୨ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ: ଦୁର୍ବୃତ୍ତ ଫେରାର

ବାଲେଶ୍ୱର ଅଫିସ,୭।୧୦: ବାଲେଶ୍ବର ଜିଲା ସହଦେବଖୁଣ୍ଟା ଥାନା ଝାଡ଼େଶ୍ବର ମନ୍ଦିର ନିକଟରେ ସୋମବାର ୨ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କରାଯାଇଛି। ସେମାନଙ୍କ ପରିଚୟ ମିଳିପାରି ନ ଥିବା ବେଳେ ଗୁରୁତର ଅବସ୍ଥାରେ ଉଭୟଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ତେବେ ଆକ୍ରମଣକାରୀ ଫେରାର ଥିବା ବେଳେ ପୋଲିସ ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ପାଳ ପଞ୍ଚାୟତରେ ରାଜନୈତିକ ହିଂସା

ବାଲେଶ୍ୱର ଅଫିସ,୧୮ା୨: ବାଲେଶ୍ୱର ରେମୁଣା ବ୍ଲକ ବଡ଼ପାଳ ପଞ୍ଚାୟତରେ ରାଜନୈତିକ ହିଂସାକାଣ୍ଡ ଘଟିଛି । ଭାଜପା ଓ ବିଜେଡି ସମର୍ଥକଙ୍କ ମଧ୍ୟରେ ମୁହାମୁହିଁ। ସ୍ଥାନୀୟ ଆଦିବାସୀ...

ସ୍କୁଲରୁ ଚାଉଳ, ଖେଳ ସାମଗ୍ରୀ ଚୋରି

ଜୁନାଗଡ,୧୪।୪(ଡି.ଏନ୍‌.ଏ): କଳାହାଣ୍ଡି ଜିଲା ଜୁନାଗଡ ବ୍ଲକ ସନ୍ୟାସୀ କୁଣ୍ଡାମାଲ ପଞ୍ଚାୟତ ବାଞ୍ଜିନାଳପଡା ପ୍ରାଥମିକ ବିଦ୍ୟାଳୟରେ ସୋମବାର ରାତିରେ ଚୋରି ହୋଇଛି। ଦୁର୍ବୃତ୍ତମାନେ ଅଫିସ୍‌ର ତାଲା ଭାଙ୍ଗି...

ବୈତରଣୀରେ ଭାସିଗଲେ ଶ୍ରମିକ

ଯାଜପୁର ଟାଉନ,୭ା୫(ଡି.ଏନ.ଏ.): ଯାଜପୁର ସହରର ଦଶାଶ୍ୱମେଧ ଘାଟ ନିକଟ ବୈତରଣୀ ନଦୀରେ ଏକ ବ୍ୟାରେଜ ନିର୍ମାଣ ଚାଲିଛି। ତେବେ ଏହି କାର୍ଯ୍ୟରେ ନିୟୋଜିତ ଜଣେ ଶ୍ରମିକଙ୍କ...

୧୨ କିଲୋମିଟର ମରଣଯନ୍ତା

ବଅଁରପାଳ,୧୫ା୯(ଡି.ଏନ.ଏ.) – ପ୍ରତିବର୍ଷ ସୃଷ୍ଟି ହେଉଛି ସମାନ ସମସ୍ୟା। ଜାତୀୟ ରାଜପଥରେ ହେଉଥିବା ବଡ଼ ବଡ଼ ଖାଲ ଅସୁବିଧାରେ ପକାଉଛି ଗାଡ଼ି ଚାଳକଙ୍କୁ। ଅନେକ ସମୟରେ...

ଦାରିଙ୍ଗବାଡ଼ିରେ ଟ୍ରାଫିକ୍‌ ଜାମ: ଭିଡ଼ ନିୟନ୍ତ୍ରଣ ପାଇଁ ପୋଲିସ ନାକେଦମ୍‌

ଦାରିଙ୍ଗବାଡି,୩୦।୧୨(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡିରେ ପର୍ଯ୍ୟଟକଙ୍କ ଭିଡ଼ ଜମିଛି। ଗୋଟିଏ ପଟେ ଶୀତର ମଜା ନେବାକୁ ଦୈନିକ ହଜାର ହଜାର ସଂଖ୍ୟାରେ ପର୍ଯ୍ୟଟକ ଦାରିଙ୍ଗବାଡିରେ ରାତ୍ରି...

ଡକାୟତି ଯୋଜନା ପଣ୍ଡ, ୪ ଗିରଫ

ଅନୁଗୋଳ ଅଫିସ, ୨୬।୯ – ଅନୁଗୋଳ ହାଟପଡ଼ା ଛକରେ ମଙ୍ଗଳବାର ବିଳମ୍ବିତ ରାତିରେ ଏକ ଡକାୟତି ଉଦ୍ୟମକୁ ଅନୁଗୋଳ ପୋଲିସ ପଣ୍ଡ କରିଦେଇଛି। ପାଟ୍ରୋଲିଂ କରୁଥିବା...

କାର୍‌ ଓଲଟିଲା, ଗଞ୍ଜେଇ ବୋହିନେଲେ ଲୋକେ

ଶଙ୍କରାଖୋଲ,୩୦ା୭(ଡି.ଏନ୍‌.ଏ.)-ଟିକାବାଲି ଥାନା (ଏଲ୍‌) ବପଲମେଣ୍ଡି ପଞ୍ଚାୟତ ନିକଟ ପାନାବାଡି ଗ୍ରାମ ବୁଲାଣିରେ ସୋମବାର ସକାଳ ପ୍ରାୟ ୯ଟାରେ ଏକ କାର (ନଂ.ଡବ୍ଲ୍ୟୁବି୦୬ବି-୦୮୫୯) ଭାରସାମ୍ୟ ହରାଇ ୨୦ଫୁଟ...

ରାଏଜର ସୁଆର୍‌ଥ ଲାଗି ପଦଯାତ୍‌ରା: ଭଟଲିରେ ପୁହୁଁଚିଲେ ସତ୍ୟବ୍ରତ

ଭଟଲି,୨୦।୧୨ (ଡି.ଏନ୍‌.ଏ.)-ଆଏଜ୍‌କାଲିର ଜୀବନ୍‌ ଶଇଲିରେ ଆମେ ଯେଯାହାର କାମେ ବାଇ ରହୁଛୁଁ। ସଖାଲୁ ଉଠ୍‌ଲା ଖଟୁ ରାତିଥି ଖଟ୍‌କେ ଯିବାର ତକ୍‌ ଆମେ ସଭେ ଛୁଆପିଲାକୁଟୁମ,...

Advertisement
Archives

Model This Week