Posted inଜାତୀୟ

୨ ବର୍ଷ ପରେ ଲାଲୁଙ୍କୁ ଭେଟିଲେ ରାବିଡି ଦେବୀ

ରାଞ୍ଚି,୨୮।୧: ଦୀର୍ଘ ୨ ବର୍ଷ ପରେ ଆରଜେଡି ସୁପ୍ରିମୋ ଲାଲୁ ପ୍ରସାଦ ଯାଦବଙ୍କୁ ଭେଟିଛନ୍ତି ସ୍ତ୍ରୀ ରାବିଡି ଦେବୀ। ରାଜେନ୍ଦ୍ର ଇନଷ୍ଟିଚ୍ୟୁଟ୍‌ ଅଫ୍‌ ମେଡିକାଲ ସାଇନ୍ସ(ରିମ୍ସ)ରେ ଭର୍ତ୍ତି ଥିବା ଲାଲୁଙ୍କୁ ଭେଟି ତାଙ୍କ ସହ ଘଣ୍ଟାଏ ଧରି ଆଲୋଚନା କରିଛନ୍ତି ରାବିଡି। ଏହି ସମୟରେ ଝିଅ ମିଶା ଭାରତୀ ମଧ୍ୟ ଉପସ୍ଥିତ ଥିଲେ। ଚାରା ଘୋଟାଲାରେ ଦୋଷୀ ସାବ୍ୟସ୍ତ ହୋଇ ବିର୍ସାମୁଣ୍ଡା ଜେଲରେ ୧୪ବର୍ଷ ଦଣ୍ଡାଦେଶ ଭୋଗୁଥିବା ଲାଲୁଙ୍କ ସ୍ବାସ୍ଥ୍ୟାବସ୍ଥା ଠିକ୍‌ ନ ଥିବାରୁ ତାଙ୍କୁ ରିମ୍ସରେ ଭର୍ତ୍ତି କରାଯାଇଛି। ତାଙ୍କୁ ଭେଟିବା ପାଇଁ ଜେଲ କର୍ତ୍ତୃପକ୍ଷଙ୍କଠାରୁ ଅନୁମତି ଲୋଡିଥିଲେ ରାବିଡି। ପରେ ତାଙ୍କୁ ଅନୁମତି ଦିଆଯାଇଥିଲା। ସେ ମିଶାଙ୍କ ସହ ଆସି ରିମ୍ସରେ ତାଙ୍କୁ ଭେଟିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘ପେ ସିଏମ୍‌’ ପୋଷ୍ଟର ବିବାଦ ମାମଲାରେ ୨ଗିରଫ

ବେଙ୍ଗାଲୁରୁ,୨୨।୯: ‘ପେ ସିଏମ୍‌ ପୋଷ୍ଟର’ ବିବାଦ ମାମଲାରେ କନର୍ର୍ାଟକ ପୋଲିସ ୨ ଜଣଙ୍କୁ ଗିରଫ କରିଛି। ଏହି ପୋଷ୍ଟର ମାଧ୍ୟମରେ ମୁଖ୍ୟମନ୍ତ୍ରୀ ବସଭରାଜ ବୋମ୍ମାଇ ଏବଂ...

ଜାହାଙ୍ଗୀରପୁରୀ ହିଂସା: ମୁଖ୍ୟ ଅଭିଯୁକ୍ତ ଗିରଫ

ନୂଆଦିଲ୍ଲୀ,୧୮।୪: ରାଜଧାନୀ ଦିଲ୍ଲୀ ଜାହାଙ୍ଗୀରପୁରୀରେ ହନୁମାନ ଜୟନ୍ତୀ ଅବସରରେ ଘଟିଥିବା ହିଂସା ଘଟଣାରେ ମୁଖ୍ୟ ଅଭିଯୁକ୍ତ ସୋନୁ ଶେଖ୍‌ ଗିରଫ। ଦିଲ୍ଲୀ ପୋଲିସର ସ୍ପେଶାଲ ଷ୍ଟାଫ୍‌...

ଜ୍ଞାନବାପି ମାମଲାରେ କେନ୍ଦ୍ରର ଜବାବ ଲୋଡିଲେ ସୁପ୍ରିମ୍‌କୋର୍ଟ…

ନୂଆଦିଲ୍ଲୀ,୧୪।୧୧ : ଜ୍ଞାନବାପି ସହ ଜଡିତ ପୂଜାପାଠ ସ୍ଥଳ ଆଇନ ମାମଲାର ଶୁଣାଣି ସୋମବାର ସ୍ଥଗିତ ରଖାଯାଇଛି। ଏହି ମାମଲାରେ ସୁପ୍ରିମ୍‌କୋର୍ଟ କେନ୍ଦ୍ରର ଜବାବ ଲୋଡିଛନ୍ତି।...

ଏପରି ପଥର ଯାହା କ୍ଷୀରକୁ କରେ ଦହି…

ରାଜସ୍ଥାନ ଜୈସଲମେର ଠାରୁ ୫୦ କିଲୋମିଟର ଦୂର ହାବୁର ଗାଁରେ ଏକ ପ୍ରକାର ପଥର ମିଳିଥାଏ। ପଥରକୁ କ୍ଷୀରରେ ପକାଇଲେ କିଛି ସମୟ ମଧ୍ୟରେ ଏହା...

ରୋହିଙ୍ଗ୍ୟାଙ୍କ ମନରେ ଭାରତ ବିରୋଧରେ ବିଷ ମଞ୍ଜି ବୁଣୁଛି ଜୈଶ୍‌: ବିଏସ୍‌ଏଫ୍‌ ରିପୋର୍ଟ

ନୂଆଦିଲ୍ଲୀ,୨୭।୮: ଭାରତରେ ଆତଙ୍କବାଦୀ ଆକ୍ରମଣ ପାଇଁ ପାକିସ୍ତାନ ଗୋଇନ୍ଦା ସଂସ୍ଥା ଆଇଏସ୍‌ଆଇ ଷଡ଼ଯନ୍ତ୍ର ଜାରି ରଖିଛି। ମ୍ୟାନ୍‌ମାର୍‌ରୁ ଭାରତ ଏବଂ ବାଂଲାଦେଶରେ ଶରଣ ନେଇଥିବା ରୋହିଙ୍ଗ୍ୟାଙ୍କ...

ଶହେ ବର୍ଷରେ ହିରାବେନ, ସାଲ ଉପହାର ଦେଲେ ମୋଦି

ଗାନ୍ଧିନଗର,୧୮ ।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମାଆ ହିରାବେନ ମୋଦି ୧୦୦ ବର୍ଷରେ ପଦାର୍ପଣ କରିଛନ୍ତି । ଏହି ଅବସରରେ ମୋଦି ଗାନ୍ଧିନଗରସ୍ଥିତ ତାଙ୍କ ଘରେ...

ଆୟୁଷ ମନ୍ତ୍ରଣାଳୟ ବିନା ଅନୁମତିରେ ପ୍ରସ୍ତୁତ ହୋଇଛି ‘କରୋନିଲ୍‌’: ରାମଦେବ-ପତଞ୍ଜଳି ଏମ୍‌ଡିଙ୍କ ବିରୋଧରେ ମାମଲା ଦାଏର

ଜୟପୁର, ୨୮।୬: ଆୟୁଷ ମନ୍ତ୍ରଣାଳୟର ବିନା ଅନୁମତିରେ ପତଞ୍ଜଳି ପକ୍ଷରୁ କୋଭିଡ୍‌-୧୯ ଔଷଧ ‘କରୋନିଲ୍‌’ ପ୍ରସ୍ତୁତ କରାଯାଇଛି। ଏନେଇ ରାଜସ୍ଥାନର ଜ୍ୟୋତି ନଗର ପୋଲିସ୍‌  ଷ୍ଟେଶନରେ...

ସ୍ବତନ୍ତ୍ର ବୁଥ୍‌ରେ ଭୋଟ ଦେଲେ ଜମ୍ମୁ-କଶ୍ମୀର ପଣ୍ଡିତ

ଉଦ୍ଧମପୁର,୨୩।୪: ସୋମବାର ସକାଳ ୭ଟାରୁ ଦେଶର ବିଭିନ୍ନ ରାଜ୍ୟରେ ଆରମ୍ଭ ହୋଇଛି ତୃତୀୟ ପର୍ଯ୍ୟାୟ ମତଦାନ କାର୍ଯ୍ୟକ୍ରମ। ଜମ୍ମୁ-କଶ୍ମୀରର ଅଧିକାଂଶ ଅଞ୍ଚଳ ସମ୍ବେଦନଶୀଳ ଥିବା ବେଳେ...

Advertisement
Archives

Model This Week