୨ ଭାଲୁ ଆକ୍ରମଣରେ ୬ ଗୁରୁତର

ସଜନାଗଡ଼, ୫।୬(ଡି.ଏନ.ଏ.): ବାଲେଶ୍ୱର ଜିଲା ନୀଳଗିରି ଥାନା ଅଧୀନ ବାଉଁଶବଣିଆ ଏବଂ ଟଣକା ଗ୍ରାମରେ ଶୁକ୍ରବାର ପୂର୍ବାହ୍ନରେ ୨ଟି ଭାଲୁ ଆକ୍ରମଣରେ ୬ଜଣ ଗୁରୁତର ହୋଇଛନ୍ତି। ସମସ୍ତ ଗୁରୁତରଙ୍କୁ ଚିକିତ୍ସା ପାଇଁ ନୀଳଗିରି ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। କୁଲଡ଼ିହା ଅଭୟାରଣ୍ୟରୁ ଖାଦ୍ୟ ଅନ୍ବେଷଣରେ ପାହାଡ଼ ତଳକୁ ଆସି ଦିଗହରା ହୋଇଥିବା ୨ଟି ଭାଲୁ ଗଁ। ମୁହଁ। ହୋଇଥିଲେ। ବାଉଁଶବଣିଆ ଗ୍ରାମର ଦୁଇଜଣ ଏବଂ ଟଣକା ଗ୍ରାମର ୪ଜଣ ଏହି ଦୁଇ ଭାଲୁଙ୍କ ଆକ୍ରମଣର ଶିକାର ହୋଇଥିଲେ। ସେମାନଙ୍କର ଚିତ୍କାର ଶୁଣି ଗ୍ରାମବାସୀ ରୁଣ୍ଡ ହୋଇଯିବାରୁ ଭାଲୁ ଦୁଇଟି ଜଙ୍ଗଲ ଆଡକୁ ପଳାଇଯାଇଥିଲେ। କୁଲଡ଼ିହା ରେଞ୍ଜର ବିଜୟ କୁମାର ମହାପାତ୍ର ନୀଳଗିରି ମୁଖ୍ୟ ଚିକିତ୍ସାଳୟରେ ପହଞ୍ଚତ୍ ଗୁରୁତରମାନଙ୍କୁ ସାକ୍ଷାତ କରି ସରକାରୀ ସହୟତା ଯୋଗାଇ ଦେବେ ବୋଲି ପ୍ରତିଶ୍ରୁତି ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପରଲୋକରେ ପାରଳା ମହାରାଜା

ଭୁବନେଶ୍ୱର/ପାରଳାଖେମୁଣ୍ଡି,୧୦।୧(ବ୍ୟୁରୋ/ସ୍ବ.ପ୍ର.): ପାରଳାଖେମୁଣ୍ଡି ରାଜା ଗୋପୀନାଥ ଗଜପତି ନାରାୟଣ ଦେବଙ୍କ ଶୁକ୍ରବାର ସକାଳେ ଭୁବନେଶ୍ୱରର ଏକ ଘରୋଇ ଡାକ୍ତରଖାନାରେ ପରଲୋକ ଘଟିଛି। ମୃତ୍ୟୁବେଳକୁ ତାଙ୍କୁ ୭୬ବର୍ଷ ହୋଇଥିଲା। ...

 ପୋଲରୁ ଖସିଲା ବାଇକ୍‌

ଉଦଳା,୨୭ା୧(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ଉଦଳା-ବଡ଼ସାହି ରାସ୍ତାର ଶ୍ମଶାନକାଳୀ ଛକଠାରେ ନିର୍ମାଣାଧିନ ଏକ ପୋଲରୁ ତଳକୁ ବାଇକ୍‌ ଖସି ୩ ଯୁବକ ଗୁରୁତର ହୋଇଛନ୍ତି। ଚିକିତ୍ସା ନିମନ୍ତେ...

କୁଆପଥର ମାଡରେ ଝଡିଲା ରବିଧାନ

ବିନିକା,୨୪ା୪(ଡି.ଏନ୍‌.ଏ.): କରୋନା ଭୂତାଣୁ ସଂକ୍ରମଣ ରୋକିବାକୁ ଲକ୍‌ଡାଉନ ଜାରି ରହିଛି। ଏହାର ପ୍ରଭାବ ଜନସାଧାରଣଙ୍କ ଜୀବନଜୀବିକା ଉପରେ ପଡିଛି। ଏହି ପରିସ୍ଥିତିରେ ଗତ ତିନିଦିନର ବର୍ଷା...

ଟ୍ରକ୍‌ ଧକ୍କାରେ ସାଇକେଲ ଆରୋହୀ ମୃତ: ଉତ୍ତେଜନା, ରାଜପଥ ଅବରୋଧ

ଅନୁଗୋଳ ଅଫିସ, ୯।୧୨ – ଅନୁଗୋଳ ସହରସ୍ଥିତ ଅଗ୍ନିଶମ ବିଭାଗ ଛକରେ ଶନିବାର ଏକ ଦୁର୍ଘଟଣାରେ ସୌଭାଗ୍ୟନଗରର ଦୋଳ ଗୋଚ୍ଛାୟତ(୩୨)ଙ୍କ ମୃତ୍ୟୁ ହୋଇଛି। ଦୁର୍ଘଟଣା ପରେ...

ଜଳେଶ୍ବରରୁ ୧ କେଜି ବ୍ରାଉନସୁଗାର ଜବତ, ଜଣେ ଗିରଫ

ବାଲେଶ୍ୱର ଅଫିସ,୧୦।୩: ବାଲେଶ୍ୱର ଜିଲା ଜଳେଶ୍ବର ଥାନା ଅନ୍ତର୍ଗତ ଝାଡ଼େଶ୍ବରପୁର ଅଞ୍ଚଳରୁ ମଙ୍ଗଳବାର ବିଳମ୍ବିତ ରାତିରେ ୧ କେଜି ବ୍ରାଉନ ସୁଗାର ଜବତ ହୋଇଛି। ଘଟଣାରେ...

‘ହରିତ୍‌ ପୃଥିବୀ ନିର୍ମାଣ ଉପରେ ଗୁରୁତ୍ୱ’

ବାଲେଶ୍ୱର ଅଫିସ, ୧।୩ – ବାଲେଶ୍ୱର ଫକୀର ମୋହନ ବିଶ୍ୱବିଦ୍ୟାଳୟ ଆନୁକୂଲ୍ୟରେ ସୋମବାର ଜାତୀୟ ବିଜ୍ଞାନଦିବସ ପାଳିତ ହୋଇଯାଇଛି। ମୁଖ୍ୟଅତିଥି ଭାବେ ଫକୀରମୋହନ ବିଶ୍ୱବିଦ୍ୟାଳୟ ପୂର୍ବତନ...

ଜମା ସଂଗ୍ରହକୁ ଗୁରୁତ୍ୱ, ଋଣ ପ୍ରଦାନ ନୈରାଶ୍ୟଜନକ

ବ୍ରହ୍ମପୁର ଅଫିସ,୯ା୭-ଗଞ୍ଜାମ ଜିଲାରେ ୨୦ ରାଷ୍ଟ୍ରାୟତ୍ତ ବ୍ୟାଙ୍କର ୨୬୨ ଶାଖାରେ କାରବାର ହେଉଛି । କେବଳ ଗ୍ରାହକଙ୍କଠାରୁ ଜମା (ଡିପୋଜିଟ) ସଂଗ୍ରହକୁ ସର୍ବାଧିକ ଗୁରୁତ୍ୱ ଦିଆଯାଉଥିବା...

ନଗଡ଼ାରେ ପୋଡୁଚାଷ ପାଇଁ ଜଙ୍ଗଲ କଟା ଆରମ୍ଭ

କାଳିଆପାଣି,୫ା୫(ଡି.ଏନ.ଏ.):ସୁକିନ୍ଦା ବନାଞ୍ଚଳ ଅଧୀନ ଚିଙ୍ଗୁଡ଼ିପାଳ ପଞ୍ଚାୟତର ନଗଡ଼ା ଜଙ୍ଗଲକୁ ଜୁଆଙ୍ଗମାନେ ପୋଡୁଚାଷ ପାଇଁ ବ୍ୟବହାର କରୁଛନ୍ତି। ସେଥିପାଇଁ ନଗଡ଼ାରେ ଆରମ୍ଭ ହେଲାଣି ଜଙ୍ଗଲ କଟା। ବର୍ଷା...

Advertisement
Archives

Model This Week