Posted inଜାତୀୟ

୨ ଭାଜପା ଏମ୍‌ପି ଗିରଫ

କୋଲକାତା,୧୯।୧୨: ପଶ୍ଚିମବଙ୍ଗର ମାଲ୍‌ଦାସ୍ଥିତ ଭଲୁକା ରୋଡ୍‌ ଷ୍ଟେଶନରେ ସିଏଏ ବିରୋଧୀ ବିକ୍ଷୋଭ ବେଳେ ଭଙ୍ଗାରୁଜା ଓ ଜଳାପୋଡ଼ା ହୋଇଥିଲା। ଉକ୍ତ ରେଳ ଷ୍ଟେଶନକୁ ପରିଦର୍ଶନରେ ଯାଉଥିବାବେଳେ ଦୁଇଜଣ ଭାଜପା ଏମ୍‌ପିଙ୍କୁ ପୋଲିସ ଗିରଫ କରିଛି। ସେମାନେ ହେଲେ ନିଶୀଥ୍‌ ପ୍ରାମାଣିକ ଓ ଖଗେନ୍‌ ମୁର୍ମୁ। ଆଇନଶୃଙ୍ଖଳା ଭଙ୍ଗ ଆଶଙ୍କା କରି ପୋଲିସ ଉଭୟଙ୍କୁ ହାଜତକୁ ନେଇଛି। ଦୁହେଁ ପୋଲିସ କର୍ଡନ ଭାଙ୍ଗି ଆଗକୁ ବଢ଼ୁଥିବାବେଳେ ଗିରଫ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗରେ ରହିବାକୁ ହେଲେ ବଙ୍ଗଳା କହିବା ଜରୁରୀ: ମମତା

କୋଲକାତା,୧୪।୬: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜି ପୁଣି ଏକ ବିବାଦୀୟ ବୟାନ ଦେଇ ଆସିଛନ୍ତି ଚର୍ଚ୍ଚାକୁ। ମମତା କହିଛନ୍ତି ପଶ୍ଚିମବଙ୍ଗକୁ ଆଗକୁ ନେବାକୁ ହେଲେ ଏଠାରେ...

ପଡ଼ୋଶୀଙ୍କୁ ସମ୍ଭାଳିବାକୁ ପଡ଼ିବ

ନୂଆଦିଲ୍ଲୀ,୨୭ା୬: ଚାଇନା ସହ ସୀମା ବିବାଦ ବଢ଼ୁଥିବାବେଳେ ଏହି ସଙ୍କଟରୁ ଫାଇଦା ଉଠାଇବା ପାଇଁ ଭାରତକୁ ସମସ୍ତ ସମ୍ଭାବ୍ୟ ରଣନୈତିକ ବିକଳ୍ପ ଉପରେ ଚିନ୍ତା କରିବାକୁ...

ଉପସ୍ଥାନ ୭୫%ରୁ କମ୍‌ ହେଲେ ସିବିଏସ୍‌ଇ ବୋର୍ଡ ପରୀକ୍ଷା ମନା

ନୂଆଦିଲ୍ଲୀ,୨ା୧: ଚଳିତ ବର୍ଷ ସିବିଏସ୍‌ଇ ଦଶମ ଓ ଦ୍ୱାଦଶ ବୋର୍ଡ ପରୀକ୍ଷା ଦେବାକୁ ଥିବା ଛାତ୍ରୀଛାତ୍ରୀଙ୍କ ଉପସ୍ଥାନ ଅନୂ୍ୟନ ୭୫ ପ୍ରତିଶତ ହେବା ଆବଶ୍ୟକ। ୨୦୨୦...

ମାଲିକଙ୍କଠୁ ଛୁଟି ନେଇ ନିର୍ବାଚନ ଲଢ଼ିବେ ଏହି କାମବାଲି: ଭାଜପା କରିଛି ପ୍ରାର୍ଥୀ

ପଶ୍ଚିମବଙ୍ଗ, ୨୩।୩: ରାଜନୀତିରେ କିଛି ବି ସମ୍ଭବ ହୋଇପାରେ। ଏ ହେଉଛନ୍ତି ୩୨ ବର୍ଷିୟା କଲିତା ମାଝି। କଲିତା ଅନ୍ୟର ଘରେ ସହାୟିକା ଭାବେ କାମ...

କରୋନା ରୋକିବା ପାଇଁ ଲକଡାଉନ ହେଉଛି ଏକମାତ୍ର ସମାଧାନ: ରାହୁଲ ଗାନ୍ଧୀ

ନୂଆଦିଲ୍ଲୀ,୪।୫:କରୋନା ଭାଇରସର ଦ୍ୱିତୀୟ ଲହର ଦେଶରେ ହଇଚଇ ସୃଷ୍ଟି କରିବାରେ ଲାଗିଛି। ଏହାକୁ ରୋକିବା ପାଇଁ ବିଭିନ୍ନ ପଦକ୍ଷେପ ନିଆଯାଇଥିଲେ ମଧ୍ୟ ସ୍ଥିତି ଅଣାୟତ୍ତ ହେବାରେ...

ସମଲିଙ୍ଗୀ ଦମ୍ପତି ହେଲେ ଭାରତ-ପାକିସ୍ତାନ ଯୁବତୀ: କାଲିଫର୍ନିଆରେ କଲେ ବିବାହ; ସୋସିଆଲ୍‌ ମିଡ଼ିଆରେ ଭାଇରାଲ

କାଲିଫର୍ନିଆ,୩୧।୮: ଭାରତ-ପାକିସ୍ତାନ ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଉଥିବାବେଳେ ଦୁଇ ଦେଶର ୨ ଯୁବତୀ ବିବାହ କରି ସମଲିଙ୍ଗୀ ଦମ୍ପତି ହୋଇଛନ୍ତି। ଭାରତର ବିୟାଙ୍କା ପାକିସ୍ତାନର ସାୟମାଙ୍କୁ...

ଅନୁପ୍ରବେଶ ଅପେକ୍ଷାରେ ୩୦୦ ଆତଙ୍କବାଦୀ

ନୂଆଦିଲ୍ଲୀ/ଶ୍ରୀନଗର,୨୭ା୪: କରୋନା ମହାମାରୀକୁ ଅଣଦେଖା କରି ପାକିସ୍ତାନ ଭାରତ ଭିତରକୁ ଆତଙ୍କବାଦୀ ପଠାଇ କ୍ଷତି କରିବା ଲାଗି ପ୍ରୟାସ କରୁଛି। ପ୍ରାୟ ୩୦୦ ଆତଙ୍କବାଦୀ ‘ପିଓକେ’ର...

ବିସ୍ତାରବାଦୀ ଉଦ୍ୟମକୁ ପଣ୍ଡ କରିଛନ୍ତି ଆମ ବୀର ଯବାନ- ରାଷ୍ଟ୍ରପତି

ନୂଆଦିଲ୍ଲୀ,୨୫।୧: ଭାରତ ସବୁବେଳେ ଶାନ୍ତି ପାଇଁ ପ୍ରତିଶ୍ରୁତିବଦ୍ଧ ରହିଆସିଛି। ଏହା ସତ୍ତ୍ୱେ ବିସ୍ତାରବାଦୀ ଶକ୍ତି ସୀମାନ୍ତ ଅଞ୍ଚଳ କବ୍‌ଜା କରିବା ଲାଗି ଉଦ୍ୟମ ଚଳାଇଛନ୍ତି। ସେମାନଙ୍କର...

Advertisement


Archives

Model This Week

Why Dharitri