ଭୁବନ/ମାଧପୁର, ୨୫ା୩(ଡି.ଏନ.ଏ.)- ଅଗ୍ନିକାଣ୍ଡ ଘଟି ଢେଙ୍କାନାଳ ଜିଲା ଭୁବନ ବ୍ଲକ ବର୍ଣ୍ଣାଳି ଗ୍ରାମର ଈଶ୍ୱର ମାହୁନ୍ତଙ୍କ ୨ ବଖରା ଘର ମଙ୍ଗଳବାର ରାତିରେ ଜଳିଯାଇଛି । ସମସ୍ତେ ଘରେ ଶୋଇଥିବାବେଳେ ହଠାତ୍ ନିଆଁ ଲାଗି ଯାଇଥିଲା। ଈଶ୍ୱରଙ୍କ ପରିବାର ଲୋକେ ବାହାରକୁ ପଳାଇଆସିଥିଲେ।  ଏହି ଅଗ୍ନିକାଣ୍ଡରେ ଘରେ ଥିବା ସମସ୍ତ ଆସବାବପତ୍ର ପୋଡ଼ି ପାଉଁଶ ହୋଇଯାଇଛି ।ଖବରପାଇ ଭୁବନ ଦମକଳ ବାହିନୀ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ ନିଆଁ ଲାଗିବାର କାରଣ ଜଣାପଡ଼ିନାହିଁ। ସେହିପରି ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ ବାସୁଦେବପୁର ପଞ୍ଚାୟତ ନାକଟିଦେଉଲ ଗ୍ରାମର ରାଜନ ପେରେକଙ୍କ ୨ ବଖରା ଏବଂ ମୁରଲୀ ପେରେକଙ୍କ ଗୋଟିଏ ବଖରା ଜଳି ଯାଇଛି। ଆଠମଲ୍ଲିକ ଅଗ୍ନିଶମ ବିଭାଗ କର୍ମଚାରୀ ସେଠାରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ।  ଅଗ୍ନିକାଣ୍ଡର କାରଣ ଜଣାପଡିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

କଟକ ମାଛ ମାର୍କେଟ୍‌ରେ ଭୟଙ୍କର ଅଗ୍ନିକାଣ୍ଡ, ଲକ୍ଷାଧିକ ଟଙ୍କାର ସମ୍ପତ୍ତି ଜଳିଗଲା

କଟକ,୧ା୬: ପ୍ରେସ୍‌ ଛକ ମାଛ ମାର୍କେଟ୍‌ରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ନିଆଁ ଲାଗି ମାଛ ମାର୍କେଟ ଜଳି ପୋଡ଼ି ପାଉଁଶ ହୋଇଯାଇଥିବାବେଳେ ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ…

ବରଗଡ଼ ଆସୁଛନ୍ତି ଓଏସସିପିସିଆର୍‌ ସଭ୍ୟା, ଛତୁଆ କେନ୍ଦ୍ରରେ ତଦନ୍ତ କରିବ ଶିଶୁ ସୁରକ୍ଷା ଆୟୋଗ

ବରଗଡ଼,୩୧ା୫(ପ୍ରେମାନନ୍ଦ ଖମାରୀ):  ଓଡ଼ିଶା ରାଜ୍ୟ ଶିଶୁ ସୁରକ୍ଷା ଅଧିକାର ଆୟୋଗ (ଓଏସସିପିସିଆର୍‌) ସଭ୍ୟା କଳ୍ପନା ଲେଙ୍କା ସୋମବାର ବରଗଡ଼ ଗସ୍ତରେ ଆସୁଥିବା ସୂଚନା ମିଳିଛି । ସେ…

ରାଜପଥରେ ଲୁଟ୍‌ପାଟ୍‌: ଡ୍ରାଇଭରଙ୍କଠାରୁ ଲୁଟି ବନ୍ଧାହେଲେ ୩ ଅଭିଯୁକ୍ତ

ବରଗଡ଼,୩୧ା୫(ପ୍ରେମାନନ୍ଦ ଖମାରୀ): ଲୁହାପାତ୍ର(ଆଇରନ୍‌ ଭେସେଲ୍‌) ବୋଝେଇ କରି ଏକ ଗାଡ଼ି ରାୟପୁରରୁ ଅନୁଗୁଳ ଅଭିମୁଖେ ଯାଉଥିଲା । ଶନିବାର ରାତିରେ ୫୩ନମ୍ବର ଜାତୀୟ ରାଜପଥର ବରଗଡ଼ ଗ୍ରାମାଞ୍ଚଳ…

ହରିଣ ମାରି ମାଂସ କାଟୁଥିବା ବେଳେ ମାଡ଼ି ବସିଲା ବନ ବିଭାଗ, ଧନୁ ତୀର…

ପାଟଣା/କେନ୍ଦୁଝର,୩୧।୫(ବୀର କିଶୋର ଦାଶ/ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ତଣ୍ଡୋବିଟ ଅଟେଇ ସଂରକ୍ଷିତ ବଣମହୁଲଡିହା ନିକଟରୁ ରବିବାର ସକାଳୁ ଏକ ଅଣ୍ଡିରା ହରିଣକୁ ଶିକାରୀ…

ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ; ଉଠା ଦୋକାନିଙ୍କୁ ସଚେତନ, ଭେଣ୍ଡିଂଜୋନକୁ ଯିବାକୁ ନିବେଦନ କଲେ…..

ଦାରିଙ୍ଗବାଡି,୩୧।୫(ଅରୁଣ ସାହୁ): ଓଡିଶାର କାଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହେଉଛି । ଏହି ରୌଦ୍ର ତାପରୁ ସୁରକ୍ଷିତ ରହିବା ପାଇଁ ରବିବାର ସାପ୍ତାହିକ ହାଟରେ…

ଆମପାଣି ଘାଟିରେ ଭୟଙ୍କର ସଡକ ଦୁର୍ଘଟଣା; ଜଳିଗଲା ଟ୍ରଲର୍, କୁକୁଡା ସବୁ

କୋକସରା,୩୧।୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି – ନବରଙ୍ଗପୁର ଜିଲା ସୀମାନ୍ତ ଆମପାଣି ଘାଟିରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି । ୨୬ ନମ୍ବର ଜାତୀୟ ରାଜପଥର…

ଦାଦନ ଖଟିବାକୁ ଯାଇଥିବା ଯୁବତୀଙ୍କ ସନ୍ଦେହଜନକ ମୃତ୍ୟୁ, ମୃତଦେହ ଆଣିବା ପାଇଁ ପ୍ରଶାସନକୁ ଗୁହାରି

ଗୁଣୁପୁର,୩୧।୫( ସୁଜାତା ପାଢ଼ୀ): ଆନ୍ଧ୍ରକୁ ଦାଦନ ଖଟିବାକୁ ଯାଇଥିବା ଗୁଣପୁର ବ୍ଳକ୍ ଶଗଡା ଗ୍ରାମର ଜୈନକ ଯୁବତୀ ବିଲମା ଗମାଙ୍ଗ (୨୬)ଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି…

ସିଏମ ଟ୍ରଫି ଫୁଟବଲ ପ୍ରତିଯୋଗିତା, ସୁନ୍ଦରଗଡ଼ ଯାତ୍ରା କଲେ କେନ୍ଦୁଝର ଦଳ

କେନ୍ଦୁଝର,୩୧।୫(ନରେଶ ଚନ୍ଦ୍ର ପଟ୍ଟନାୟକ): ରାଜ୍ୟ କ୍ରୀଡା ଓ ଯୁବସେବା ବିଭାଗ, ଫୁଟବଲ ଆସୋସିଏସନ ଅଫ ଓଡିଶା ଏବଂ ସୁନ୍ଦରଗଡ଼ ଜିଲା କ୍ରୀଡା ସଂସ୍ଥା ଆନୁକୂଲ୍ୟରେ ସିଏମ ଟ୍ରଫି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri