୨ ବଛର ହେଲା ଆବେଦନ କରିଆସୁଛନ୍‌: ଭତାରୁ ବଁଚିତ୍‌ ଧଅଁରାଖମନ ଗାଁର ୮ ବୁଢ଼ାବୁଢ଼ୀ

କର୍ଲାମୁଣ୍ଡା, ୧୨।୩ (ଡି.ଏନ୍‌.ଏ.)- ସରକାର ବୁଢ଼ାବୁଢ଼ୀ, ବିଧବା, ଛାର୍‌ରି ମହିଲା, ଦିବ୍ୟାଙ୍ଗମାନକୁ ସାମାଜିକ ସୁରକ୍ଷା ଯୋଜନାରେ ଭତା ଯୁଗେଇ ଦେଉଛନ୍‌। ହେଲେ ଅନେକ ଜାଗାରେ ସରକାରୀ ଅଧ୍‌କାରୀ, କରମ୍‌ଚାରୀକଁର ଖାମଖିଆଲି ମନଭାବ ଲାଗି ହକ୍‌ଦାର ହିତାଧିକାରୀ ଯୋଜନାର ଲାଭ ପାଏବାରୁ ବଁଚିତ୍‌ ହେଉଛନ୍‌। ଏନ୍‌ତା ଗୁଟେ ଉଦାହରନ୍‌ ଦେଖ୍‌ବାକେ ମିଲିଛେ କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଗଜବାହାଲ ପଁଚେତ୍‌ ଧଅଁରାଖମନ ଗଁାରେ।
ସୂଚନା ଅନ୍‌ସାରେ ଧଅଁରାଖମନ ଗଁାଟା ବ୍ଲକ ସଦରନୁ ପାଖାପାଖି ୨୦ କି.ମି. ଦୂରେ ରହିଛେ। ଗଁାର ବଡ଼ଭାଗି ଲୋକ ଗରିବ୍‌ ହେଇଥିଲାବେଲେ ଚାଷବାସ, କୁଲିମଜୁରି କରି ନିଜର ନିଜର କୁଟୁମ ପୁଷୁଛନ୍‌। ଇ ଗଁାର ବୁରୁଧ୍‌ ଚିତ୍ର ରଣା(୬୫), ସରସ୍ବତୀ ପୁଟେଲ (୬୪), ରୂପ ମାଝି (୬୫), ଚନ୍ଦ୍ରମଣି ଭୋଇ (୬୩), ଗଳିତ ଭୋଇ (୬୨), ରୁପେଶ୍ୱର ଭୋଇ (୭୦), ବଚନୀ ଭୋଇ (୬୬), ପାନ ରଣା (୬୫) ପରମୁଖ ୮ ଝନ୍‌ ବୁଢ଼ାବୁଢ଼ୀ ଭତାର ଲାଗି ୨ ବଛର ହେଲା ଆବେଦନ କରିଆସୁଛନ୍‌। ହେଲେ ଆଏଜ୍‌ତକ ଇମାନେ ଭତା ପାଏବାରୁ ବଁଚିତ୍‌ ଥିବାର ଅଭିଯୋଗ କରିଛନ୍‌। ଇ ଦିଗେ ବ୍ଲକ ପରଶାସନ ଦୁରୁଷ୍‌ଟି ଦେଇ ପଦକ୍ଷେପ ନେବାକେ ଗ୍ରାମ ବିକାଶ କମିଟିର ସଭାପତି ଅନିରୁଦ୍ଧ ପଟେଲ, ସଂପାଦକ ମମତା ଭୋଇ ଦାବି କରିଛନ୍‌।


Enter your email to get our daily news in your inbox.

All Right Reserved By Dharitri.Com

ମୂର୍ତ୍ତି ଗଢୁଛନ୍ତି କୋଲକାତା କାରିଗର

ଜଗତ୍‌ସିଂହପୁର ଅଫିସ, ୩୦ା୯:ଦୁର୍ଗା ପୂଜା ଯେତିକି ପାଖେଇ ଆସୁଛି,ପାର୍ବଣ ପରିବେଶ ସେତିକି ଅନୁଭୂତ ହେଉଛି। ଏଥିମଧ୍ୟରେ ଜଗତ୍‌ସିଂହପୁର ସହରର ପ୍ରାୟତଃ ପୂଜା ମଣ୍ଡପ ଓ କ୍ଲବ...

ଷଡ଼ଯନ୍ତ୍ର ଉପରୁ ପରଦା ହଟୁନି

ବଲାଙ୍ଗୀର ଅଫିସ,୨୮।୧୦: ପରକୀୟା ପ୍ରୀତି ପ୍ରଘଟ ଭୟରେ କଳାହାଣ୍ଡି ଜିଲା ମହାଲିଙ୍ଗ ଘରୋଇ ସ୍କୁଲର ପରିଚାଳନା ସଭାପତି ଗୋବିନ୍ଦ ସାହୁ ଅଧ୍ୟକ୍ଷା ମମିତା ମେହେରଙ୍କୁ ହତ୍ୟା...

ଓଏସ୍‌ଏସ୍‌ଟିଇଟି ମୂଲ୍ୟାୟନରେ ତ୍ରୁଟି ଅଭିଯୋଗ

କଟକ ଅଫିସ,୧୨।୪: ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ଯୋଗ୍ୟତା ପରୀକ୍ଷା (ଓଏସ୍‌ଏସ୍‌ଟିଇଟି) ମୂଲ୍ୟାୟନରେ ତ୍ରୁଟି ଥିବା ଅଭିଯୋଗ ଉଠିଛି। ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ଦ୍ୱାରା...

ସମ୍ବଲପୁର ବିଶ୍ୱବିଦ୍ୟାଳୟ ଯୁକ୍ତ ୩ ପ୍ରଶ୍ନପତ୍ର ଲିକ୍‌: ଅଭିଯୋଗ ପରେ ନୂତନ ପ୍ରଶ୍ନପତ୍ର ସେଟ୍‌ରେ ପରୀକ୍ଷା ଦେଲେ ଛାତ୍ରୀଛାତ୍ର

ସମ୍ବଲପୁର, ୧୩।୨ (ବ୍ୟୁରୋ)- ସମ୍ବଲପୁର ବିଶ୍ୱବିଦ୍ୟାଳୟ ଯୁକ୍ତ ୩ ପ୍ରଶ୍ନପତ୍ର ଲିକ୍‌ ହୋଇଛି। କେମେଷ୍ଟ୍ରି (ରସାୟନ ବିଜ୍ଞାନ) ଓ ଜୁଲୋଜି (ପ୍ରାଣୀ ବିଜ୍ଞାନ) ବିଷୟର ପ୍ରଶ୍ନପତ୍ର...

ଅଧାବାଟରେ ଫାଟିଲା ଆମ୍ବୁଲାନ୍ସ ଚକା: ଷ୍ଟ୍ରେଚରରେ ରୋଗୀଙ୍କୁ ନେଲେ କର୍ମଚାରୀ

ସଜନାଗଡ଼, ୪।୯(ଡି.ଏନ.ଏ.)-ବାଲେଶ୍ୱର ଜିଲା ନୀଳଗିରି ହସ୍ପିଟାଲକୁ ଶୁକ୍ରବାର ପୂର୍ବାହ୍ନରେ ଜଣେ ରୋଗୀଙ୍କୁ ୧୦୮ ଆମ୍ବୁଲାନ୍ସରେ ଅଣାଯାଉଥିବା ବେଳେ ନୀଳଗିରି ବଜାରରେ ଆମ୍ବୁଲାନ୍ସର ପଛ ଚକା ଫାଟିଯାଇଥିଲା।...

ଖଣି, ଶିଳ୍ପାଞ୍ଚଳରେ ଠିକାସଂସ୍ଥା ମାଲାମାଲ୍‌: ଦୁର୍ଦ୍ଦିନରେ ଠିକା ଶ୍ରମିକ, କର୍ମଚାରୀ

ଯାଜପୁର ଅଫିସ,୧ା୧୧: ଶିଳ୍ପୋନ୍ନତ ଯାଜପୁର ଜିଲାରେ ଥିବା କମ୍ପାନୀଗୁଡିକ ସେମାନଙ୍କ ପାଇଁ ଥିବା ନୀତି ନିୟମକୁ ଉଲ୍ଲଂଘନ କରୁଥିବା ପୂର୍ବରୁ ଅଭିଯୋଗ ହୋଇଆସୁଛି। ଏମାନଙ୍କ କଳା...

ଛତ୍ରପୁର ବ୍ଲକରୁ ୪ କରୋନା ପଜିଟିଭ ଚିହ୍ନଟ: ନରେନ୍ଦ୍ରପୁର ପଞ୍ଚାୟତ, ଘଡ଼ଘଡ଼ାପଲି ଗାଁ ୧୭ ପର୍ଯ୍ୟନ୍ତ ଶଟ୍‌ଡାଉନ

ଛତ୍ରପୁର, ୧୩।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକରୁ ଶନିବାର ୪ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ଶ୍ରୀରାମଚନ୍ଦ୍ରପୁର ପଞ୍ଚାୟତ ଅଧୀନ ଘଡ଼ଘଡ଼ାପଲି ଗାଁର...

ବିଭୀଷିକା

ଲହୁ ଓ ଲୁହରେ ଭିଜିଛି ବାହାନଗା ମାଟି। ଶୁକ୍ରବାର ସନ୍ଧ୍ୟା ପ୍ରାୟ ୭ଟାରେ ଏଠାରେ ଘଟିଥିବା ୩ ଟ୍ରେନ ଦୁର୍ଘଟଣା ୨୮ବର୍ଷର ରେକର୍ଡ ଭାଙ୍ଗିଛି। ଉଦ୍ଧାର...

Advertisement
Archives

Model This Week