Posted inଜାତୀୟ

୨ ବର୍ଷ ମଧ୍ୟରେ ୬ ଶହ ଦୁର୍ନୀତିଗ୍ରସ୍ତ ଠକ ଅଫିସରଙ୍କୁ ଦଣ୍ଡିତ କରିଛନ୍ତି ଯୋଗୀ ସରକାର

ଲକ୍ଷ୍ନୌ,୩।୭: ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ସରକାର ଗତ ୨ ବର୍ଷ ମଧ୍ୟରେ ୬ ଶହ ଦୁର୍ନୀତିଗ୍ରସ୍ତ ଠକ ଅଫିସରଙ୍କୁ ଦଣ୍ଡିତ କରିଛନ୍ତି। ସେମାନଙ୍କ ମଧ୍ୟରୁ ୨ ଶହରୁ ଅଧିକ ଅଫିସରଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି। ୪ ଶହଙ୍କୁ ନିଲମ୍ବିତ କିମ୍ବା ନିମ୍ନ ପଦବୀରେ ନିଯୁକ୍ତ କରାଯାଇଛି। ସେହିପରି ୧୫୦ ଜଣଙ୍କର ଯାଞ୍ଚ୍‌ ଜାରି ରହିଛି। ରାଜ୍ୟ ସ୍ବରାଷ୍ଟ୍ର ବିଭାଗରେ ଏଭଳି ସର୍ବାଧିକ ୫୧ ଜଣ ଅଫିସରଙ୍କ ଉପରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ସେହିପରି ରାଜସ୍ବ ବିଭାଗର ୩୬, ଶ୍ରମ ବିଭାଗର ୧୬, ବନ୍ୟ ବିଭାଗ ୧୧ ଜଣଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ କରାଯାଇଛି। ଶକ୍ତି ବିଭାଗର ସର୍ବାଧିକ ୧୬୯ ଜଣଙ୍କୁ ନିମ୍ନ ପଦରେ ନିଯୁକ୍ତ କରାଯାଇଥିବା କୁହାଯାଉଛି। ଇତିମଧ୍ୟରେ ଦୁର୍ନୀତିଗ୍ରସ୍ତ ଠକ ଅଫିସରଙ୍କ ନୂଆ ତାଲିକା ପ୍ରସ୍ତୁତି ପାଇଁ ଯୋଗୀ ବିଭିନ୍ନ ବିଭାଗକୁ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନୂଆ ଲେବର କୋଡ୍‌, ସପ୍ତାହରେ ୩ ଦିନ ଛୁଟି…

ନୂଆଦିଲ୍ଲୀ, ୨୮।୬ : ଦେଶର ଲେବର ଲେବର(ଶ୍ରମ ସଂହିତା)ରେ ସରକାର ପରିବର୍ତ୍ତନ ଆଣିବାକୁ ଯାଉଛନ୍ତି। ଖବର ଅନୁଯାୟୀ, ଜୁଲାଇ ୧ ରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦ...

ଲୋକ ସଭାରେ ରାଗିଗଲେ ଅମିତ ଶାହା

ନୂଆଦିଲ୍ଲୀ,୨୧।୧୨: ଲୋକ ସଭାର ଶୀତକାଳୀନ ଅଧିବେଶନରେ ବୁଧବାର କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଡ୍ରଗ୍ସ ସମସ୍ୟାକୁ ନେଇ ବିସ୍ତାର ଭାବେ ଆଲୋଚନା କରିଥିଲେ। ଶାହା...

ଦିଲ୍ଲୀ ସରକାରଙ୍କ ପାଇଁ ବିଳମ୍ବ ହେଉଛି ନିର୍ଭୟା ଦୋଷୀଙ୍କ ଫାଶୀ: ଭାଜପା

ନୂଆଦିଲ୍ଲୀ,୧୬।୧: କେନ୍ଦ୍ରମନ୍ତ୍ରୀ ପ୍ରକାଶ ଜାଭଡେକର କଂଗ୍ରେସ ଓ ଆମ ଆଦମୀ ପାର୍ଟି(ଏଏପି)କୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି ଶିଖ୍‌ ଦଙ୍ଗା ସମୟରେ କଂଗ୍ରେସ ଦୋଷୀଙ୍କୁ ଦଣ୍ଡ...

‘ରାଜ୍ୟରେ ଲାଗୁ ହେଉ ରାଷ୍ଟ୍ରପତି ଶାସନ’

ମୁମ୍ବାଇ,୨୫।୬: ମହାରାଷ୍ଟ୍ରର ରାଜନୀତି ବର୍ତ୍ତମାନ ସରଗରମ ରହିଥିବା ବେଳେ ଦିନକୁ ଦିନ ଅସ୍ଥିରତା ବୃଦ୍ଧି ପାଉଛି। ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ ସରକାରଙ୍କ ସମେତ ଦଳକୁ ବଞ୍ଚାଇବାକୁ...

ଶପଥ ନେଲେ ଆନନ୍ଦିବେନ ପଟେଲ

ଭୋପାଳ,୧।୭: ମଧ୍ୟପ୍ରଦେଶର ରାଜ୍ୟପାଳ ଭାବେ ଆନନ୍ଦିବେନ ପଟେଲ ବୁଧବାର ଶପଥ ଗ୍ରହଣ କରିଛନ୍ତି। ଏବେ ସେ ଉତ୍ତର ପ୍ରଦେଶର ରାଜ୍ୟପାଳ ଥିବା ବେଳେ ମଧ୍ୟପ୍ରଦେଶ ରାଜ୍ୟପାଳ...

ମାଲ୍ୟା, ନୀରବ, ଚୋକ୍‌ସିଙ୍କଠାରୁ ୧୮,୦୦୦ କୋଟି ବ୍ୟାଙ୍କକୁ ଫେରିଛି

ନୂଆଦିଲ୍ଲୀ,୨୪।୨: ବ୍ୟବସାୟୀ ବିଜୟ ମାଲ୍ୟା, ନୀରବ ମୋଦି ଏବଂ ମେହୁଲ ଚୋକ୍‌ସିଙ୍କଠାରୁ ବ୍ୟାଙ୍କକୁ ୧୮,୦୦୦ କୋଟି ଟଙ୍କା ଫେରିଥିବା କେନ୍ଦ୍ର ସରକାର ବୁଧବାର ସୁପ୍ରିମକୋର୍ଟଙ୍କୁ ଜଣାଇଛନ୍ତି।...

ବିଶ୍ୱର ସର୍ବୋଚ୍ଚ ରେଲଓ୍ବେ ବ୍ରିଜ୍‌, ଆଇଫେଲ୍‌ ଟାଓ୍ବାରଠାରୁ ବି ଅଧିକ ଉଚ୍ଚ

ଶ୍ରୀନଗର,୧୪।୩: ଭାରତର ଜମ୍ମୁ-କଶ୍ମୀର ରାଜ୍ୟରେ ବିଶ୍ୱର ସବୁଠୁ ଉଚ୍ଚା ରେଲ୍‌ଓ୍ବେ ଆର୍କ ବ୍ରିଜ୍‌ (Railway Arch Bridge) ତିଆରି କରାଯାଉଛି। ଏହି ରେଲ୍‌ଓ୍ବେ ବ୍ରିଜ୍‌ ପ୍ୟାରିସର...

ଆଇପିଏସଙ୍କ ନିଷ୍ପତ୍ତିକୁ କରାଯାଉଛି ପ୍ରଶଂସା

ଗାନ୍ଧିନଗର,୨୯ ।୭: ଗୁଜରାଟରେ ବିଷାକ୍ତ ମଦ ପିଇ ଏବେ ପର୍ଯ୍ୟନ୍ତ ୪୨ ଜଣଙ୍କ ଜୀବନ ଯାଇଥିବା ଜଣାପଡିଛି । ଏହି ବିଷାକ୍ତ ମଦ କନୁଭାଇ ନାମକ...

Advertisement
Archives

Model This Week