ଧାମନଗର,୨୪ା୩(ଡି.ଏନ.ଏ.)-ଭଦ୍ରକ ଜିଲା ଧାମନଗର ବ୍ଲକ ବୟାଙ୍ଗଡିହି ପଞ୍ଚାୟତ ଅଞ୍ଚଳରେ ଦୁଇ ଯୁବକ ଦୁବାଇରୁ ଘରକୁ ଫେରି ଲୁଚିଥିବା ଏବଂ ପ୍ରଶାସନର ନିଷ୍କ୍ରିୟତା ଯୋଗୁ ଉକ୍ତ ପଞ୍ଚାୟତରେ ଉତ୍ତେଜନା ଦେଖାଦେଇଛି। ଉକ୍ତ ପଞ୍ଚାୟତର ସରପଞ୍ଚ ଖବର ପାଇ ଆଶା କର୍ମୀ, ଅଙ୍ଗନଓ୍ବାଡି କର୍ମୀଙ୍କ ଦ୍ୱାରା ଚିହ୍ନଟ ପାଇଁ ଉଦ୍ୟମ ଜାରି ରଖିଥିବାବେଳେ ସେମାନେ ଲୁଚୁଥିବାନେଇ ପ୍ରଶାସନକୁ ଅବଗତ କରିଛନ୍ତି। କିନ୍ତୁ ପ୍ରଶାସନ ତରଫରୁ କୌଣସି ସହଯୋଗ କରୁ ନ ଥିବାରୁ ଲୋକଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି। ସେହି ପଞ୍ଚାୟତରେ ବହୁ ଯୁବକ ବାହାର ରାଜ୍ୟରୁ ଘରକୁ ଫେରିଥିବାବେଳେ ସେମାନଙ୍କୁ ନିଜ ଘରେ ଅବାଧ ପ୍ରବେଶ ନେଇ ପଞ୍ଚାୟତରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଛି ।
Posted inଆମ ଜିଲା ଖବର, ଭଦ୍ରକ View All
୬ ପରିବାରର ୧୬ ବଖରା ପୋଡି ପାଉଁଶ, ଗୋରୁ-ଛେଳି ଜୀବନ୍ତ ଦଗ୍ଧ
ତିହିଡି଼,୫୧(ସଞ୍ଜିତ ବଳ):ତିହିଡି଼ ତହସିଲ ପୀରହାଟ ଥାନା ନରେନ୍ଦ୍ରପୁର ପଞ୍ଚାୟତ ଅଧୀନ ଛତ୍ରପଦା ଗ୍ରାମର ପଣ୍ଡିତସାହିରେ ରବିବାର ବିଳମ୍ବିତ ରାତିରେ ଭୟବହ ଅଗ୍ନିକାଣ୍ଡ ଘଟିଛି l ଏଥିରେ...
ଭାଜପା ଜିଲା ସଭାପତି ଘୋଷଣା: ରାମଚନ୍ଦ୍ର ମେହେରଙ୍କୁ ବଡ଼ ଦାୟିତ୍ୱ
ସମ୍ବଲପୁର, ୫।୧(ପ୍ରମୋଦ ବହିଦାର): ରାମଚନ୍ଦ୍ର ମେହେର ସମ୍ବଲପୁର ଭାଜପା ଜିଲା ସଭାପତି ଭାବେ ନିଯୁକ୍ତ ହୋଇଛନ୍ତି। ଫଳରେ ଏହି ପଦବୀକୁ ନେଇ ଦୀର୍ଘ ଦିନରୁ ଲାଗି...
ଖ୍ରୀଷ୍ଟିୟାନା ନାଗଙ୍କୁ ପ୍ରଥମ ଲୋଇସିଂହା ସୁନ୍ଦରୀ ମୁକୁଟ
ଲୋଇସିଂହା,୫ା୧(ସୁଶାନ୍ତ ବାରିକ):ପୌଷ ପୂର୍ଣ୍ଣିମା ଅବସରରେ ବଲାଙ୍ଗୀର ଜିଲା ଲୋଇସିଂହା ଦୁର୍ଗାମଣ୍ଡପରେ ୨ଦିନ ଧରି ଚାଲିଥିବା ୧୬ତମ ଲୋଇସିଂହା ମହୋତ୍ସବ ଶନିବାର ଉଦ୍ଯାପିତ ହୋଇଯାଇଛି। ଏହି ଅବସରରେ...
ଧନୁଯାତ୍ରା କଥା, ବ୍ୟଥା: କାଳ ହେଲା କଂସ, ମଥୁରା ଛାଡ଼ିଲା ହସ୍ତୀ
ବରଗଡ଼,୫ା୧(ପ୍ରେମାନନ୍ଦ ଖମାରୀ):ନୂଆ ସରକାର ଆସିବା ପରେ ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବର ନୂଆଁ ପରିକଳ୍ପନା କରାଯାଇଥିଲା। ବିଗତ ବର୍ଷ ତୁଳନାରେ ସାଜସଜ୍ଜା ବହୁଗୁଣିତ...
ଅସ୍ତବ୍ୟସ୍ତ କରୁଛି କୁହୁଡ଼ି: ଯାତାୟାତରେ ସମସ୍ୟା
ଦାରିଙ୍ଗବାଡି, ୫ /୧ (ଅରୁଣ ସାହୁ ): ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ଘନ କୁହୁଡି ଯେମିତି ଲୋକଙ୍କୁ ଅସ୍ତବ୍ୟସ୍ତ କରିପକାଉଛି। ସେହିପରି ଜାଡ଼ ମଧ୍ୟ...
୮ରୁ ଶୀତ ମହୋତ୍ସବ: ଯୋଗଦେବେ ଓଡିଶାର ସୁନାମଧନ୍ୟ କଳାକାର
ଦାରିଙ୍ଗବାଡି, ୫।୧ (ଅରୁଣ ସାହୁ ):ଓଡିଶାର କଶ୍ମୀର ଦାରିଙ୍ଗବାଡିରେ ଆସନ୍ତା ୮ରେ ଶୀତ ମହୋତ୍ସବର ଆରମ୍ଭ ହେବାକୁ ଯାଉଛି। ଏଥିପାଇଁ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଥିବା...
ମୁକୁଳା ପଡ଼ିଛି ସୀମାନ୍ତ ଅଞ୍ଚଳ: ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ ଧାନ ଓଡ଼ିଶାରେ
ବାରିପଦା,୫ା୧(ନୀଳାଦ୍ରି ବିହାରୀ ଦଣ୍ଡପାଟ):ମୟୂରଭଞ୍ଜ ଜିଲା ରାଇରଙ୍ଗପୁର ଉପଖଣ୍ଡ ଜାମଦା ବ୍ଲକ୍ ଅଞ୍ଚଳରେ ବେଆଇନଭାବେ ଗଚ୍ଛିତ ଝାଡ଼ଖଣ୍ଡ ରାଜ୍ୟର ୧୧୦୦ ବସ୍ତା ଧାନକୁ ପ୍ରଶାସନ ଜବତ କରିଛି।...
ଅନିଶ୍ଚିତତାରେ ଆଦିତ୍ୟ ବିର୍ଲା ଗ୍ରୁପ୍ର ପୋଷାକ ତିଆରି ୟୁନିଟ୍: ନିଯୁକ୍ତି ଚିନ୍ତାରେ ଯୁବତୀଯୁବକ
ରାୟଗଡ଼ା,୫।୧(ଆଶିଷ ରଞ୍ଜନ ପଣ୍ଡା):ରାୟଗଡ଼ା ଜିଲା କାଶୀପୁର ବ୍ଲକ୍ ଅନ୍ତର୍ଗତ କଂସାରିଗୁଡ଼ାଠାରେ ଉତ୍କଳ ଆଲୁମିନା ସୋସିଆଲ ଫାଉଣ୍ଡେଶନ ଦ୍ୱାରା ଆଦିତ୍ୟ ଆଲୁମିନା ବିଶୋଧନାଗାର (ରିଫାଇନେରି) ଏବଂ ପୋଷାକ...
Archives


