଳିତ ପମ୍ପ୍‌ ସଂଯୋଗ କରାଯାଇଛି। ହେଲେ ଅଧିକାଂଶ ପ୍ରକଳ୍ପ ଅଚଳ...

ନିଶା ବେପାରୀଙ୍କୁ କଠୋର ଦଣ୍ଡ ମିଳୁ: ହାଇକୋର୍ଟ

କଟକ ଅଫିସ,୨୧।୮: ଗତ ଦଶ ବର୍ଷ ଭିତରେ ଦେଶରେ ନିଶା ବେପାର ବହୁଗୁଣରେ ବଢ଼ିଯାଇଛି। ନିଶା କାରବାରକୁ ରୋକିବା ପାଇଁ ଏନ୍‌ଡିପିଏସ୍‌ ଆକ୍ଟ ରହିଛି। ତଥାପି...

ଆଶା, ଆଶଙ୍କାରେ ଜିଲା ପରିଷଦ ପ୍ରାର୍ଥୀ

କଣାସ,୭।୨(ସ୍ବ.ପ୍ର.): ଆସନ୍ତା ୧୬ତାରିଖରେ କଣାସ ବ୍ଲକରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ମତଦାନ ହେବ। ଏହିଦିନ ପାଖେଇ ଆସୁଥିବା ହେତୁ ବ୍ଲକର ୩, ୪ ଓ ୫...

ଓଲଟିଲା ଯାତ୍ରୀବାହୀ ବସ୍‌

ବାରିପଦା ଅଫିସ,୧୩ା୩: ମୟୂରଭଞ୍ଜ ଜିଲା ୧୮ନଂ. ଜାତୀୟ ରାଜପଥ କୃଷ୍ଣଚନ୍ଦ୍ରପୁର ଓଭରବ୍ରିଜ ନିକଟରେ ଏକ ଘରୋଇ ବସ୍‌ ରବିବାର ବିଳମ୍ବିତ ରାତିରେ ଭାରସାମ୍ୟ ହରାଇ ଓଲଟି...

ଅପପ୍ରଚାର କରି ବନ୍ଧାହେଲେ ୧୬

ସମ୍ବଲପୁର,୩୦।୪(ବ୍ୟୁରୋ): ସମ୍ବଲପୁର ହନୁମାନ ଜୟନ୍ତୀ ଶୋଭାଯାତ୍ରା ସମୟରେ ପଥରମାଡ଼, ପୋଡ଼ାଜଳା, ଆକ୍ରମଣ ଭଳି ଘଟଣା ଘଟିଥିଲା। ଏପରି କି ଚନ୍ଦ୍ରଶେଖର ମିର୍ଦ୍ଧା ନାମକ ଯୁବକଙ୍କୁ ହତ୍ୟା...

ପୁରୀରେ କାଉ ମଡ଼କ: ବାର୍ଡ ଫ୍ଲୁ ସନ୍ଦେହ

ପୁରୀ ଅଫିସ,୧୫।୨ : ପୁରୀ ସହରରେ କାଉ ମଡ଼କ ଦେଖା ଦେଇଛି। ବାର୍ଡ ଫ୍ଲୁ ଯୋଗୁ କାଉଙ୍କ ମୃତ୍ୟୁ ହେଉଥିବା ସନ୍ଦେହ କରି ସହରବାସୀ ମଧ୍ୟ...

ପୌରପାଳିକା ସ୍କ୍ବାଡ୍‌ର ଚଢ଼ାଉ: ଏକ କୁଇଣ୍ଟାଲ ପଲିଥିନ, ପ୍ଲାଷ୍ଟିକ ଜବତ

ଅନୁଗୋଳ ଅଫିସ, ୫।୧ – ଅନୁଗୋଳ ପୌର ପରିଷଦ ପକ୍ଷରୁ ଶନିବାର ଚଢ଼ାଉ କରାଯାଇ ଲକ୍ଷ୍ମୀ ବଜାରରୁ ଏକ କୁଇଣ୍ଟାଲ ପଲିଥିନ ଓ ପ୍ଲାଷ୍ଟିକ ଜବତ...

ମିନତି ମିଶ୍ରଙ୍କୁ ମରଣୋତ୍ତର ଗୁରୁ ଗଙ୍ଗାଧର ପ୍ରଧାନ ସମ୍ମାନ

କୋଣାର୍କ,୨୨।୨(ଡି.ଏନ.ଏ): କୋଣାର୍କ ନାଟ୍ୟମଣ୍ଡପରେ ଚାଲିଥିବା ୩୪ତମ କୋଣାର୍କ ନୃତ୍ୟ ଓ ସଙ୍ଗୀତ ଉତ୍ସବ ଶୁକ୍ରବାର ଉଦ୍‌ଯାପିତ ହୋଇଯାଇଛି। ପଞ୍ଚଦେବ ସ୍ତୁତି ପରେ ବିଖ୍ୟାତ ସିତାର ବାଦକ...

Advertisement
Archives

Model This Week