୨ ବଖରା ଜଳିଗଲା

ବାହାନଗା, ୨୦ା୪(ଡି.ଏନ.ଏ.)-ବାଲେଶ୍ୱର ଜିଲା ବାହାନଗା ବ୍ଲକ ପଣପଣା ପଞ୍ଚାୟତର ୮ନମ୍ବର ୱାର୍ଡରେ ଅଗ୍ନିକାଣ୍ଡ ଘଟି ନନ୍ଦକିଶୋର ପ୍ରଧାନଙ୍କର ୨ବଖରା ସମେତ ତାଙ୍କର ଏକ ଦୋକାନ ଘର ପୋଡିପାଉଁଶ ହୋଇଯାଇଛି। ନନ୍ଦକିଶୋରଙ୍କ ଘର ଉପର ଦେଇ ବିଦ୍ୟୁତ ତାର ଯାଇଥିବା ବେଳେ ପବନ ହେବାର ସଟ୍‌ସର୍କିଟ ଯୋଗୁ ଚାଳଛପର ଘର ଉପରେ ନିଆଁ ପଡିଯାଇଥିବା ଅନୁମାନ କରାଯାଉଛି। ଘର ଭିତରେ ଥିବା ସମସ୍ତ ଆସବାବପତ୍ର ଓ ଧାନ ଚାଉଳ ପୋଡି କ୍ଷୟକ୍ଷତି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

୧,୭୫୪ କଳାକାରଙ୍କୁ ମିଳିଲା ବକେୟା ଭତ୍ତା

ଭଞ୍ଜନଗର,୧୩।୧୦(ଡି.ଏନ.ଏ): ଗଞ୍ଜାମ ଜିଲାରେ ମୁଖ୍ୟମନ୍ତ୍ରୀ କଳାକାର ସହାୟତା ଯୋଜନାରେ ୧୮୧୯ ଜଣ ଭତ୍ତା ପାଉଛନ୍ତି। କିନ୍ତୁ ଲାଇଫ୍‌ ସାର୍ଟିଫିକେଟ ଦାଖଲରେ ବିଳମ୍ବ ଯୋଗୁ ୪ମାସ ହେଲା...

ତାରାତାରିଣୀ ପୀଠରେ ମାଙ୍କଡ଼ଙ୍କୁ ଖାଦ୍ୟ ଦେଉଛି ପ୍ରଶାସନ, ଟୁଇଟ୍‌ କରି ଜଣାଇଲେ ଜିଲାପାଳ

ଛତ୍ରପୁର,୧ା୫(ଡି.ଏନ୍‌.ଏ.)- ଲକ୍‌ଡାଉନ ଯୋଗୁ ଗଞ୍ଜାମ ଜିଲାର ଆରାଧ୍ୟ ଦୈବୀପୀଠ ମା’ ତାରାତାରିଣୀ ମନ୍ଦିର ମାସେରୁ ଉର୍ଦ୍ଧ୍ୱ ହେଲା ବନ୍ଦ ରହିଛି। ଏପରିକି ମାସେ ଧରି ଚାଲିଥିବା...

କାଓନୋମିକ୍ସ ଟେକ୍ନୋଲୋଜିରେ ପୁନରୁଦ୍ଧାର ହେବ ଜଳାଶୟ

କଟକ ଅଫିସ,୨୮ା୪: କଟକ ସହରରେ ଅଧିକାଂଶ ଜଳାଶୟ ପରିତ୍ୟକ୍ତ ଅବସ୍ଥାରେ ଥିବାରୁ ମଶାବଂଶ ବୃଦ୍ଧି ପାଉଛି। ଫଳରେ କଟକ ମହାନଗର ନିଗମ (ସିଏମ୍‌ସି) ପକ୍ଷରୁ ଏକ...

୨ ପଞ୍ଚାୟତରୁ ଉଠିଲା କଣ୍ଟେନ୍‌ମେଣ୍ଟ୍‌ କଟକଣା

ଭଦ୍ରକ ଅଫିସ,୪ା୫: ଭଣ୍ଡାରିପୋଖରୀ ବ୍ଲକର ଦୁଇଟି ପଞ୍ଚାୟତକୁ କଣ୍ଟେନମେଣ୍ଟ୍‌ ଜୋନ୍‌ ଘୋଷଣା ପ୍ରତ୍ୟାହୃତ କରିଛି ପ୍ରଶାସନ। ଏହି ଦୁଇ ପଞ୍ଚାୟତରୁ ଦୁଇଟି ପଜିଟିଭ୍‌ ବାହାରିଥିବାରୁ ତେସିଙ୍ଗା...

ପୁରୀ ସମୁଦ୍ରରୁ ବିରଳ ସାର୍କ ଶିକାର

ପୁରୀ ଅଫିସ,୧୮ା୪: ପୁରୀ ସମୁଦ୍ରରୁ ବିରଳ ପ୍ରଜାତିର ସାର୍କ ମାଛ ଶିକାର କରାଯାଉଛି। ମୁନାଫାଖୋର ମାଛ ଚାଲାଣକାରୀ ମତ୍ସ୍ୟଜୀବୀଙ୍କୁ ହାତ କରି ଏହି ମାଛକୁ ବିଦେଶକୁ...

ସରକାରୀ ଚିକିତ୍ସା ସାହାଯ୍‌ ଦାବି

ଲାଠୋର, ୧୯ା୭(ଡି.ଏନ୍‌.ଏ): ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଅଧୀନ ଲାଠୋର ବିର୍ତ୍ତିଆ ପଡ଼ାର କାଳିଆ ସୁନା। ସେ ଝନେ ନିହାତି ଗରିବ୍‌ ହେଇଥିଲାବେଲେ କେହେନ୍‌ସି ଗୁଟେ...

ବାଙ୍ଗାଲୋରରେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ

ଭଦ୍ରକ ଅଫିସ,୧୦।୧୧ – ଭଦ୍ରକ ଜିଲା ଧାମନଗର ବ୍ଲକ ଶହୀଦନଗର ଇଟ୍ଟାପାଳ ଗଁାର ସମୀର ସେନାପତି(୨୪)ଙ୍କ ବାଙ୍ଗାଲୋରରେ ମୃତ୍ୟୁ ଘଟିଛି। ଏହି ଘଟଣାକୁ ୪ ଦିନ...

ଘରୁ ଡାକି ଛୁରୀ ଭୁସି ଦେଲେ

ଯୋଡ଼ା,୨୭।୩(ଡି.ଏନ.ଏ.): କେନ୍ଦୁଝର ଜିଲା ଯୋଡ଼ା ସହରର ଗଣେଶ ଭବନଠାରେ ଜଣେ ଯୁବକଙ୍କୁ ଦୁର୍ବୃତ୍ତମାନେ ଛୁରୀ ଭୁସି ହତ୍ୟା କରିଛନ୍ତି। ମୃତକ ହେଲେ ନାଜିମ ଶେଖ(୨୨)। ତାଙ୍କ...

Advertisement
Archives

Model This Week