୨ ରଣା ସାପ ଉଦ୍ଧାର

ଉଦଳା,୧୫ା୧୧(ଡି.ଏନ୍‌.ଏ.)- ଉଦଳା ବନାଞ୍ଚଳ ଅଧୀନ ରାଇଦାଣ୍ଡିଆ ଗ୍ରାମର ପୀତାମ୍ବର ବେହେରାଙ୍କ ଘରୁ ଶୁକ୍ରବାର ୨ଟି ରଣା ସାପ ଉଦ୍ଧାର ହୋଇଛି ା ଉଦ୍ଧାର ସାପ ଦୁଇଟିକୁ ଶିମିଳିପାଳରେ ଛଡ଼ାଯାଇଛି । ପୀତାମ୍ବରଙ୍କ ଶୋଇବା ଘର ଖଟତଳେ ସାପ ଥିବା ଦେଖି ପରିବାର ଲୋକେ ସ୍ନେକ ଲାଇଫ୍‌ ଲାଇନ୍‌ ସଦସ୍ୟ ଅଭିଜିତ୍‌ ବେହେରାଙ୍କୁ ଯୋଗାଯୋଗ କରିଥିଲେ। ସେ ପହଞ୍ଚି ରଣାସାପ ୨ଟିକୁ ଉଦ୍ଧାର କରିଥିଲେ। ଗୋଟିଏ ସାପର ଲମ୍ବ ସାଢେ ୫ ଫୁଟ୍‌ ରହିଥିବା ବେଳେ ଅନ୍ୟଟି ୫ ଫୁଟର ବୋଲି ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ପରଲୋକରେ ପୂର୍ବତନ ମନ୍ତ୍ରୀ ସୁଶାନ୍ତ ସିଂ

ବରଗଡ଼,୨୭ା୭(ପ୍ରେମାନନ୍ଦ ଖମାରୀ): ପୂର୍ବତନ ମନ୍ତ୍ରୀ ସୁଶାନ୍ତ ସିଂହ ଆଉ ନାହାନ୍ତି। ରବିବାର ବିଳମ୍ବିତ ରାତିରେ ଭୁବନେଶ୍ବରସ୍ଥିତ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କ ପରଲୋକ ହୋଇଛି।…

ଅଙ୍ଗନୱାଡି କେନ୍ଦ୍ରରେ ତାଲା, ସରକାରୀ ସୁବିଧାରୁ ବଞ୍ଚିତ ହେଲେ ଶିଶୁ

ବରଗଡ଼,୨୬।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ବ୍ଲକ ଅଧୀନ ହାଲୁପାଲି ପଞ୍ଚାୟତ ଅଧୀନ ନିଲଜି ଗ୍ରାମରେ ଭୋଟର ତାଲିକା ସଘନ ସଂଶୋଧନ ବେଳେ ଉପୁଜିଥିବା ଏକ କଥାକୁ…

ଅଧରପଣା ଲାଗି, ମହାପ୍ରଭୁ ଦଧିବାମନଙ୍କ ନୀଳାଦ୍ରି ବିଜେ

ବରଗଡ଼,୨୬।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଶ୍ରୀ ଶ୍ରୀ ଦଧିବାମନ ପୀଠରେ ଶ୍ରୀଶ୍ରୀ ଦଧିବାମନ ମହାପ୍ରଭୁଙ୍କ ଅଧରପଣା ନୀତି ରବିବାର ଅନୁଷ୍ଠିତ ହୋଇଯାଇଛି । ପରମ୍ପରା ଆଧାରରେ…

ବରଗଡ଼ ଏମ୍‌ପି ରଖିଲେ ବଡ଼ ଦାବି: ‘ବହ୍ନିକନ୍ୟା ପାର୍ବତୀ ଗିରିଙ୍କୁ ଜାତୀୟ ସମ୍ମାନ ଦିଆଯାଉ’

ବରଗଡ,୨୬।୭(ପ୍ରେମାନନ୍ଦ ଖମାରୀ): ଓଡ଼ିଶାର ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ ବୀରାଙ୍ଗନା ବହ୍ନିକନ୍ୟା ପାର୍ବତୀ ଗିରିଙ୍କୁ ଯଥୋଚିତ ଜାତୀୟ ସମ୍ମାନ ପ୍ରଦାନ ପାଇଁ ଲୋକ ସଭାରେ ବରଗଡ଼ ସାଂସଦ(ଏମ୍‌ପି) ପ୍ରଦୀପ…

ଦାଦନ ସାଜିଲା କାଳ: ବର୍ଷେ ବିତିବାକୁ ବସିଲା, ମିଳୁନି ନିଖୋଜ ଯୁବକଙ୍କ ସନ୍ଧାନ

ଥୁଆମୂଳ ରାମପୁର,୨୬।୭ (ଦୁର୍ଗା କୀର୍ତ୍ତି): ପେଟର ଭୋକ ଓ ପରିବାର ପ୍ରତିପୋଷଣ ପାଇଁ କେରଳକୁ ଦାଦନ ଖଟିବାକୁ ଯାଇଥିବା ଜଣେ ନିରୀହ ଯୁବକ ନିଖୋଜ ହେବାର ବର୍ଷେ…

ଗଞ୍ଜେଇ ପରିବହନ କରିବା ପାଇଁ ବସ୍‌କୁ କରିଥିଲେ ଅପେକ୍ଷା: ମାଡିବସିଲା ପୋଲିସ, ଜଣେ ଯୁବତୀଙ୍କ ସମେତ…

ମୋହନା, ୨୬।୭( ମନ୍ମଥ ମିଶ୍ର ) : ରବିବାର ମୋହନା ଥାନା ପୋଲିସ ସ୍ଥାନୀୟ ଅଞ୍ଚଳରେ ପାଟ୍ରୋଲିଂ କରୁଥିବାବେଳେ ରାଇସିଂ ଛକ ନିକଟରେ ଦୁଇଟି ବ୍ୟାଗରେ ବେଆଇନ…

ଦୀର୍ଘ ୯ ବର୍ଷ ପରେ ପୁଣି ଗ୍ରାମରେ ପହଞ୍ଚିଲା ଖୁସି, କନ୍ଧକୂଳ ସମାଜର ପାରମ୍ପରିକ ରୀତିନୀତିରେ ଫେରିଲେ ୩ ପରିବାର

କଲ୍ୟାଣସିଂହପୁର, ୨୬।୭(ଦୀପକ କୁମାର ପରିଡା ): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ସେରିଗୁମା ପଞ୍ଚାୟତର କଣାଗାଁରେ ଦେଖିବାକୁ ମିଳିଛି ଏକ ସାମାଜିକ ଓ ସାଂସ୍କୃତିକ ପୁର୍ନମିଳନ…

ଖରିଫ ଚାଷ ପାଇଁ ଚାଷୀ ତତ୍ପର, ଧାନରୁଆ ଆରମ୍ଭ

ଗଞ୍ଜାମ,୨୬ା୭(ବିଦ୍ୟାଧର ସାହୁ): ଖରିଫ ଚାଷ ପାଇଁ ଚଳିତବର୍ଷ ଋଷିକୂଲ୍ୟା ଜଳସେଚନ ଉପବିଭାଗ ପକ୍ଷରୁ ହିରାଧାରବାଟି କେନାଲରେ ପାଣି ଛଡ଼ାଯାଇଛି। ପୂର୍ବବର୍ଷ ଗୁଡିକ ଅପେକ୍ଷା ଚଳିତବର୍ଷ ୧ ମାସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri