୨ ଧାନଗଦା, ଟାଟା ମ୍ୟାଜିକ୍‌ରେ ନିଆଁ ଲଗାଇଲେ ଦୁର୍ବୃତ୍ତ

ପାପଡାହାଣ୍ଡି,୨୩।୨(ଡି.ଏନ୍‌.ଏ): ନବରଙ୍ଗପୁର ଜିଲା ପାପଡାହାଣ୍ଡି ବ୍ଲକ ଡେଙ୍ଗାଗୁଡ଼ା ପଞ୍ଚାୟତ ଖରକି ଗ୍ରାମରେ ଶନିବାର ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟିଛି। ଏଥିରେ ଗ୍ରାମର ହରିଶ୍ଚନ୍ଦ୍ର ମୀରଗାନ ଓ ପ୍ରଭୁଦାନ ମୀରଗାନଙ୍କ ୨ଟି ଧାନ ଗଦା ସହ ଉରଦି ଗ୍ରାମର ପର୍ଶୁରାମ ହରିଜନଙ୍କ ଟାଟା ମ୍ୟାଜିକ୍‌ ଗାଡ଼ି ଜଳିଯାଇଛି। ୬ ଏକର ଜମିର ଅମଳ ଧାନ, ଲକ୍ଷାଧିକ ଟଙ୍କାର ଗାଡ଼ି ନଷ୍ଟ ହୋଇଛି । ଖବରପାଇ ଅଗ୍ନିଶମ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଛନ୍ତି। ତେବେ ରାତିରେ ନାଚ ଚାଲିଥିବା ବେଳେ ଭୋର ସମୟରେ କେହି ଦୁର୍ବୃତ୍ତ ନିଆଁ ଲଗାଇଥିବା ସନ୍ଦେହ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଟାଏକୋଣ୍ଡୋ ମାଷ୍ଟର ସୌମ୍ୟବ୍ରତଙ୍କୁ ଜାତୀୟସ୍ତରୀୟ କୋଚ୍‌ ମାନ୍ୟତା

ଢେଙ୍କାନାଳ ଅଫିସ, ୨।୭ ଜାତୀୟସ୍ତରରେ କୋଚ୍‌ ମାନ୍ୟତା ପାଇଛନ୍ତି ଢେଙ୍କାନାଳର ଟାଏକୋଣ୍ଡୋ ମାଷ୍ଟର ସୌମ୍ୟବ୍ରତ ସାହୁ। କେରଳ ଥିରୁଭାନନ୍ତପୁରମ୍‌ରେ ଭାରତୀୟ କ୍ରୀଡ଼ା ପ୍ରାଧିକରଣ (ସାଇ) ପକ୍ଷରୁ...

ଖବର ପ୍ରକାଶ ପରେ ଯୁଦ୍ଧକାଳୀନ ଭିତ୍ତିରେ ନିର୍ମାଣ କାର୍ଯ୍ୟ ଆରମ୍ଭ

ସୋରଡ଼ା,୧୬ା୧୨(ଡି.ଏନ୍‌.ଏ.): ଜାତୀୟ ରାଜପଥରୁ ସହର ମଧ୍ୟକୁ ସଂଯୋଗ କରୁଥିବା ନେତାଜୀ ସାହି ରାସ୍ତାର କଇଠପଲି ସାହି ନିକଟରେ ରାସ୍ତାପାର୍ଶ୍ୱ ୧୫ ଫୁଟ ଲମ୍ବରେ ଭୁଶୁଡି ପଡ଼ିଥିଲା।...

୧ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡିଲେ ଶିକ୍ଷକ

ନୟାଗଡ଼ ଅଫିସ,୧୪।୮-ଜଣେ ଶିକ୍ଷକଙ୍କ ଏମଏସ୍‌ପି (ବର୍ଦ୍ଧିତ ଦରମା) ମଞ୍ଜୁର କରାଇଦେବା ପାଇଁ ଅନ୍ୟ ଜଣେ ଶିକ୍ଷକ ୧ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ...

୧୧୦୬ ସ୍କୁଲରେ ଝୁଲିବ ତାଲା

ବାରିପଦା ଅଫିସ,୨୨ା୧୦-ରାଜ୍ୟ ସରକାରଙ୍କ ସ୍କୁଲ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଆଦିବାସୀ ଅଧ୍ୟୁଷିତ ଜିଲାମାନଙ୍କରେ ୨୦ରୁ କମ୍‌ ପିଲା ଥିବା ପ୍ରାଥମିକ ଓ ୨୫ରୁ କମ୍‌...

ତାଲା ପକାଇଲେ ଚାଷୀ, ଧାନକିଣା ବନ୍ଦ

ଭଦ୍ରକ ଅଫିସ, ୨୪ା୧୨- ଭଦ୍ରକ ବ୍ଲକ ବ୍ରହ୍ମପୁର ସେବା ସମବାୟ ସମିତିରେ ମଙ୍ଗଳବାର ଚାଷୀମାନେ ତାଲା ପକାଇ ଆନ୍ଦୋଳନ କରିଥିଲେ। ଫଳରେ ସେଠାରେ ଧାନକିଣା ପ୍ରକ୍ରିୟା...

ପୁସ୍ତକ ଅସୁମାରି ସ୍ବପ୍ନ ସମାଜ ପାଇଁ ଆଲୋକ ବର୍ତ୍ତିକା

ସୋନପୁର,୨୬ା୧(ନି.ପ୍ର.) – ପୁସ୍ତକ ଅସୁମାରି ସ୍ବପ୍ନ ଏକ ପ୍ରବନ୍ଧ ସଙ୍କଳନ। ଏହା ସମାଜରେ ସୁଧାର ଆଣିବ। ସମସାମୟିକ ସାମାଜିକ ସମସ୍ୟା ସମ୍ପର୍କରେ ଏଥିରେ ସୁନ୍ଦର ଭାବେ...

୪୦ ଲକ୍ଷ ଟଙ୍କାର ବ୍ରାଉନ ସୁଗାର ଜବତ: ୨ ଗିରଫ

ବାଲେଶ୍ୱର ଅଫିସ,୭।୩- କ୍ରାଇମବ୍ରାଞ୍ଚ ଏସଟିଏଫର ଏକ ଟିମ୍‌ ଶୁକ୍ରବାର ବାଲେଶ୍ୱର ସହରର ଅରଡ ବଜାରରେ ଚଢାଉ କରି ବିପୁଳ ପରିମାଣର ବ୍ରାଉନ ସୁଗାର ଜବତ କରିବା...

ଅଧା ମହାପ୍ରସାଦ ବଳିଲା

ପୁରୀ ଅଫିସ,୨୪।୮ଶ୍ରୀମନ୍ଦିର ପରିସରରେ ମହାପ୍ରସାଦ ସେବନ ପାଇଁ ଅନୁମତି ନ ଥିବାରୁ ମହାପ୍ରସାଦ ବିକ୍ରି ଧିମେଇଥିବା ସୁଆର ମହାସୁଆର ନିଯୋଗ ସମ୍ପାଦକ କୃଷ୍ଣଚନ୍ଦ୍ର ପଢିହାରୀ କହିଛନ୍ତି।...

Advertisement
Archives

Model This Week