୨ ମହିଳା ଡାକ୍ତର କରୋନା ପଜିଟିଭ: ନର୍ଲା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଶଟ୍‌ଡାଉନ ଘୋଷଣା

ଭବାନୀପାଟଣା/କେସିଙ୍ଗା, ୧୩।୬(ଡି.ଏନ୍‌.ଏ.): କଳାହାଣ୍ଡି ଜିଲାରେ ଶନିବାର ଆଉ ୩ କୋରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରେ ନର୍ଲା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ୨ଜଣ ମହିଳା ଡାକ୍ତର ରହିଛନ୍ତି। ତେବେ ଏହି ୨ ଡାକ୍ତର ନର୍ଲାରେ ଚିହ୍ନଟ ହୋଇଥିବା ପୂର୍ବ ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସିଥିଲେ। ସେହିପରି ତୃତୀୟ ଆକ୍ରାନ୍ତ ତେଲେଙ୍ଗାନା ଫେରନ୍ତା ବୋଲି ଜଣାପଡ଼ିଛି। ଏହାକୁ ମିଶାଇ ଜିଲାରେ ବର୍ତ୍ତମାନ ଆକ୍ରାନ୍ତଙ୍କ ସଂଖ୍ୟା ୨୧ରେ ପହଞ୍ଚିଛି। ଏହା ପରେ ନର୍ଲା ସିଏଚ୍‌ସିକୁ ଶଟ୍‌ଡାଉନ ଘୋଷଣା କରାଯାଇଛି। ଏ ନେଇ କଳାହାଣ୍ଡି ଜିଲା ସ୍ବାସ୍ଥ୍ୟ ଅଧିକାରୀ ଜଗୁଲାଲ ଅଗ୍ରୱାଲ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୫ ଗ୍ରାମ୍ୟରାସ୍ତାର ହେବ ଉନ୍ନତୀକରଣ

ଭୁବନ, ୭।୩(ଡି.ଏନ.ଏ.) – ଢେଙ୍କାନାଳ ଜିଲା ଭୁବନ ବ୍ଲକ ସଭାଗୃହରେ ପଞ୍ଚାୟତ ସମିତିର ସ୍ବତନ୍ତ୍ର ଅଧିବେଶନ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ବ୍ଲକ ଅଧ୍ୟକ୍ଷ ଧର୍ମାନନ୍ଦ...

କଟକଣା ଢିଲା ହେଲେ ଜିଲାକୁ ବିପଦ

ଅନୁଗୋଳ ଅଫିସ, ୧୬ା୧୦ ସପ୍ତାହେ ପରେ ଦୁର୍ଗା ପୂଜା। ଏଣେ ଅନୁଗୋଳ ଜିଲାରେ ଦ୍ରୁତଗତିରେ ବଢ଼ିଚାଲିଛି କରୋନା ସଂକ୍ରମଣ। ଦୈନିକ ୨ଶହରୁ ଅଧିକ ପଜିଟିଭ୍‌ ବାହାରୁଛନ୍ତି...

ଜେଲରେ ଜେରା ହେବେ ପ୍ରଦୀପଙ୍କ ସହ ପାଠକ ବାପପୁଅ

ଭୁବନେଶ୍ୱର,୧୦ା୧୨(ବ୍ୟୁରୋ):ଝାରପଡ଼ା ସ୍ବତନ୍ତ୍ର କାରାଗାରରେ ଥିବା ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ, ନିଲମ୍ବିତ ଆଇଏଫ୍‌ଏସ୍‌ ଅଫିସର ଅଭୟକାନ୍ତ ପାଠକ ଓ ତାଙ୍କ ପୁଅ ଆକାଶଙ୍କ ନାଁରେ ପ୍ରବର୍ତ୍ତନ...

ଜନ୍ମଦିନ ପାଳିବେନି ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୫ା୧୦(ବ୍ୟୁରୋ): କୋଭିଡ୍‌ ସଂକ୍ରମଣକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସନ୍ତାକାଲି ଅର୍ଥାତ୍‌ ଶୁକ୍ରବାର ତାଙ୍କ ଜନ୍ମଦିନ ପାଳନ କରିବେ ନାହିଁ। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ,...

ଚତୁର୍ଥ ଆସନ କାହାର

ଭୁବନେଶ୍ୱର,୨୮।୨(ବ୍ୟୁରୋ): ଦେଶର ୫୫ ରାଜ୍ୟ ସଭା ଆସନ ପାଇଁ ମାର୍ଚ୍ଚ ୨୬ ତାରିଖରେ ନିର୍ବାଚନ ହେବ। ଏଥିଲାଗି ଆସନ୍ତା ୬ ତାରିଖରେ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ...

ଯୁବକଙ୍କୁ ମହଙ୍ଗା ପଡ଼ିଲା ପରକୀୟା ପ୍ରୀତି: ବନ୍ଧାହେଲେ, ବିବାହ କଲେ

ବଇଣ୍ଡା,୮ା୬(ଡି.ଏନ.ଏ.)- ମିସ୍‌କଲ୍‌ରୁ ମହିଳାଙ୍କ ସହ ପ୍ରେମ ଓ ସ୍ବାମୀ ନ ଥିବା ବେଳେ ରାତିରେ ତାଙ୍କ ଘରେ ପଶିବା ଜଣେ ଯୁବକଙ୍କୁ ମହଙ୍ଗା ପଡ଼ିଛି। ଗ୍ରାମବାସୀଙ୍କ...

ସ୍ବତନ୍ତ୍ର ଟ୍ରେନ୍‌ରେ ଫେରିିଲେ ୨୮୪ ପ୍ରବାସୀ

ବାରିପଦା ଅଫିସ,୨୭ା୫- ଲକ୍‌ଡାଉନ ଯୋଗୁ ତାମିଲନାଡ଼ୁରେ ଫସି ରହିଥିବା ୨୮୪ ପ୍ରବାସୀ ମଙ୍ଗଳବାର ସ୍ବତନ୍ତ୍ର ଟ୍ରେନ୍‌ରେ ମୟୂରଭଞ୍ଜ ଜିଲା ବାରିପଦାକୁ ଫେରିଛନ୍ତି। ଏହି ପ୍ରବାସୀମାନଙ୍କ ମଧ୍ୟରୁ...

ଏଆଇଏଡିଏମ୍‌କେ ପ୍ରତିଷ୍ଠା ଦିବସରେ କରୋନା ମାର୍ଗଦର୍ଶିକାର ଉଲ୍ଲଂଘନ

ଚେନ୍ନାଇ, ୧୭।୧୦: ତାମିଲନାଡୁରେ ଏଆଇଏଡିଏମ୍‌କେର ୪୯ତମ ପ୍ରତିଷ୍ଠା ଦିବସ ଶନିବାର ପାଳିତ ହୋଇଛି। ଏହି ଉପଲକ୍ଷେ ଆୟୋଜିତ ଉତ୍ସବରେ କରୋନା ମାର୍ଗଦର୍ଶିକାର ଉଲ୍ଲଂଘନ କରାଯାଇଥିବା ଅଭିଯୋଗ...

Play 250+ Trending Games
Archives

Model This Week

Why Dharitri