୨ ଲକ୍ଷ ମୁସଲମାନ ହଜ୍‌ ଯାଇପାରିବେ

ଓସାକା,୨୯ା୬(ପି.ଟି.): ସୌଦି ଆରବର ମକ୍କାକୁ ଏଣିକି ଭାରତରୁ ୨ ଲକ୍ଷ ମୁସ୍‌ଲିମ୍‌ ହଜ୍‌ ଯାତ୍ରା କରିପାରିବେ। ପୂର୍ବରୁ ଏହି ସଂଖ୍ୟା ୧୭୦,୦୦୦ ଥିବାବେଳେ ଶୁକ୍ର୍ରବାର ସୌଦି ଆରବ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ କ୍ରମେ ଏଥିରେ ୩୦,୦୦୦ ବୃଦ୍ଧି କରିଛି। ଜାପାନର ଓସାକାରେ ଜି-୨୦ ସମ୍ମିଳନୀ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୌଦି ଆରବର କ୍ରାଉନ୍ସ ପ୍ରିନ୍ସ ମହମ୍ମଦ ବିନ୍‌ ସଲମାନଙ୍କୁ ସାକ୍ଷାତ କରି ଏହି ପ୍ରସଙ୍ଗରେ ଆଲୋଚନା କରିଛନ୍ତି। ହଜ୍‌ ଯାତ୍ରୀଙ୍କ ସଂଖ୍ୟା ୨ ଲକ୍ଷକୁ ବୃଦ୍ଧି କରାଯାଇଥିବା ନେଇ ବହିର୍ବ୍ୟାପାର ସଚିବ ବିଜୟ ଗୋଖଲେ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରସ୍‌ଙ୍କ ଫୋନ୍‌ ହ୍ୟାକ୍‌ କରାଇଥିଲେ ପୁଟିନ୍‌…

ଲଣ୍ଡନ/ମସ୍କୋ,୩୦।୧୦: ୟୁକ୍ରେନ ସହିତ ଯୁଦ୍ଧ ପରେ ଆମେରିକା ଏବଂ ବ୍ରିଟେନ ପରି ଦେଶର ପରବର୍ତ୍ତୀ ପଦକ୍ଷେପ ଉପରେ ରୁଷିଆର ତୀକ୍ଷ୍‌ଣ ନଜର ରଖିଛି। ଏଭଳି ପରିସ୍ଥିତିରେ...

ଗ୍ଲୋବାଲ ଟାଇମ୍ସ ଏଡିଟରଙ୍କ ନଁ।ରେ ଗମ୍ଭୀର ଅଭିଯୋଗ

ବେଜିଂ, ୫।୧୨: ଚାଇନା ମୁଖପତ୍ର ଗ୍ଲୋବାଲ ଟାଇମ୍ସର ଏଡିଟର ହୁ ଜିଜିନ୍‌ଙ୍କ ବିରୋଧରେ ଗୁରୁତର ଅଭିଯୋଗ ହୋଇଛି। ଚାଇନା ସପକ୍ଷରେ ବାରମ୍ବାର ପ୍ରଚାର ପ୍ରସାର କରି...

ବିମାନ ଆକ୍ରମଣରେ ତାଲିବାନ୍‌ କମାଣ୍ଡର ମୃତ

ଲୋଗାର,୧୦।୧୧: ଆଫଗାନିସ୍ତାନର ସେଣ୍ଟ୍ରାଲ ଲୋଗାର ଅଞ୍ଚଳରେ ରବିବାର ଆଫଗାନ ସେନାଙ୍କ ଦ୍ୱାରା କରାଯାଇଥିବା ବିମାନ ଆକ୍ରମଣରେ ତାଲିବାନ କମାଣ୍ଡରଙ୍କ ମୃତ୍ୟୁ ହୋଇଛି। ପ୍ରତିରକ୍ଷା ମନ୍ତ୍ରଣାଳୟ ପକ୍ଷରୁ...

ସୀମାରେ ମୋବାଇଲ ସେବା ବନ୍ଦକଲା ବାଂଲାଦେଶ

ଢ଼ାକା,୧ା୧: ଭାରତୀୟ ସୀମାକୁ ଲାଗି ୧ କି.ମି. ଅଞ୍ଚଳ ପର୍ଯ୍ୟନ୍ତ ମୋବାଇଲ ସେବାକୁ ବାଂଲାଦେଶ ସରକାର ବନ୍ଦ କରିଛନ୍ତି। ସୁରକ୍ଷା ଦୃଷ୍ଟିରୁ ଏଭଳି ପଦକ୍ଷେପ ଗ୍ରହଣ...

ମହୁମାଛିଙ୍କ ଆୟୁଷ କମୁଛି

ଓ୍ବାଶିଂଟନ୍‌,୧୬ା୧୧: ଆମ ପାଇଁ ଫୁଲରୁ ମହୁ ସଂଗ୍ରହ କରି ଫେଣାରେ ସଂରକ୍ଷିତ ରଖୁଥିବା ମହୁମାଛିର ଆୟୁଷ ଅଧା କମିଯାଇଛି। ପୂର୍ବରୁ ମହୁମାଛି ୩୪ ଦିନ ବଞ୍ଚୁଥିବାବେଳେ...

ମହିଳା ଅପରାଧୀଙ୍କୁ ଫାଶୀ

ଓ୍ବାଶିଂଟନ୍‌,୧୪ା୧: ଜଣେ ଗର୍ଭବତୀଙ୍କୁ ହତ୍ୟା କରିବା ଅଭିଯୋଗରେ ଆମେରିକାର ସୁପ୍ରିମକୋର୍ଟ ଲିସା ମଣ୍ଟଗୋମୋରି (୫୨)ଙ୍କୁ ଫାଶୀ ଦିଆଯାଇଛି। ପ୍ରାୟ ସାତ ଦଶନ୍ଧିରେ ଆମେରିକା ଇତିହାସରେ ଜଣେ...

ରାଗରେ ନିଆଁବାଣ ପୁଟିନ: କହିଲେ,ମୁଁ ତାଙ୍କୁ ବର୍ବାଦ କରିଦେବି

ମସ୍କୋ,୨୯।୩: ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଯୁଦ୍ଧ ୩୪ ଦିନ ହେବ ଜାରି ରହିଛି। ଉଭୟ ଦେଶର ପ୍ରତିନିଧୀମାନେ ଗୋଟିଏ ପରେ ଗୋଟିଏ ବୈଠକ ପାଇଁ...

ଥିଏଟର ଉପରେ ବୋମାମାଡ଼ କଲା ରୁଷିଆ, ଆଶ୍ରୟ ନେଇଥିଲେ ମହିଳା-ଛୋଟ ପିଲା…

କ୍ୱିଭ୍‌,୧୭।୩ : ୟୁକ୍ରେନ୍‌ର ଏକ ଡ୍ରାମା ଥିଏଟର ଉପରେ ରୁଷିଆ ବାୟୁସେନା ବୋମା ମାଡ଼ କରିଛି। ଏହା ସହିତ ରୁଷିଆ ସୈନ୍ୟବାହିନୀ ମଧ୍ୟ ଏହା ଉପରେ...

Advertisement
Archives

Model This Week