୨ ଯୌତୁକ ନିର୍ଯାତନା ମାମଲା: ୩ ଗିରଫ

ଆସିକା,୨ା୫(ଡି.ଏନ୍‌.ଏ.)- ଆସିକା ଥାନା ଅନ୍ତର୍ଗତ ସାପୁଆପଲ୍ଲୀ ଓ ଗୁଡସର ଗ୍ରାମରେ ଘଟିଥିବା ପୃଥକ ୨ ଯୌତୁକ ନିର୍ଯାତନା ମାମଲାରେ ପୋଲିସ ଶନିବାର ୩ ଜଣଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତମାନଙ୍କୁ ଶନିବାର କୋର୍ଟ ଚାଲାଣ କରାଯାଇଥିବା ଥାନା ଅଧିକାରୀ ପ୍ରଶାନ୍ତ କୁମାର ସାହୁ ସୂଚନା ଦେଇଛନ୍ତି। ସାପୁଆପଲ୍ଲୀ ଗ୍ରାମରେ ମହିଳାଙ୍କୁ ମାରପିଟ କରି ଜୀବନରେ ମାରିଦେବା ଧମକ ଅଭିଯୋଗରେ ପୋଲିସ ଅଭିଯୁକ୍ତ ସ୍ବାମୀ ପିଣ୍ଟୁ ବେହେରା ଓ ଶ୍ୱଶୁର ସୁରି ବେହେରାଙ୍କୁ ଗିରଫ କରିଛି। ଏ ନେଇ ନଂ.୨୪୯/୨୦ରେ ମାମଲା ରୁଜୁ କରାଯାଇଛି। ସେହିପରି ଗୁଡିସର ଗ୍ରାମରେ ସ୍ତ୍ରୀଙ୍କୁ ନିର୍ଯାତନା ଦେବା ଅଭିଯୋଗରେ ସ୍ବାମୀ ବସନ୍ତ ମହାରଣାଙ୍କୁ ଗିରଫ କରାଯାଇଛି। ଏ ନେଇ ନଂ.୨୫୦/୨୦ରେ ଏକ ମାମଲା ରୁଜୁ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଛାତ୍ରୀ ନିବାସକୁ ନାହିଁ ରାସ୍ତା: ସମସ୍ୟା ଭୋଗୁଛନ୍ତି ୨୩୦ ଆଦିବାସୀ ଛାତ୍ରୀ

ମୋହନା,୨୪।୮(ମନ୍ମଥ ମିଶ୍ର): ଛାତ୍ରୀ ନିବାସ ଅଛି। ଛାତ୍ରୀ ଅଛନ୍ତି। ପାଠପଢ଼ା ପାଇଁ ସବୁ ବ୍ୟବସ୍ଥା ଅଛି। ହେଲେ ବିଦ୍ୟାଳୟରେ ପହଞ୍ଚିବା ପାଇଁ ନାହିଁ ଭଲ ରାସ୍ତା। ଫଳରେ…

ପ୍ରଧାନଶିକ୍ଷକ ଭାବେ ନିଯୁକ୍ତି ପାଇଲେ ୫୭ ଶିକ୍ଷକ: ଦୀର୍ଘ ଅପେକ୍ଷାର ଘଟିଲା ଅନ୍ତ

ହାଟଡିହୀ/ଛେନାପଦୀ,୨୪l୮(ଶୁଭକାନ୍ତ ନାୟକ/ନିରାକାର ପରିଡା):କେନ୍ଦୁଝର ଜିଲା ହାଟଡିହୀ ଶିକ୍ଷା ଜିଲାର ୫୭ ଜଣ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଶିକ୍ଷକଙ୍କୁ ପ୍ରଧାନଶିକ୍ଷକ ଭାବେ ନିଯୁକ୍ତି ପତ୍ର ପ୍ରଦାନ କରାଯାଇଛି l…

ଆନ୍ଦୋଳନକୁ ଓହ୍ଲାଇଲେ ଚାଷୀ: ୨୪ ଘଣ୍ଟାରେ ଦାବି ପୂରଣ ନ ହେଲେ…

ଝାରବନ୍ଧ,୨୪।୮(ଦେବେନ୍ଦ୍ର ସାହୁ): ଧାନ ବିକ୍ରି ପାଇଁ ଆଟ କିସମ ଜମି ପଞ୍ଜିକରଣ ହେଉ ନ ଥିବାରୁ ଚାଷୀ ଆନ୍ଦୋଳନକୁ ଓହ୍ଲାଇଛନ୍ତି l ଆଟ କିସମକୁ ପଞ୍ଜିକରଣ କରା…

ଶ୍ମଶାନରେ ଚାରାରୋପଣ: ପରିବେଶ ସୁରକ୍ଷା ପାଇଁ ଆଗେଇ ଆସିଲେ ଭାଜପା ଭୀଷ୍ମଗିରି ମଣ୍ଡଳ କମିଟି

ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଭୀଷ୍ମଗିରି ଗ୍ରାମ ଶ୍ମଶାନରେ ସୋମବାର ଭାଜପା ଭୀଷ୍ମଗିରି ମଣ୍ଡଳ କମିଟି ପକ୍ଷରୁ ଚାରାରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।…

ଭବାନୀପାଟଣାରେ ଖାଦ୍ୟ ନିରାପତ୍ତା ବିଭାଗର ଚଢ଼ାଉ: ୩୨ କିଲୋ ବାସି-କୃତ୍ରିମ ରଙ୍ଗଯୁକ୍ତ ଖାଦ୍ୟ ନଷ୍ଟ

ଭବାନୀପାଟଣା,୨୪।୮(ଉତ୍ତମ କୁମାର ଦାଶ): ଆଗକୁ ଆସୁଥିବା ପର୍ବପର୍ବାଣୀକୁ ଦୃଷ୍ଟିରେ ରଖି ଭବାନୀପାଟଣା ସହରର ବିଭିନ୍ନ ସ୍ଥାନରେ ସୋମବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ପୋଲିସ ସହଯୋଗରେ ଚଢ଼ାଉ…

ବାଇକରେ ବୁହାହେଲା ମୃତଦେହ: ଅଭାବନୀୟ ଚିତ୍ରର ଭିଡିଓ ହେଉଛି ଭାଇରାଲ

ବଲାଙ୍ଗୀର,୨୪।୮(ସୁନିଲ କୁମାର ମହାନ୍ତି): ବଲାଙ୍ଗିର ଜିଲା କଣ୍ଟାବାଞ୍ଜି ସରକାରୀ ହସ୍ପିଟାଲରୁ ଆସିଛି ଅଭାବନୀୟ ଚିତ୍ର। କଣ୍ଟାବାଞ୍ଜି ସରକାରୀ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ଖଇରପଦର ଗାଁର ୧୨ ବର୍ଷୀୟା…

କୁରୁଗୁଡା-ମୁର୍ଲାପଦର ମୁଖ୍ୟ ରାସ୍ତାରେ ୫ଫୁଟ୍‌ର ପାଣି, ଯୋଗାଯୋଗ ବିଛିନ୍ନ

ଜୁନାଗଡ଼, ୨୪ା୮(ସୁନୀଲ କୁମାର ସିଂହ): କଳାହାଣ୍ଡି ଜିଲାରେ ଗତ ଦୁଇଦିନ ଧରି ଲଗାଣ ବର୍ଷା ଜନଜୀବନକୁ ଅସ୍ତବ୍ୟସ୍ତ କରିଦେଇଛି। ଏଥିଯୋଗୁ ବିଭିନ୍ନ ନଦୀନାଳରେ ଜଳସ୍ତର ବୃଦ୍ଧି ପାଇଛି।…

ଦିଗପହଣ୍ଡିରେ ଶ୍ରୀଗଣେଶ ପୂଜା ମହୋତ୍ସବ ପାଇଁ ଶୁଭଖୁଣ୍ଟି ସ୍ଥାପନ

ଦିଗପହଣ୍ଡି, ୨୪।୮ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ବଜାରସାହି ପୂଜା କମିଟି ପକ୍ଷରୁ ୪୬ତମ ଗଣେଶ ପୂଜା ମହୋତ୍ସବ ନିମନ୍ତେ ସୋମବାର ବଜାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri