୨ ଲକ୍ଷର ଗଞ୍ଜେଇ ଜବତ: ଜଣେ ଗିରଫ

ନୟାଗଡ଼ ଅଫିସ,୧୧ା୧୧: ନୟାଗଡ଼ ବ୍ଲକ ଇଟାମାଟି ବସ୍‌ଷ୍ଟାଣ୍ଡରେ କେନ୍ଦ୍ରାଞ୍ଚଳ ଅବକାରୀ ଗୁଇନ୍ଦା ବିଭାଗ ସୋମବାର ଚଢ଼ାଉକରି ୨୧ କେଜି ଗଞ୍ଜେଇ ଜବତ କରିଛି। ଏହି ଘଟଣାରେ ସମ୍ପୃକ୍ତ ଜଣଙ୍କୁ ଗିରଫ କରାଯାଇଛି। ସେ ହେଲେ ଇଟାମାଟି ପାଇକସାହିର ଗାଣ୍ଡୁ ସାହୁ।
ପ୍ରକାଶ ଯେ, ଗାଣ୍ଡୁ ବସ୍‌ରୁ ଗଞ୍ଜେଇ ନେଇ ଯାଇଥିବା ବେଳେ କୌଣସି ସୂତ୍ରରୁ ଖବର ପାଇ କେନ୍ଦ୍ରାଞ୍ଚଳ ଟିମ୍‌ ତାଙ୍କୁ ଗିରଫ କରିଥିଲେ। ଜବତ ଗଞ୍ଜେଇର ମୂଲ୍ୟ ୨ ଲକ୍ଷ ୧୦ ହଜାର ଟଙ୍କା ହେବବୋଲି ଅବକାରୀ ବିଭାଗ ପକ୍ଷରୁ ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଡିପୋରେ ନିଆଁ: ଜଳିଗଲା ଲକ୍ଷାଧିକ ଟଙ୍କାର କାଠ

ଭଞ୍ଜନଗର,୧।୪: ଭଞ୍ଜନଗର କଲେଜ ରୋଡ଼ରେ ଥିବା ଓଡ଼ିଶା ବନ ଉନ୍ନୟନ ନିଗମର କାଠ ଡିପୋରେ ଗୁରୁବାର ନିଆଁ ଲାଗିଯାଇଥିଲା। ଏଥିରେ ଲକ୍ଷାଧିକ ଟଙ୍କାର କାଠ ଜଳିଯାଇଛି।...

ପୁଅର ମୃତଦେହ ଦେଖି ଟଳି ପଡ଼ିଲେ ବାପା

ବଲାଙ୍ଗୀର ଅଫିସ,୧୫ା୧: ପୁଅର ମୃତଦେହ ଦେଖି ଟଳି ପଡିଲେ ବାପା। ଦୁଇ ଜଣଙ୍କୁ ହରାଇବାର ଦୁଃଖରେ କାନ୍ଦ ବୋବାଳିରେ ଫାଟି ପଡିଲା ଘର। ଏଭଳି ଅଭାବନୀୟ...

ତହସିଲ ସମ୍ମୁଖରେ ବିକ୍ଷୋଭ: ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଦାବିପତ୍ର

ଲଖନପୁର,୪।୧୧(ଡି.ଏନ୍‌.ଏ): ଝାରସୁଗୁଡ଼ା ଜିଲା ଲଖନପୁର ତହସିଲ ସମ୍ମୁଖରେ ସୋମବାର ହୀରାକୁଦ ବୁଡି ଅଞ୍ଚଳ ସମିତି ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । ସମିତିର ସଭାପତି ବାସୁଦେବ...

ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ କେନ୍ଦୁଝରର ଜେଏମ୍‌ଏମ୍‌ ନେତା

କେନ୍ଦୁଝର,୨୩ା୧୦(ସ୍ବ.ପ୍ର.): ଆଗାମୀ ପଞ୍ଚାୟତ ନିର୍ବାଚନରେ କେନ୍ଦୁଝର ଜିଲା ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚାର ପ୍ରାର୍ଥୀ ଦେବ। ଏନେଇ ଜିଲାର ଜେଏମ୍‌ଏମ୍‌ କର୍ମକର୍ତ୍ତାଙ୍କ ଏକ ଟିମ୍‌ ଝାଡ଼ଖଣ୍ଡ ଯାଇ...

ଶଙ୍କରାଚାର୍ଯ୍ୟଙ୍କୁ ଭେଟିଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ

ପୁରୀ ଅଫିସ,୨।୪: କରୋନା ପାଇଁ ଚଳିତ ବର୍ଷ ରଥଯାତ୍ରାର ଆୟୋଜନକୁ ନେଇ ଆଶଙ୍କା ପ୍ରକାଶ ପାଇଥିବା ବେଳେ ଜଗତଗୁରୁ ଶଙ୍କରାଚାର୍ଯ୍ୟ ସ୍ବାମୀ ନିଶ୍ଚଳାନନ୍ଦ ସରସ୍ବତୀଙ୍କୁ ଭେଟିଛନ୍ତି...

ଡାକ୍ତରଙ୍କ ସାଢେ ୭ ଲକ୍ଷ ଟଙ୍କାର ସମ୍ପତ୍ତି ବାଜ୍ୟାପ୍ତି ନିର୍ଦ୍ଦେଶ

କଟକ ଅଫିସ,୨।୧୧: ମୟୂରଭଞ୍ଜ ଜିଲା ମୁଖ୍ୟ ଚିକିତ୍ସାଳୟର ପୂର୍ବତନ ମେଡିସିନ ସ୍ପେଶାଲିଷ୍ଟ ଡାକ୍ତର ଧ୍ରୁବଚରଣ ନାଥଙ୍କ ୭ଲକ୍ଷ ୫୫ ହଜାର ୪୨୭ ଟଙ୍କାର ସମ୍ପତ୍ତି ବାଜ୍ୟାପ୍ତି...

ନିଖୋଜ ନାବାଳିକାଙ୍କୁ ମିଳିଲା ଘର ଠିକଣା

କେନ୍ଦୁଝର, ୫ା୩ (ସ୍ବ.ପ୍ର.)-୪ବର୍ଷ ତଳେ ନିଖୋଜ ଥିବା ଜଣେ ୧୨ବର୍ଷୀୟା ନାବାଳିକା ଘର ଠିକଣା ପାଇ ମଙ୍ଗଳବାର ବାପା, ଭାଇ ନିକଟକୁ ଫେରିଆସିଛନ୍ତି। ତାଙ୍କୁ ଫେରି...

ହାତୀ ଶାବକର ମୃତଦେହ ଉଦ୍ଧାର

ସାତମାଇଲ, ୪।୭(ଡି.ଏନ୍‌.ଏ.) : ହିନ୍ଦୋଳ ବନାଞ୍ଚଳ ରାସୋଳ ସେକ୍ସନ ଅଧୀନ ବାଲିସାହି ନିକଟ ମୁଣ୍ଡିଆରୁ ଗୁରୁବାର ଏକ ହାତୀ ଶାବକର ମୃତଦେହ ଉଦ୍ଧାର କରାଯାଇଛି। ଏହାର...

Advertisement
Archives

Model This Week