୨ ପଜିଟିଭ ଚିହ୍ନଟ ପରେ କେନ୍ଦୁବାଡି ଶଟ୍‌ଡାଉନ୍‌

ପୋଲସରା,୩ା୬(ଡି.ଏନ.ଏ.)- ଗୋଷ୍ଠୀ ସଂକ୍ରମଣ ଆଶଙ୍କାରେ ପୋଲସରା ବ୍ଲକ କେନ୍ଦୁବାଡି ଗ୍ରାମକୁ ମଙ୍ଗଳବାର ଶଟ୍‌ଡାଉନ୍‌ ଘୋଷଣା କରାଯାଇଛି। ୨ ପଜିଟିଭ ଚିହ୍ନଟ ଓ ସେମାନେ ବହୁ ଲୋକଙ୍କ ସଂସ୍ପର୍ଶରେ ଆସିଥିବାରୁ ଏପରି ପଦକ୍ଷେପ ନିଆଯାଇଛି।
ମଙ୍ଗଳବାର ପୋଲସରା ବିଡ଼ିଓ ଶମ୍ଭୁନାଥ ନନ୍ଦୀ ଓ ତହସିଲଦାର ସୁକାନ୍ତ ଚନ୍ଦ୍ର ମିଶ୍ର କେନ୍ଦୁବାଡିରେ ପହଞ୍ଚତ୍ ସରପଞ୍ଚ ବିଜୟ କୁମାର ସ୍ବାଇଁଙ୍କ ସହିତ ଆଲୋଚନା କରିଥିଲେ। ପରେ ନିଜ ପଞ୍ଚାୟତକୁ ଗୋଷ୍ଠୀ ସଂକ୍ରମଣରୁ ରକ୍ଷା ପାଇଁ ସରପଞ୍ଚ ଜିଲାପାଳ କ୍ଷମତା ପ୍ରୟୋଗ କରି ୮ ଦିନ ପାଇଁ ଶଟ୍‌ଡାଉନ ଘୋଷଣା କରିଛନ୍ତି। ପୂର୍ବରୁ ଏହି ପଞ୍ଚାୟତର ଜଣେ ଗର୍ଭବତୀ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ଏବେ ପୁଣି ୨ ପଜିଟିଭ ଚିହ୍ନଟ ଚିନ୍ତା ବଢାଇଛି। ତୁରନ୍ତ ସମ୍ପୂର୍ଣ୍ଣ ପଞ୍ଚାୟତକୁ ବିଶୋଧନ କରିବା ସହ ସ୍ବାବ୍‌ ଟେଷ୍ଟ ବ୍ୟାପକ କରିବାକୁ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

‘ସ୍ବାଧୀନତା ସଂଗ୍ରାମରେ ବିଜୁବାବୁଙ୍କ ଭୂମିକା ଥିଲା ଗୁରୁତ୍ୱପୂର୍ଣ୍ଣ’

ପାଟଣାଗଡ଼,୧୭ା୪(ସଚ୍ଚିଦାନନ୍ଦ ମହାକୁର): ବଲାଙ୍ଗୀର ଜିଲା ପାଟଣାଗଡ଼ ଏନ୍‌ଏସିସ୍ଥିତ ବିଜୁଜନତା ଦଳ କାର୍ଯ୍ୟାଳୟଠାରେ ସ୍ଥାନୀୟ ବିଜେଡି ପକ୍ଷରୁ ଶୁକ୍ରବାର ପ୍ରବାଦପୁରୁଷ ବିଜୁ ପଟ୍ଟନାୟକଙ୍କ ୨୯ତମ ଶ୍ରାଦ୍ଧ ଦିବସ ପାଳିତ…

ସ୍କୁଲ ଗେଟ୍‌ ତଳେ ଚାପି ହୋଇ ୨ ଛାତ୍ରୀ ମୃତ୍ୟୁ ଘଟଣା: ହେଲା କାର୍ଯ୍ୟାନୁଷ୍ଠାନ, ପ୍ରଧାନଶିକ୍ଷକଙ୍କୁ…

ମୋହନା,୧୭।୪ ( ମନ୍ମଥ ମିଶ୍ର ): ଗଜପତି ଜିଲା ଆର୍‌.ଉଦୟଗିରୀ ଥାନା ନୂଆଗଡ ବ୍ଲକ ଅନ୍ତର୍ଗତ ରୁବୁଡ଼ିସିଂ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଗତ ବୁଧବାର ଗେଟ୍‌…

ସିବିଏସ୍‌ଇ ପରୀକ୍ଷାରେ ଦୁଇ ଯାଆଁଳା ଭଉଣୀଙ୍କ କମାଲ, ସ୍ଥାନୀୟ ଅଞ୍ଚଳରେ ଖୁସିର ଲହରୀ

ଗଞ୍ଜାମ,୧୭।୪ (ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ସୁବଳୟା ପଞ୍ଚାୟତ ଶତ୍ରୁଷୋଲ ଗ୍ରାମ ଠାରେ ଥିବା ଓଡ଼ିଶା ଆଦର୍ଶ ବିଦ୍ୟାଳୟର ଛାତ୍ରୀ ପ୍ରତୀକ୍ଷା ପଲାଇ ଚଳିତ ସିବିଏସ୍‌ଇ…

ମହାନ ଜନନାୟକ ବିଜୁବାବୁଙ୍କୁ ବିଜେଡି ମନେ ପକାଇ…

ପାଟଣା,୧୭ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନ ମଣ୍ଡଳୀ ବିଜେଡି ପକ୍ଷରୁ ବିଜୁ ପଟ୍ଟନାୟକଙ୍କ ତିରୋଧାନ ଦିବସ ଶୁକ୍ରବାର ରାଜନଗର ରଘୁନାଥଜୀଉ ମଠ ପରିସରରେ ଅନୁଷ୍ଠିତ ହୋଇଛି।…

ପୁରୁଣା ବଜାର ଅଞ୍ଚଳକୁ ଓଏମ୍‌ସି ଖଣି ପ୍ରଭାବିତ ଅଞ୍ଚଳରେ ସାମିଲ ନେଇ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର

କେନ୍ଦୁଝର,୧୭ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ବଂଶପାଳ ବ୍ଲକ ଅନ୍ତର୍ଗତ ଶୁଆକାଟିରେ ଥିବା ଓଡ଼ିଶା ଖଣି ନିଗମର ଗନ୍ଧମାର୍ଦ୍ଦନ ଲୌହ ଖଣି କାର୍ଯ୍ୟ ଦ୍ବାରା ପ୍ରଭାବିତ ହେଇଥିବା କେନ୍ଦୁଝର ପୁରୁଣା…

ଦୁର୍ଗମ ଅଞ୍ଚଳରେ ବିକାଶକୁ ଗୁରୁତ୍ୱ: ଭ୍ରମରବାଡିରେ ପହଞ୍ଚିଲା ଜିଲା ପ୍ରଶାସନ

ଦାରିଙ୍ଗବାଡି,୧୭।୪(ଅରୁଣ ସାହୁ):ଏକଦା ମାଓବାଦୀ ପ୍ରବଣ ଅଞ୍ଚଳ ଭାବେ ଜଣାଶୁଣା ଥିଲା ଭ୍ରମରବାଡି। ଏବେ ଆଉ ସେ ପରିସ୍ଥିତି ନାହିଁ, ସେପଟେ କେନ୍ଦ୍ର ଗୃହ ମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ରାଜ୍ୟରେ…

ସାବଧାନ! ଏଣିକି ସୋସିଆଲ ମିଡିଆରେ ଲୁଚାଇ ପାରିବେ ନାହିଁ ପରିଚୟ, ଧରିଦେବ AI, ଜାଣନ୍ତୁ କେମିତି

AI ବା (ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ) ଯୁଗରେ ସୋସିଆଲ ମିଡିଆରେ ନିଜର ପରିଚୟ ଲୁଚାଇବା ଏବେ କଷ୍ଟକର ହୋଇପଡୁଛି। ଯଦି ୟୁଜର୍ସମାନେ ଭାବନ୍ତି ଯେ, ସେମାନେ ସିକ୍ରେଟ୍‌ ଭାବରେ…

ଏହି ଦିନ ଅନାବରଣ ହେବ ଭଗବାନ ପର୍ଶୁରାମଙ୍କ ପ୍ରତିମୂର୍ତ୍ତି: ଧାର୍ଯ୍ୟ ହେଲା ଦିନ, ସମୟ

ବଲାଙ୍ଗୀର, ୧୭।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ମହାସଭା ପକ୍ଷରୁ ଭଗବାନ ପର୍ଶୁରାମ ଜନ୍ମୋତ୍ସବ ଓ ପ୍ରତିମୂର୍ତ୍ତି ଅନାବରଣ କାର୍ଯ୍ୟକ୍ରମ ଆସନ୍ତା ୧୯ ତାରିଖରେ ଅନୁଷ୍ଠିତ ହେବ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri