କେନ୍ଦୁଝର, ୬ା୪(ଡି.ଏନ.ଏ.): କେନ୍ଦୁଝର ଏମ୍ପି ଚନ୍ଦ୍ରାଣୀ ମୁର୍ମୁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ଫଣ୍ଡ(ସିଏମଆରଏଫ)କୁ ନିଜ ଦରମାରୁ ଅନ୍ଲାଇନ ଜରିଆରେ ୨ଲକ୍ଷ ଟଙ୍କା ପ୍ରଦାନ କରିଛନ୍ତି। କରୋନା ମୁକାବିଲା ପାଇଁ ସେ ଏହି ଆର୍ଥତ୍କ ସହାୟତା ପ୍ରଦାନ କରିଛନ୍ତି। କରୋନା ସମୟରେ ଜିଲାର ଆବଶ୍ୟକତାକୁ ଦୃଷ୍ଟିରେ ରଖି ଜିଲାରେ ଥିବା ଖଣିଜ ପ୍ରତିଷ୍ଠାନ ପାଣ୍ଠିରୁ ଅର୍ଥ ଖର୍ଚ୍ଚ କରିବା ପାଇଁ ସେ ଜିଲାପାଳ ଏବଂ ରାଜ୍ୟ ସରକାରଙ୍କୁ ଅନୁରୋଧ କରିଛନ୍ତି। ଜିଲାବାସୀ କରୋନାର ଭୟାବହତା ସମୟରେ ରାଜ୍ୟ ସରକାର ଏବଂ କେନ୍ଦ୍ର ସରକାରଙ୍କ ନିୟମକୁ ମାନି ଲକ୍ଡାଉନ ସମୟରେ ଘରୁ ନ ବାହାରି ନିଜକୁ ତଥା ନିଜ ପରିବାରକୁ ସୁରକ୍ଷିତ ରଖିବା ପାଇଁ ସେ ଅନୁରୋଧ କରିଛନ୍ତି।
Posted inଆମ ଜିଲା ଖବର, କରୋନା ଭାଇରସ୍, କେନ୍ଦୁଝର View All
ତାଳପତ୍ର କୁଡ଼ିଆରେ ବିତୁଛି ମା’ଙ୍କ ସହ ଦୁଇ ଝିଅ-ପୁଅଙ୍କ ଜୀବନ, ସହାୟତାର ହାତ ବଢ଼ାଇଲେ…
ଗଞ୍ଜାମ,୩୦ା୯(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଖଣ୍ଡଦେଉଳୀ ପଞ୍ଚାୟତର ଖଣ୍ଡ ଦେଉଳୀ ଗ୍ରାମର ବିଧବା ମହିଳା ଏସ୍ ରୀନା। ପରିବାର କହିଲେ ପୁଅ ଓ ଝିଅ। ସ୍ବାମୀ ଏସ୍…
ଚାଞ୍ଚଲ୍ୟ! SCB ନାଁରେ ସାଂଘାତିକ ଅଭିଯୋଗ, ରୋଗୀଙ୍କୁ ପାଇପ୍ରେ ପିଟି ପିଟି ମାରିଦେଲେ
କଟକ,୩୦ା୯(ପ୍ରଭୁକଲ୍ୟାଣ ପାଲ୍): କଟକ ଏସସିବି ମାନସିକ ରୋଗ ବିଭାଗରୁ ଆସିଛି ସାଂଘାତିକ ଅଭିଯୋଗ । ଦୁଇଦିନ ତଳେ ଭର୍ତ୍ତି ହୋଇଥିବା ଯାଜପୁର ଅଂଚଳ ର ଜଣେ ରୋଗୀଙ୍କୁ…
ଘଣ୍ଟାରେ ୧୦ଟା ବାଜିବା କ୍ଷଣି ମନେ ପଡ଼ିବେ ଭଗବାନ, ସ୍ମୃତି ଅନୁଭୂତି ବଖାଣି ବିଦ୍ୟାଳୟ କର୍ମଚାରୀ କହିଲେ…
ପାଟଣା,୩୦ା୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ତୁରୁମୁଙ୍ଗାସ୍ଥିତ ଦଧିବାମନ ଉଚ୍ଚମାଧ୍ୟମିକ ବିଦ୍ୟାଳୟର ଚତୁର୍ଥ ଶ୍ରେଣୀ କର୍ମଚାରୀ ଭଗବାନ ମହାନ୍ତ ବୁଧବାର ସରକାରୀ ଚାକିରିରୁ ଅବସର ଗ୍ରହଣ…
ACF ସୌମ୍ୟରଞ୍ଜନ ମୃତ୍ୟୁ ମାମଲା: ରୋଷେୟାଙ୍କୁ ଗିରଫ କଲା ପୋଲିସ, ସ୍ତ୍ରୀ ବିଦ୍ୟାଭାରତୀଙ୍କର…
ଗଜପତି,୩୦ା୯(ଗିରିଧାରୀ ପରିଚ୍ଛା): ବହୁଚର୍ଚ୍ଚିତ ଏସିଏଫ୍ ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ଅନ୍ୟତମ ଅଭିଯୁକ୍ତ ରୋଷେୟା ମନ୍ମଥ କୁମ୍ଭଙ୍କୁ ପାରଳାଖେମୁଣ୍ଡି ପୋଲିସ ଗିରଫ କରିଛି। ଏସ୍ଡିଜେଏମ୍ ପାରଳାଖେମୁଣ୍ଡିଙ୍କ ଅଦାଲତରୁ…
୫୩ ବର୍ଷରେ କର୍ଲାମୁଣ୍ଡା ଦୁର୍ଗାପୂଜା: ନୂଆ କମିଟିରେ ଦେବେନ୍ଦ୍ର ସଭାପତି, ଚନ୍ଦ୍ରଭାନୁ ସମ୍ପାଦକ
କର୍ଲାମୁଣ୍ଡା, ୩୦।୯(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦର ଦୁର୍ଗାମଣ୍ଡପରେ ଚଳିତ ବର୍ଷ ୫୩ତମ ବର୍ଷରେ ପଦାର୍ପଣ କରିଛି ଡୁକେରମାଲ ଦୁର୍ଗାପୂଜା। ଆଗାମୀ ଦୁର୍ଗାପୂଜାକୁ…
ମହାନଦୀର ପଛୁଆ ପାଣିରେ ବୁଡ଼ିଲା ରାସ୍ତାଘାଟ, ଡଙ୍ଗା ପାଲଟିଛି ସାହାରା
ଖୋର୍ଦ୍ଧା,୩୦ା୯(ପ୍ରଭାତ ପାଣିଗ୍ରାହୀ): ମହାନଦୀର ପଛୁଆ ପାଣି ପ୍ରବେଶ ଯୋଗୁ ଖୋର୍ଦ୍ଧା ବ୍ଲକରେ ବନ୍ୟାଜଳ ପରିସ୍ଥିତି ସୃଷ୍ଟି ହୋଇଛି। ଏହି ବ୍ଲକ ଓରବରସିଂହ ପଞ୍ଚାୟତର ହିରୁମୂଳକୁ ସଂଯୋଗ କରୁଥିବା…
ଲଭ-ସେକ୍ସ-ଧୋକା: ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା ଅଭିଯୋଗ: ଅଭିଯୁକ୍ତ ଫେରାର
ଦିଗପହଣ୍ଡି, ୩୦।୯ (ଅଶେଷ ନାଥ ମିଶ୍ର): ଭଲ ପାଇବା, ବିବାହର ପ୍ରତିଶ୍ରୁତି ଏବଂ ପରେ ପ୍ରତାରଣା ଅଭିଯୋଗକୁ ନେଇ ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଏକ ମାମଲା…
ପାଣି ପାଇଁ ତାତିଲେ ମହିଳା, ହାଣ୍ଡି-ମାଠିଆ ଧରି ରାସ୍ତାରେ ବସିଲେ
ପୁରୁଷୋତ୍ତମପୁର,୩୦ା୯(ସବିତା ମିଶ୍ର): ପାଣି ପାଇଁ ଫୁଟିଲା ଅସନ୍ତୋଷ। ହାଣ୍ଡି-ମାଠିଆ ଧରି ରାଜରାସ୍ତାକୁ ଓହ୍ଲାଇଲେ ମହିଳା। ଦୁଇ ମାସ ଧରି ପାନୀୟଜଳ ମିଳୁ ନ ଥିବା ଅଭିଯୋଗରେ ଗଞ୍ଜାମ…

