୨ ବର୍ଷ ୨ମାସରେ ୭ ରାଜ୍ୟରେ କ୍ଷମତା ହରାଇଛି ଭାଜପା

ନୂଆଦିଲ୍ଲୀ,୧୧।୨: ଗତ ୨ ବର୍ଷ ୨ମାସ ମଧ୍ୟରେ ୭ ରାଜ୍ୟରୁ ଭାଜପା ସରକାର କ୍ଷମତା ହରାଇଛି। ଏବେ ଦିଲ୍ଲୀକୁ ମିଶାଇ ୧୨ଟି ରାଜ୍ୟରେ ଅଣ ଭାଜପା ସରକାର ରହିଛନ୍ତି। ୨୦୧୭ରେ ୧୯ଟି ରାଜ୍ୟରେ ଭାଜପା ସରକାରଥିବାବେଳେ ଏବେ ତାହା କମିବାରେ ଲାଗିଛି। ଦିଲ୍ଲୀରେ ଆମ୍‌ ଆଦ୍‌ମୀର ବିପୁଳ ବିଜୟପରେ ଭାଜପା ଶିବିରରେ କୋକୁଆ ଭୟ ଖେଳି ଯାଇଛି। ଦିଲ୍ଲୀରେ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କ ରଣନୀତି ବିଫଳ ରହିଥିବା କୁହାଯାଉଛି। ଗତ ୩ ମାସ ମଧ୍ୟରେ ମହାରାଷ୍ଟ୍ର ଏବଂ ଛତିଶଗଡ଼ରେ ଦଳ କ୍ଷମାତାଚ୍ୟୁତ ହୋଇଛି। ତେବେ ଦିଲ୍ଲୀର ଫଳାଫଳର ପ୍ରଭାବ ଅଗାମୀ ଦିନରେ କେତେକ ରାଜ୍ୟରେ ହେବାକୁ ଥିବା ନିର୍ବାଚନରେ ମଧ୍ୟ ପ୍ରତିଫଳିତ ହେବାର ସମ୍ଭାବନା ରହିଛି ବୋଲି ରାଜନୈତିକ ସମୀକ୍ଷକ ମତପୋଷଣ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୁକ୍ତି ପ୍ରତୀକ୍ଷାରେ ୪ ମାସ : କାତାର ଜେଲରେ ୮ ନୌସେନା ଭେଟେରାନ୍‌

ନୂଆଦିଲ୍ଲୀ,୨ା୧: ଦେଶ ପାଇଁ ସେବା ପ୍ରଦାନରେ ନିଷ୍କଳଙ୍କ କ୍ୟାରିୟର, ସର୍ଭିସ ରେକର୍ଡରେ ଟିକିଏ ବି ଦାଗ ନାହିଁ। ତଥାପି ଭାରତୀୟ ନୌସେନାର ୮ ଜଣ ଅବସରପ୍ରାପ୍ତ...

କଂଗ୍ରେସ ଅଧ୍ୟକ୍ଷ ପଦ ନିର୍ବାଚନ ପାଇଁ ପ୍ରାର୍ଥିପତ୍ର ଦାଖଲ କଲେ ଶଶି ଥରୁର, ମଲିକାର୍ଜୁନ ଖଡଗେ, କେ.ଏନ୍ ତ୍ରିପାଠୀ

ନୂଆଦିଲ୍ଲୀ,;୩୦ ।୯: କଂଗ୍ରେସ ଅଧ୍ୟକ୍ଷ ପଦ ନିର୍ବାଚନକୁ ନେଇ ଏବେ ସବୁଠି ଚର୍ଚ୍ଚା ଚାଲିଛି । ଏହି ରେସ୍‌ରେ ହଠାତ୍ କେତେଜଣ ନୂଆ ଚେହେରାଙ୍କୁ ଦେଖିବାକୁ...

ପ୍ରତି ବୁଧବାର ସାଇକେଲରେ ଅଫିସ ଯିବେ ସରକାରୀ କର୍ମଚାରୀ…

କାଭରତ୍ତି, ୫।୪ : ଦ୍ରୁତଗତିରେ ବାୟୁ ଗୁଣବତ୍ତା ସମଗ୍ର ବିଶ୍ୱରେ ଖରାପ ହେଉଥିବାରୁ ଏହା ଚିନ୍ତାର କାରଣ ପାଲଟିଛି। ଭାରତରେ ଅବସ୍ଥା ଅଧିକ ଖରାପ ହେବାରେ...

ପ୍ରଧାନ ଶିକ୍ଷକଙ୍କ ନାମରେ ୫ ଛାତ୍ରୀଙ୍କୁ ବଳାତ୍କାର ଅଭିଯୋଗ

ହାଇଦ୍ରାବାଦ,୧୬।୧୨ : ଭଦ୍ରାରି କୋଥାଗୁଡେମ ଜିଲ୍ଲାର ଏକ ସରକାରୀ ପ୍ରାଥମିକ ବିଦ୍ୟାଳୟର ପ୍ରଧାନଶିକ୍ଷକଙ୍କ ନାମରେ ଆସିଛି ବଳାତ୍କାର ଅଭିଯୋଗ। ସ୍କୁଲର ଦ୍ୱିତୀୟ କ୍ଲାସରେ ପଢ଼ୁଥିବା ୭ରୁ...

ପ୍ରାୟ ୧ଘଣ୍ଟା ଧରି ଚାଲିଲା ଏଲ୍‌ଜି-କେଜ୍‌ରିଓ୍ବାଲଙ୍କ ବୈଠକ

ନୂଆଦିଲ୍ଲୀ,୧୩।୧: ଦିଲ୍ଲୀରେ କେଜ୍‌ରିୱାଲ ସରକାର ଏବଂ ଲେଫ୍ଟନାଣ୍ଟ ଗଭର୍ନର(ଏଲ୍‌ଜି) ବିନୟ ସାକ୍ସେନାଙ୍କ ମଧ୍ୟରେ ବିବାଦ ଜାରି ରହିଛି। ଇତିମଧ୍ୟରେ ଶୁକ୍ରବାର ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିୱାଲ ଏଲ୍‌ଜି...

ଅସ୍ତ୍ରବିରତି ଉଲ୍ଲଂଘନ କଲା ପାକିସ୍ତାନ

ଶ୍ରୀନଗର,୨୨।୭: ଜମ୍ମୁ-କଶ୍ମୀର ନିୟନ୍ତ୍ରଣ ରେଖାଠାରେ ପାକିସ୍ତାନ ସୋମବାର ପୁଣି ଅସ୍ତ୍ରବିରତି ଉଲ୍ଲଂଘନ କରିଛି। ରାଜୌରୀ ଜିଲାର ନିୟନ୍ତ୍ରଣ ରେଖାଠାରେ ଥିବା ସୁନ୍ଦରବାଣୀ ସେକ୍ଟରର ଭାରତୀୟ ଫରଓ୍ବାର୍ଡ...

ଝିଅ ପ୍ରେମ ବିବାହ କରିବାରୁ ନର୍ମଦାରେ ବୁଡ଼ାଇବା ସହ ଲଣ୍ଡା କଲେ ପିତା, ଆଉ ତା’ ପରେ…

ଭୋପାଳ,୩୧ା୧୦: ଜଣେ ଯୁବତୀ ଅନ୍ୟଜାତିର ଯୁବକଙ୍କୁ ପ୍ରେମ ବିବାହ କରିବାରୁ ଯୁବତୀଙ୍କ ପିତା ଶୁଦ୍ଧିକରଣ ପାଇଁ ନର୍ମଦା ନଦୀରେ ବୁଡ଼ାଇବା ସହ ଲଣ୍ଡା କରିଦେଇଛନ୍ତି। ଏପରି...

୪ମାସ ଯାଏ ଶଙ୍କର ମିଶ୍ରାଙ୍କ ଯାତ୍ରା ଉପରେ ପ୍ରତିବନ୍ଧକ ଲଗାଇଲା ଏୟାର ଇଣ୍ଡିଆ

ନୂଆଦିଲ୍ଲୀ,୧୯।୧: ଗତବର୍ଷ ନଭେମ୍ବର ୨୬ରେ ଏୟାର ଇଣ୍ଡିଆର ନ୍ୟୁୟର୍କ-ଦିଲ୍ଲୀ ବିମାନରେ ଜଣେ ବୃଦ୍ଧା ସହଯାତ୍ରୀଙ୍କ ଉପରେ ପରିସ୍ରା କରିଥିବା ଶଙ୍କର ମିଶ୍ରାଙ୍କ ଉପରେ ଏୟାରଲାଇନ୍ସ ପ୍ରତିବନ୍ଧକ...

Advertisement
Archives

Model This Week