୨ ବର୍ଷରେ ଓଡ଼ିଶାକୁ କେନ୍ଦ୍ର ଦେଇଛି ୪୦୫ କୋଟି

ଭୁବନେଶ୍ୱର,୭।୯(ବ୍ୟୁରୋ): କୋଭିଡ୍‌ ସମୟରେ ଗତ ୨ ବର୍ଷରେ କେନ୍ଦ୍ର ସରକାର ଓଡ଼ିଶାକୁ ୪୦୫ କୋଟି ଟଙ୍କା ଦେଇଛନ୍ତି। ସୋମବାର ବିଜେଡି ସଭ୍ୟ ମୌଷଧୀ ବାଗଙ୍କ ଏକ ଲିଖିତ ପ୍ରଶ୍ନର ଉତ୍ତରରେ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ବିଧାନସଭାରେ ଏହି ସୂଚନା ଦେଇଛନ୍ତି I
ଅର୍ଥମନ୍ତ୍ରୀ କହିଛନ୍ତି ଯେ କେନ୍ଦ୍ର ସରକାର କୋଭିଡ୍‌-୧୯ ଜନିତ ସମସ୍ୟାର ପରିଚାଳନା ନିମନ୍ତେ ୨୦୨୦-୨୧ ଆର୍ଥିକ ବର୍ଷରେ ସ୍ବତନ୍ତ୍ର ଭାବରେ ରାଷ୍ଟ୍ରୀୟ ସ୍ବାସ୍ଥ୍ୟ ମିଶନ ଯୋଜନା ଅଧୀନରେ ୧୪୬ କୋଟି ୪୪ ଲକ୍ଷ ଟଙ୍କା ଦେଇଥିଲେ। ସେହିପରି ୨୦୨୧-୨୨ ଆର୍ଥିକ ବର୍ଷର ଜୁଲାଇ ଶେଷ ସୁଦ୍ଧା ଇସିଆର୍‌ପି ଯୋଜନାରେ ୨୫୮ କୋଟି ୫୯ ଲକ୍ଷ ଟଙ୍କା ପ୍ରଦାନ କରିଛନ୍ତି। ରାଜ୍ୟ ସରକାର ନିଜସ୍ବ ସମ୍ବଳ ବିନିଯୋଗ କରି ଅନେକ ପଦକ୍ଷେପ ନେଇ ସଫଳତାର ସହିତ କୋଭିଡ୍‌-୧୯ଜନିତ ସମସ୍ୟାର ମୁକାବିଲା କରିପାରିଛନ୍ତି। ଏଥିସହିତ କେନ୍ଦ୍ର ପ୍ରବର୍ତ୍ତିତ ଯୋଜନା ତଥା ରାଜ୍ୟ ବିପର୍ଯ୍ୟୟ ମୁକାବିଲା ପାଣ୍ଠି ଜରିଆରେ ଉଭୟ କେନ୍ଦ୍ର ଓ ରାଜ୍ୟ ଅଂଶକୁ ମିଶାଇ କୋଭିଡ୍‌-୧୯ଜନିତ ସମସ୍ୟାର ମୁକାବିଲା କରାଯାଉଛି ବୋଲି ମନ୍ତ୍ରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜିଲାପାଳ ପରାମର୍ଶ କ୍ରମେ ଜୋର୍‌ ସୋରରେ ଚାଲିଛି ସଫେଇ ଅଭିଯାନ, ସାମିଲ ହେଲେ…

ଗଞ୍ଜାମ,୨୩।୬(ବିଦ୍ୟାଧର ସାହୁ ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆହୱାନ ଓ ଗଞ୍ଜାମ ଜିଲାପାଳ ଭି କୀର୍ତ୍ତି ଭାସନଙ୍କ ପରାମର୍ଶ କ୍ରମେ ଜିଲାର ବିଭିନ୍ନ ସ୍ଥାନରେ ସଫେଇ ଅଭିଯାନ…

ବିଶ୍ୱକପ୍‌ରେ ମେସିଙ୍କ ରେକର୍ଡ, ନକ୍‌ଆଉଟ୍‌ରେ ପହଞ୍ଚିଲା ଆର୍ଜେଣ୍ଟିନା

ଆର୍ଲିଟନ,୨୩ା୬: ଲିଓନେଲ ମେସିଙ୍କ ରେକର୍ଡ ଡବଲ ଗୋଲ ବଳରେ ଖେଳାଯାଇଥିବା ଗ୍ରୁପ ମ୍ୟାଚ୍‌ରେ ଆର୍ଜେଣ୍ଟିନା ୨-୦ ଗୋଲରେ ଅଷ୍ଟ୍ରିଆକୁ ପରାସ୍ତ କରିଛି। ଏହି ବିଜୟ ସହ ଡିଫେଣ୍ଡିଂ…

ହତ୍ୟା ରହସ୍ୟ ଉନ୍ମୋଚିତ: ଏହି କାରଣରୁ ମହିଳାଙ୍କୁ ଜୀବନରୁ ମାରିଦେଇଥିଲେ ରମାକାନ୍ତ

ବରଗଡ଼,୨୩।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ରେଶମ ପ୍ରଶାଖା ଛକ କେନାଲ ଘାଟ ନିକଟର ରବିବାର ଉଦ୍ଧାର ହୋଇଥିବା ମୃତ ମହିଳାଙ୍କ ମୃତ୍ୟୁ ରହସ୍ୟ ଉନ୍ମୋଚିତ ହୋଇଛି। ମୃତ…

ଚନ୍ଦ୍ରିକା ମୃତ୍ୟୁ ମାମଲା: ୨ ଦିନିଆ ରିମାଣ୍ଡରେ ଗଲେ ବୟଫ୍ରେଣ୍ଡ ଭୀମସେନ

ବାରଙ୍ଗ,୨୩।୬: ବାରଙ୍ଗ ଥାନା ପୋଲିସ ମଙ୍ଗଳବାର ଚନ୍ଦ୍ରିକା ମୃତ୍ୟୁ ମାମଲାରେ ଗିରଫ OAS ବୟଫ୍ରେଣ୍ଡ ଭୀମସେନ ଟୁଡୁଙ୍କୁ ୨ ଦିନିଆ ରିମାଣ୍ଡରେ ଆଣିଛି। ପୋଲିସ ଭୀମସେନଙ୍କୁ ୩…

ସାରକୁ ନେଇ ବଡ଼ କଥା କହିଲେ ମନ୍ତ୍ରୀ: କହୁ କହୁ କହିଦେଲେ ଗତ ବର୍ଷ କ’ଣ …

ଭୁବନେଶ୍ୱର, ୨୩।୬: ଚଳିତ ଖରିଫ ଋତୁରେ ରାଜ୍ୟରେ ସାର ଯୋଗାଣକୁ ନେଇ କୌଣସି ଅସୁବିଧା ହେବନାହିଁ ବୋଲି ସମବାୟ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ ସ୍ପଷ୍ଟ କରିଛନ୍ତି।…

ଆକ୍ସନ ମୋଡ୍‌ରେ ପୋଲିସ: ବିପୁଳ ଦେଶୀମଦ ଜବତ

ଦାରିଙ୍ଗବାଡି, ୨୩।୬ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ପୋଲିସ ପକ୍ଷରୁ ବସଷ୍ଟାଣ୍ଡ ଅଞ୍ଚଳରେ ଚଢ଼ାଉ କରି ବିପୁଳ ପରିମାଣର ମହୁଲ ପୋଚ ଜବତ ଓ ତାକୁ…

ଘର କାମ କରୁଥିଲେ ଶୋଭାରାଣୀ, ଲାଗିଲା କରେଣ୍ଟ୍‌: ଆଉ ତା’ପରେ..

ଖଇରା,୨୩।୬(ଉତ୍କଳ ବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ମହାତିପୁର ପଞ୍ଚାୟତ ଅଧୀନ ଚକ ଗ୍ରାମର ବୈକୁଣ୍ଠ ସାମଲ (୩୫)ଙ୍କ ପତ୍ନୀ ଶୋଭାରାଣୀ ମଙ୍ଗଳବାର ବିଦ୍ୟୁତ ସଂସ୍ପର୍ଶରେ…

ବେକ କାଟି ବାପାଙ୍କୁ ହତ୍ୟା କଲା ପୁଅ

ଟେନସା, ୨୩।୬ (ସମୀର କୁମାର ପାଢ଼ୀ): ସୁନ୍ଦରଗଡ଼ ଜିଲାର ଟେନସା ଫାଣ୍ଡି ଅନ୍ତର୍ଗତ ବରସୁଆଁ ବସ୍ତିରେ  ମଙ୍ଗଳବାର ସକାଳେ ଘରୋଇ କଳହକୁ କେନ୍ଦ୍ରକରି ଏକ ହୃଦୟବିଦାରକ ଘଟଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri