୨ ମେଧାବୀ ଛାତ୍ରଙ୍କୁ ପଢ଼ାଇବ ବିଡେକା

ଭଞ୍ଜନଗର,୧୯।୧୨(ଡି.ଏନ.ଏ)-ଭଞ୍ଜନଗର ଜଳସମ୍ପଦ ବିଭାଜନ କର୍ମଚାରୀ ସାଂସ୍କୃତିକ ପରିଷଦ (ବିଡେକା) ଚଳିତବର୍ଷ ୨ ମେଧାବୀ ଛାତ୍ରଙ୍କ ପାଠପଢ଼ା ଖର୍ଚ୍ଚ ବହନ କରିବାକୁ ନିଷ୍ପତ୍ତି ନେଇଛି। ଦୁଇ ଛାତ୍ର ଷଷ୍ଠ ଶ୍ରେଣୀର ଓମ୍‌ ବେହେରା ଓ ୭ମ ଶ୍ରେଣୀର ଓମ୍‌ ପ୍ରଭୁଜିତ୍‌ଙ୍କ ପାଠପଢ଼ା ବାବଦ ଅର୍ଥ ସାଇ ଗୁରୁକୂଳ ଆବାସିକ ବିଦ୍ୟାଳୟକୁ ପ୍ରଦାନ କରାଯାଇଛି। ବୁଧବାର ବିଦ୍ୟାଳୟ ପରିସରରେ ଆୟୋଜିତ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ଜଳସମ୍ପଦ ବିଭାଗର ପୂର୍ବତନ ମୁଖ୍ୟଯନ୍ତ୍ରୀ ଶତ୍ରୁଘ୍ନ ଦାସ ମୁଖ୍ୟ ଅତିଥି ଭାବେ ଯୋଗଦେଇ ବିଦ୍ୟାଳୟ କର୍ତ୍ତୃପକ୍ଷଙ୍କୁ ଏକ ଚେକ୍‌ ପ୍ରଦାନ କରିଥିଲେ । ଏହି ସମୟରେ ବିଡେକା ସମ୍ପାଦକ ସନ୍ତୋଷ କୁମାର ଗୌଡ଼, ଇଂ.ସୁମା ପ୍ରଧାନ, ବିଦ୍ୟାଳୟ ଚେୟାରମ୍ୟାନ୍‌ ଅଜିତ ଶତପଥୀ, ସଭାପତି ଶୁଳପାଣି ଶତପଥୀ, ସାନ୍ତନୁ ଶତପଥୀ ଏବଂ ଗୌର ରାଉତ ପ୍ରମୁଖ ଉପସ୍ଥିତ ଥିଲେ । ସୂଚନାଯୋଗ୍ୟ, ବିଡ଼େକା ପକ୍ଷରୁ ଆମ୍ବୁଲାନ୍ସ ସେବା, ରକ୍ତଦାନ ଶିବିର, ପ୍ରାକୃତିକ ବିପର୍ଯ୍ୟୟ ସମୟରେ ଲୋକଙ୍କୁ ସହାୟତା ଦେବା ଆଦି ଜନହିତକର କାର୍ଯ୍ୟ କରାଯାଇଆସୁଛି। ଏଥିପାଇଁ କର୍ମଚାରୀମାନେ ଦିନକର ଦରମା ଦେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସୋନମ ୱାଙ୍ଗଚୁକଙ୍କ ପାଇଁ ନ୍ୟୁୟର୍କଠାରୁ ଆରମ୍ଭ କରି ଲଣ୍ଡନ ପର୍ଯ୍ୟନ୍ତ ପ୍ରଦର୍ଶନ, ଭାରତ ସରକାରଙ୍କୁ କଲେ ବଡ଼ ଅପିଲ୍‌

ନୂଆଦିଲ୍ଲୀ,୨୨।୭: ଆମେରିକାସ୍ଥିତ ଏକ ଅଧିକାର ଗ୍ରୁପର କର୍ମକର୍ତ୍ତାମାନେ ଆମରଣ ଅନଶନ କରୁଥିବା ସୋନମ ୱାଙ୍ଗଚୁକଙ୍କ ପ୍ରତି ଏକଜୁଟତା ଜାହିର କରିବା ପାଇଁ ନ୍ୟୁୟର୍କ ଏବଂ ସାନ ହୋଜେରେ…

ଅଙ୍ଗନଦୀରେ ଭାସିଗଲେ ଗୋପାଳକ, ଅଗ୍ନିଶମ ବିଭାଗ ପକ୍ଷରୁ ଚାଲିଛି ଖୋଜାଖୋଜି

ପଦ୍ମପୁର,୨୨।୭ (ପ୍ରଦୀପ୍ତ ଦାଶ) : ପଦ୍ମପୁର ଉପଖଣ୍ଡ ଜଗଦଳପୁର ଥାନା ଅନ୍ତର୍ଗତ ସମ୍ବଲପୁରୀ ଗ୍ରାମ ନିକଟରେ ଥିବା ଅଙ୍ଗନଦୀରେ ଭାସିଯାଇ ଜଣେ ଗୋପାଳକ ନିଖୋଜ ହୋଇଥିବା ଘଟଣା…

BCCIର ବଡ଼ ଘୋଷଣା: ଏଣିକି ଏମିତି କଲେ ବୋଲରଙ୍କୁ…ନୂଆ ନିୟମ ଜାରି

ନୂଆଦିଲ୍ଲୀ,୨୨।୭: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ୨୦୨୬-୨୭ ଘରୋଇ କ୍ରିକେଟ ସିଜନ ପୂର୍ବରୁ ଖେଳର ନିୟମରେ ଅନେକ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ କରିଛି। ନୂତନ ନିୟମଗୁଡ଼ିକର ପ୍ରଭାବ…

ଭଟାପଲାକୁ ନୂତନ ଗ୍ରାମ ପଞ୍ଚାୟତ ମାନ୍ୟତା ଦାବି ଜୋରଦାର: ଲିଖିତ ଦାବିପତ୍ର ଦାଖଲ

କର୍ଲାମୁଣ୍ଡା,୨୨।୭(ପ୍ରଦୀପ କୁମାର ସାହୁ):କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ଭଟାପଲାକୁ ସୱତନ୍ତ୍ର ଗ୍ରାମ ପଞ୍ଚାୟତର ମାନ୍ୟତା ପ୍ରଦାନ କରିବା ଦାବିରେ ଅଞ୍ଚଳବାସୀଙ୍କ ସୱର ଦିନକୁ ଦିନ ଜୋରଦାର ହେଉଛି। ଦୀର୍ଘଦିନ…

ଆନ୍ଦୋଳନକୁ ନେଇ କଂଗ୍ରେସ କଲା ବଡ଼ ପ୍ଲାନ! ଛାନିଆ ହେଲେ କେନ୍ଦ୍ର ସରକାର, ରାଜନୀତିରେ ଚହଳ…

ନୂଆଦିଲ୍ଲୀ,୨୨।୭: ଦିଲ୍ଲୀରେ ନିଟ୍ (NEET) ପେପର୍ ଲିକ୍ ବିରୋଧରେ ଛାତ୍ରଛାତ୍ରୀଙ୍କ ଆନ୍ଦୋଳନ ବିରୋଧୀ ଦଳଗୁଡ଼ିକ ମଧ୍ୟରେ ଏକ ନୂଆ ଜୀବନ ସଞ୍ଚାର କରୁଛି। ଜୁଲାଇ ୨୦ ତାରିଖରେ…

CJPର ଆନ୍ଦୋଳନ ପରେ ସୋସିଆଲ ମିଡିଆରେ ବଡ଼ ଘୋଷଣା କଲେ ଧର୍ମେନ୍ଦ୍ର ପ୍ରଧାନ, ରାହୁଲଙ୍କୁ ନେଇ କହିଲେ…

ନୂଆଦିଲ୍ଲୀ,୨୨।୭: CJP (ସିଜେପି)ର ‘ଚଲୋ ସଂସଦ’ ପ୍ରଦର୍ଶନ ପରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପ୍ରଥମ ଥର ପାଇଁ ସାର୍ବଜନୀନ ପ୍ରତିକ୍ରିୟା ରଖିଛନ୍ତି। ସେ କଂଗ୍ରେସ ନେତା…

ରାହୁଲ ଗାନ୍ଧୀଙ୍କ ପିଏମ ଆବାସ ସମ୍ମୁଖରେ ଆନ୍ଦୋଳନ ପରେ ପଡିଲା ପ୍ରଭାବ: ସରକାରଙ୍କ ପକ୍ଷରୁ…

ନୂଆଦିଲ୍ଲୀ,୨୨।୭: NEET ପରୀକ୍ଷା ବିବାଦକୁ ନେଇ ବିରୋଧୀଙ୍କ ପ୍ରଦର୍ଶନ ଏବଂ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି ଭିତରେ ସରକାରଙ୍କ ପକ୍ଷରୁ ଏକ ବଡ଼ ଜବାବ…

ବିପଦରେ ବୈଭବ ସୂର୍ଯ୍ୟବଂଶୀଙ୍କ ସ୍ଥାନ! ଜିମ୍ବାୱେ ମ୍ୟାଚରେ ବିଫଳ ହେଲେ…

ନୂଆଦିଲ୍ଲୀ,୨୨।୭: ବୈଭବ ସୂର୍ଯ୍ୟବଂଶୀ ୧୫ ବର୍ଷ ବୟସରେ ନିଜର ଝଡ଼ ବ୍ୟାଟିଂ ବଳରେ ଟିମ ଇଣ୍ଡିଆରେ ସ୍ଥାନ ପାଇଛନ୍ତି। ସେ ଇଂଲଣ୍ଡ ବିପକ୍ଷ ଟି-ଟେଣ୍ଟି ଅନ୍ତର୍ଜାତୀୟ (T20I)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri