୨ ଦିନରେ ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ଛୁଇଁବା ଆଶଙ୍କା

ନୂଆଦିଲ୍ଲୀ, ୧୧।୬: ଭାରତରେ କରୋନା ମହାମାରୀ ଥମିବାର ନାଁ ଧରୁନି। ଗୁରୁବାର ସୁଦ୍ଧା ଦେଶରେ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ୮୭ ହଜାର ୧୫୫ରେ ପହଞ୍ଚିଥିବାବେଳେ ମୃତକଙ୍କ ସଂଖ୍ୟା ୮ ହଜାର ୧୦୭ ଛୁଇଁଛି। ଇତିମଧ୍ୟରେ ଲକ୍ଷେ ୪୦ ହଜାର ୯୭୯ ଜଣ ଆକ୍ରାନ୍ତ ସୁସ୍ଥ ହୋଇସାରିଛନ୍ତି। ଅପରପକ୍ଷରେ ଲକ୍ଷେ ୩୭ ହଜାର ୪୪୮ ଜଣ ଆକ୍ରାନ୍ତଙ୍କ ଚିକିତ୍ସା ଜାରି ରହିଥିବା ସ୍ବାସ୍ଥ୍ୟ ଓ ପରିବାର ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୯ ହଜାର ୯୯୬ଜଣରୁ ଅଧିକ ନୂଆ ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ଏହି ସମୟ ମଧ୍ୟରେ ୩୫୭ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏବେ ଦେଶରେ ପ୍ରତି ୨୪ ଘଣ୍ଟାରେ ନୂଆ ସଂକ୍ରମିତଙ୍କ ସଂଖ୍ୟା ୧୦ ହଜାର ପାଖାପାଖି ରହୁଥିବାରୁ ଆସନ୍ତା ୨ ଦିନ ମଧ୍ୟରେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୩ ଲକ୍ଷ ଛୁଇଁବାର ଆଶଙ୍କା ଦେଖାଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଶେଷ ହେବାକୁ ଯାଉଛି ‘ଭାରତ ଯୋଡୋ ଯାତ୍ରା’

ନୂଆଦିଲ୍ଲୀ,୧୧।୧: ଅନ୍ତିମ ଚରଣରେ ପହଞ୍ଚିବାକୁ ଯାଉଛି କଂଗ୍ରେସର ‘ଭାରତ ଯୋଡୋ’ ଯାତ୍ରା। ଜାନୁୟାରୀ ୩୦ରେ ଏହାର ସମାପନ ଜମ୍ମୁ-କଶ୍ମୀରର ଶ୍ରୀନଗରରେ ହେବ। ଏହାର ଭବ୍ୟ ସମାପନ...

ଆଫଗାନିସ୍ତାନରେ ଆତଙ୍କବାଦୀ କାର୍ଯ୍ୟକଳାପ ପାଲଟିଛି ଚିନ୍ତାର ବିଷୟ : ଡୋଭାଲ…

ନୂଆଦିଲ୍ଲୀ,୬।୧୨ : ଭାରତ ମଙ୍ଗଳବାର କାଜାଖସ୍ତାନ, କିର୍ଗିଜସ୍ତାନ, ଉଜବେକିସ୍ତାନ ତାଜିକିସ୍ତାନ ଏବଂ ଉଜବେକିସ୍ତାନର ଶୀର୍ଷ ସୁରକ୍ଷା ଅଧିକାରୀଙ୍କ ଏକ ବୈଠକରେ ପ୍ରତିନିଧିତ୍ୱ କରୁଛି। ଏହି ଅବସରରେ...

ଭାରତ ଗସ୍ତ ବାତିଲ କରିପାରନ୍ତି ଜାପାନ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧୩।୧୨: ନାଗରିକତ୍ୱ ସଂଶୋଧନ ବିଲ୍‌କୁ ନେଇ ଏବେ ଜଳୁଛି ଉତ୍ତର ଭାରତ। ଆଉ ଏହି ଖବର ଏବେ ବିଦେଶରେ ମଧ୍ୟ ପହଞ୍ଚି ସାରିଛି। ଏହାର ପ୍ରଭାବ...

କଂଗ୍ରେସ ଅଧ୍ୟକ୍ଷ ପଦକୁ ନେଇ ମୁହଁ ଖୋଲିଲେ ଜନାର୍ଦ୍ଦନ

ନୂଆଦିଲ୍ଲୀ,୯।୭: କଂଗ୍ରେସ ଅଧ୍ୟକ୍ଷ ପଦରୁ ରାହୁଲ ଗାନ୍ଧୀ ଇସ୍ତଫା ଦେବା ପରେ ଏହାକୁ ନେଇ ଲାଗି ରହିଥିବା ଆଶା ଆଶଙ୍କାକୁ ଦେଖି ବରିଷ୍ଠ କଂଗ୍ରେସ ନେତା...

ରୋଗୀଙ୍କ ଜୀବନ ବଞ୍ଚାଇବାକୁ ଯାଇ ଡାକ୍ତର ହେଲେ ସଂକ୍ରମିତ

ନୂଆଦିଲ୍ଲୀ,୨୬।୭: ଗୋଟିଏ ପଟେ କରୋନା ଭାଇରସ ସଂକ୍ରମଣକୁ ନେଇ ସାଧାରଣ ଜନତା ଭୟଭିତ ଅଛନ୍ତି। ଅନ୍ୟପଟେ ଏହି ରୋଗୀଙ୍କ ଜୀବନ ବଞ୍ଚାଇବାକୁ ଯାଇ ଗ୍ରେଟର ନଏଡାର...

ଏହି ରାଜ୍ୟରେ ଦଶମ, ଦ୍ୱାଦଶ ବୋର୍ଡ ପରୀକ୍ଷା ସ୍ଥଗିତ

ଲକ୍ଷ୍ନୌ,୧୫।୪: ଦେଶରେ କରୋନାର ଦ୍ୱିତୀୟ ଲହର ଜାରି ରହିଥିବା ବେଳେ ଏହା ଦିନକୁ ଦିନ ଭୟଙ୍କର ହେବାରେ ଲାଗିଛି। କରୋନା ଚେନ୍‌କୁ ଭାଙ୍ଗିବା ବିଭିନ୍ନ ରାଜ୍ୟର...

ସମତଳ ହେବ ଆବର୍ଜନା ପାହାଡ଼

ନୂଆଦିଲ୍ଲୀ, ୧୨।୯: ରାଜଧାନୀ ଦିଲ୍ଲୀର ପୂର୍ବ ଅଞ୍ଚଳରେ ଥିବା ଗାଜିପୁରର ଏସିଆର ବୃହତମ ଆବର୍ଜନା ପାହାଡ଼ ସମତଳ କରାଯିବ। ମାଟି ଉପରେ ଏହାକୁ ସ୍ତର ସ୍ତର...

୨୪ ଘଣ୍ଟାରେ ଚିହ୍ନଟ ହେଲେ ୭୫ ନୂଆ ରୋଗୀ: ଭାରତରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୭୨୪

ନୂଆଦିଲ୍ଲୀ,୨୭।୩: ଭାରତରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଧୀରେ ଧୀରେ ବଢିବାରେ ଲାଗିଛି। ଶୁକ୍ରବାର ୭୫ ଜଣ ନୂଆ ରୋଗୀ ଚିହ୍ନଟ ହେବା ପରେ ଏବେ ଭାରତରେ...

Advertisement
Archives

Model This Week